-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||     

HOME   ଜିଲ୍ଲା

ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ନବାଗତା ଛାତ୍ରୀଙ୍କ ସ୍ୱାଗତ ସମାରୋହରେ ଯୋଗ ଦେଲେ ଜ଼ିଲ୍ଲାପାଳ - ଭାବ ବିନିମୟ ମାଧ୍ୟମରେ ଖୁସିରେ ଭାବ ବିହ୍ଵଳ ହେଲେ ଛାତ୍ରୀ ଓ ଜ଼ିଲ୍ଲାପାଳ - ଶିବାନୀ ଓ ସ୍ମିତାରାଣୀ ହେଲେ ମିସ ଫ୍ରେସର

23-Nov-2021



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) : ଗତକାଲି  ସୁବର୍ଣ୍ଣପୁର ବିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟର ନଵାଗତ ଛାତ୍ରୀଙ୍କ ପାଇଁ ଅନୁଷ୍ଠିତ ହୋଇଥବା ସ୍ୱାଗତ ସମାରୋହ ଉସ୍ସବରେ ମୁଖ୍ୟ ଅତିଥି ରୂପେ ସୋନପୁର ଜିଲ୍ଲାପାଳ ଆବୋଲି ସୁନୀଲ ନରଭଣେ kଯୋଗ ଦେଇ  ଭଲ ପାଠ ପଢିବାକୁ ଓ ଜୀବନର ସବୁ ପରିସ୍ଥିତିର ମୁକାବିଲା ପାଇଁ ପରମର୍ଶ ଦେଇଥିଲେ lନିଜକୁ ଶାରୀରିକ ଓ ମାନସିକ ସ୍ତରରେ ଷ୍ଟ୍ରଙ୍ଗ ରହିବାକୁ କହି ନିଜ କ୍ୟାରିୟର ଓ ଭବିଷ୍ୟତ ଉପରେ କେବେ ବି କମ୍ପରମାଇଜ ନ କରିବାକୁ ଛାତ୍ରୀ ମାନଙ୍କୁ ପରାମର୍ଶ ଦେଇଥିଲେ l ଛାତ୍ରୀ ମାନଙ୍କ ଅନେକ ପ୍ରଶ୍ନର ଉତ୍ତର ଦେଇ ଖୁବ ସୁନ୍ଦର ଭାବେ ବୁଝାଇଥିଲେ ଜିଲ୍ଲାପାଳ l ସମ୍ମାନିତ ଅତିଥି ଭାବେ କଲେଜ ପରିଚାଳନା କମିଟି ସଭାପତି ତଥା ଏଡିଏମ ସୂର୍ଯ୍ୟ ନାରାୟଣ ଦାଶ ଯୋଗ ଦେଇ ଆଧୁନିକ ଯୁଗର ତାଳ ଦେଇ ଚାଲିବାକୁ

