-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||     

HOME   ରାଜ୍ୟ

କଟକ ରେଳଷ୍ଟେସନ୍‌କୁ ବିପଦ! ଆଜି ଡିସିପି ଅଫିସ୍‌ରେ ବୈଠକ; ଷ୍ଟେସନ୍‌ରେ ହେବ ଏସ୍‌ଓଜିର ମକ୍‌ଡ୍ରିଲ୍‌

23-Nov-2021



କଟକ: କଟକ ରେଳ ଷ୍ଟେସନରେ ଭିଆଇପି ଯାତ୍ରୀଙ୍କ ଚଳାଚଳ ରହୁଥିବାରୁ ଆତଙ୍କବାଦୀ ଗୋଷ୍ଠୀଙ୍କ ଆକ୍ରମଣ ଭୟ ରହିଛି। ପ୍ରତିଷେଧମୂଳକ ପଦକ୍ଷେପ ସ୍ବରୂପ ସ୍ଥିତିର ମୁକାବିଲା କରିବା ପାଇଁ ଷ୍ଟେସନରେ ଏକ ମକ୍‌ ଡ୍ରିଲ୍‌ ବୁଧବାର ଦିନ କରାଯିବାକୁ ନିଷ୍ପତ୍ତି ହୋଇଛି। ଆତଙ୍କବାଦୀ ଗୋଷ୍ଠୀର ଆକ୍ରମଣକୁ ତୁରନ୍ତ କିଭଳି ମୁକାବିଲା କରାଯିବ, ସେଥିପାଇଁ ଉଭୟ କମିସନରେଟ୍‌ ପୁଲିସ ଓ ରେଳବାଇ ପୁଲିସକୁ ପ୍ରଶିକ୍ଷଣ ଦିଆଯିବ। ଏସଓଜି ପକ୍ଷରୁ ଏଭଳି ମକ୍‌ ଡ୍ରିଲ କରାଯିବ। ଏହା ସହିତ ଆସନ୍ତାକାଲି ଡିସିପିଙ୍କ କାର୍ଯ୍ୟାଳୟରେ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଏ ସ˚କ୍ରାନ୍ତରେ ଆୟୋଜିତ ହେବାକୁ ଯାଉଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ଭୁବନେଶ୍ବର ରେଳ ଷ୍ଟେସନ ସବୁଠାରୁ ସମ୍ବେଦନଶୀଳ ହୋଇଥିବାରୁ ଗଲା ୧୮ ତାରିଖରେ ଭୁବନେଶ୍ବର ରେଳ ଷ୍ଟେସନରେ ଏକ ମକ୍‌ ଡ୍ରିଲ୍‌ କରାଯାଇଥିଲା। ଆସନ୍ତା ବୁଧବାର ଦିନ ପ୍ରାୟ ୧୦ଟା ବେଳେ ଏସଓଜି(ସ୍ପେଶାଲ ଅପରେସନ୍‌ ଗ୍ରୁପ) ନେତୃତ୍ବରେ ମକ୍‌ ଡ୍ରିଲ୍‌ କଟକରେ ହେବାକୁ ଯାଉଛି।

ଏଥିରେ ରାଜ୍ୟ ବୋମା ନିଷ୍କ୍ରିୟକାରୀ ଓ ଚିହ୍ନଟ ଦଳ, ଡାକ୍ତରୀ ଟିମ୍‌, ଆରପିଏଫ୍‌ ଡଗ ସ୍କ୍ବାଡ ସାମିଲ ହେବେ। ଆତଙ୍କବାଦୀ ଗୋଷ୍ଠୀର ଆକ୍ରମଣ ହେଲେ କିଭଳି ରେଳ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ଷ୍ଟେସନ ବାହାରକୁ ନିଆଯିବ, ଯେଉଁମାନେ ଆହତ ହୋଇଥିବେ ସେମାନଙ୍କୁ ତୁରନ୍ତ ହସପିଟାଲକୁ କିଭଳି ସ୍ଥାନାନ୍ତର କରାଯିବ ଏବ˚ ରେଳବାଇ ପୁଲିସ ଘଟଣା ସମ୍ପର୍କରେ ସ୍ଥାନୀୟ ପୁଲିସକୁ ତୁରନ୍ତ ଖବର ସମ୍ପର୍କରେ ମକ୍‌ ଡ୍ରିଲ୍‌ କରାଯିବ। ମକ୍‌ ଡ୍ରିଲରେ ଏସଓଜି ସମେତ ଜିଆରପି, ଆରପିଏଫ୍‌, ମାଲଗୋଦାମ ଥାନା ପୁଲିସ, ଜୋନ୍‌ ୧ ଏସିପି ଅଫିସର ପୁଲିସ, ମଧୁପାଟଣା ଟ୍ରାଫିକ ଥାନା, ଏବ˚ କଟକ ଅଗ୍ନିଶମ କର୍ମଚାରୀ ସାମିଲ ହେବେ। ତେବେ ମକ୍‌ ଡ୍ରିଲ୍‌ ପୂର୍ବରୁ ଆସନ୍ତାକାଲି ଦିନ ପ୍ରାୟ ୧୨ଟା ବେଳେ ଡିସିପିଙ୍କ ଅଫିସରେ ଏକ ବୈଠକ ବସିବାର କାର୍ଯ୍ୟକ୍ରମ ରହିଛି। ଏଥିରେ ଆରପିଏଫ୍‌, ଜିଆରିପି, ମାଲଗୋଦାମ୍‌ ଥାନା, ଚନ୍ଦକା ଏସଓଜିର ବରିଷ୍ଠ ଅଧିକାରୀମାନେ ସାମିଲ ହେବେ। 


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   01-Oct-2026
  ଜିଲ୍ଲା  
*ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   01-Oct-2026
  ଜିଲ୍ଲା  
ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   01-Oct-2026
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026

You Might Also Like