ମନା ନାହିଁ ହେଲେ ଆମ ସଂସୃତି ପରମ୍ପରାକୁ  ସମାଜ ପ୍ରତି ଥିବା ଆମ ଦାଇତ୍ୱ କର୍ତ୍ତବ୍ୟକୁ କେବେ ଭୁଲି ଯାଅନି ବୋଲି ବୋଲି ମତ ରଖିଥିଲେ l ସ୍କିଲ ଡଭଲପମେଣ୍ଟ ଉପରେ ବିଭିନ୍ନ ଟିପ୍ସ ପ୍ରଦାନ କରି ଫ୍ରେସର ଵା ବିୟୁଟି କୁ ଶ୍ରୀକୃଷ୍ଣ ଙ୍କ କଳା, ସୌନ୍ଦର୍ଯ୍ୟତା ଓ ଭକ୍ତି,ଶାନ୍ତି ଓ ପ୍ରେମ କଥାର ଉଦାହରଣ ଦେଇଥିଲେ l ଡିଗ୍ରୀ କଲେଜ ଅଧ୍ୟକ୍ଷା ରିତାରାଣୀ ପୁଜାରୀଙ୍କ ଅଧ୍ୟକ୍ଷତାରେ ଓ ଇଂରାଜୀ ଅଧ୍ୟାପକ ମଦନ ସୁନ୍ଦର ଖେତୀଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ସଭାରେ ଓଡ଼ିଆ ଅଧ୍ୟାପିକା ପୁର୍ଣିମା ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ l ଗୋଟାଏ ନବଜାତ ଶିଶୁ ଟିଏ ଜନ୍ମ ହେଲା ପରି  ଫ୍ରେସରଙ୍କ ପାଈଁ ଆଜି କଲେଜ ରେ ସତମୁଖର ହୋଇ ଉଠିଛି  ପରିବେଶ ବୋଲି ଖୁବ ସୁନ୍ଦର ଶୈଳୀ ରେ ଶ୍ରୀମତୀ ମିଶ୍ର ଉପସ୍ଥାପନା କରିଥିଲେ  l ଜ଼ିଲ୍ଲାପାଳ  ଅବୋଲି ସୁନୀଲ ନର୍ଭଣେ ସରସ୍ବତୀଙ୍କ ଫଟୋଚିତ୍ର ରେ ଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମକୁ ଉଦଘାଘାଟନ କରିଥିବା ବେଳେ କଲେଜ ଛାତ୍ରୀଙ୍କ ଦ୍ୱାରା ଜ଼ିଲ୍ଲାପାଳ ଓ ଏଡିଏମ ଙ୍କୁ କଲେଜ ଫାଟକ ରୁ ମଞ୍ଚ ଯାଏ  ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା l ଛାତ୍ରୀ ଆଂଶିତା, ମମତା, ଲିଟେଶ୍ବରୀ, ରିମି, ମୌସୁମୀ, ଦୟାମୟୀ, ଆକାଂକ୍ଷା,

ରଚନା ଓ ସାଥିଙ୍କ ଦ୍ୱାରା ସ୍ୱାଗତ ସଂଗୀତ ପରିବେଷଣ କରାଯାଇଥିବା ବେଳେ ଆଂଶିତl, ଦୟାମୟୀ, ସ୍ବପ୍ନl, ପୁର୍ଣିମା, ସୋନିଆ ସ୍ୱାଗତ ନୃତ୍ୟ ପରିବେଷଣ କରିଥିଲେ l ଅଲ ରାଉଣ୍ଡ୍ସ   ଟେଲେଣ୍ଟ  ପ୍ରଦର୍ଶନକୁ ଦେଖି ବିଚାରକ ମାନେ  ପ୍ରଥମ ବର୍ଷର ମିସ ଫ୍ରେସର ୨୦୨୧-୨୨  ଭାବେ ଶିବାନୀ ପଣ୍ଡା ଓ ମିସ ଦିବା ଭାବେ ପ୍ରିୟା ପ୍ରିୟଦର୍ଶନୀ ସାହୁଙ୍କୁ ଏବଂ ଦ୍ଵିତୀୟ ବର୍ଷ ର  ମିସ ଫ୍ରେସର ଭାବେ ଛାତ୍ରୀ ସ୍ମିତାରାଣୀ ପଣ୍ଡା ଓ ମିସ ଦିବା ଭାବେ ଗୀତାଞ୍ଜଳୀ ମାଝୀଙ୍କୁ ମନୋନୀତ କରିଥିଲେ l   ଏହି ଚାରିଜଣ କୃତୀ ଟପ ଛାତ୍ରୀଙ୍କୁ ଅତିଥିଙ୍କ ଦ୍ୱାରା ସମ୍ବର୍ଦ୍ଧିତ କରାଯାଇଥିଲା l କାର୍ଯ୍ୟକ୍ରମରେ ସମସ୍ତ ମିଡ଼ିଆ ଯୋଗ ଦେଇଥିବା ବେଳେ  କଲେଜର  ତୃତୀୟ ବର୍ଷ ଓ ପୁରାତନ ଛାତ୍ରୀଙ୍କ ସମେତ ସମସ୍ତ ଅଧ୍ୟାପକ ଅଧ୍ୟାପୀକା, କର୍ମଚାରୀ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   01-Oct-2026
  ଜିଲ୍ଲା  
*ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   01-Oct-2026
  ଜିଲ୍ଲା  
ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   01-Oct-2026
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026

You Might Also Like