-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||     

HOME   ଜିଲ୍ଲା

ବ୍ଳକସ୍ତରୀୟ ଦିବ୍ୟାଙ୍ଗମାନଙ୍କ ଚିହ୍ନଟ ଶିବିର

23-Nov-2021



କଣ୍ଟାବାଞ୍ଜି(ଆନନ୍ଦ ମୋଟେ) ସ୍ୱାମୀ ବିବେକାନନ୍ଦ ଜାତୀୟ ପୁନର୍ବାସ ପ୍ରଶିକ୍ଷଣ ଏବଂ ଅନୁସନ୍ଧାନ କେନ୍ଦ୍ର ଓ ସର୍ବଶିକ୍ଷା ଅଭିଯାନ ବଲାଙ୍ଗୀରଙ୍କ ମିଳିତ ଆନୁକୂଲ୍ୟରେ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଦ୍ଵାରା ତୁରେକେଲା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମାନଙ୍କୁ ସହାୟକ ଉପକରଣ ନିମନ୍ତେ ବ୍ଳକ ସ୍ତରୀୟ ଚିହ୍ନଟ ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ  ଶ୍ରୀ ସୁରେନ୍ଦ୍ର କୁମାର ପୁରୋହିତ,ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ସଭାପତିତ୍ୱରେ ଡାକ୍ତର ସୁରେନ୍ଦ୍ର ଭୋଇ ମୁଖ୍ୟ ଅତିଥି, ଡାକ୍ତର ଅର୍କେଶ ପଟ୍ଟନାୟକ, ଡାକ୍ତର ଅମିତ ମିଶ୍ର,ଶ୍ରୀ ଫକୀର ଚରଣ ବିଶି,ବିଆରସି,ଶ୍ରୀ ରାମପ୍ରସାଦ ମହାଲିଙ୍ଗ,ପ୍ରତିନିଧି ସର୍ବ ଶିକ୍ଷା ଅଭିଯାନ,ଶ୍ରୀ ବିଜୟ କୁମାର ପାଣିଗ୍ରାହୀ, ବଡବାବୁ ସମ୍ମାନୀତ ଅତିଥି ଭାବରେ ଯୋଗ ଦେଇଥିଲେ।ବିଆରପି ସୁନିଲ କୁମାର ସାହୁ ସ୍ୱ।ଗତ ଅଭିଭାଷଣ ଓ ଜୁନିୟର ରେଡକ୍ରସ ପରାମର୍ଶ ଦାତା

ବିରଞ୍ଚି ନାରାୟଣ ଦାଶ ମଞ୍ଚ ପରିଚାଳନା କରିଥିଲେ।ଦିବ୍ୟାଙ୍ଗ ମାନଙ୍କୁ ଏହା ସହାୟତା ନୁହେଁ ବରଂ ଏହା ତାଙ୍କର ଅଧିକାର ବୋଲି ସମସ୍ତ ଅତିଥି ମତବ୍ୟକ୍ତ କରିଥିଲେ।ଏହି ଶିବିରରେ ୧୦୦ଜଣ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମାନଙ୍କୂ ପରୀକ୍ଷା କରାଯାଇଥିଲା।ଯେଉଁମାନେ ସହାୟକ ଉପକରଣ ପାଇବା ଯୋଗ୍ୟ ସେମାନଙ୍କର ଏକ ତାଲିକା ପ୍ରସ୍ତୁତ କରାଯାଇଛି

ଯାହାକି ପରବର୍ତ୍ତୀ ସମୟରେ ଉପକରଣ ବଣ୍ଟନ କରାଯିବ।ପରିଶେଷରେ ବି ଆର ପି ଜ୍ୟୌତି ବିକାଶ ବାରିକ ଧନ୍ୟବାଦ ଅର୍ପଣ କରିଥିଲେ।ଏହି ଶିବିରଟିକୁ ସଫଳ କରିବାରେ ଶିକ୍ଷୟିତ୍ରୀ ଶୁଭଦୀପ୍ତା ଦାଶ,ସୁଦୀପ୍ତା ଜେନା,ଶିକ୍ଷକ ଅମରେନ୍ଦ୍ର କୁମାର ବାଗ,ପ୍ରେମରାଜ ପାଣିଗ୍ରାହୀ,ଗୁରୁ ପ୍ରସାଦ ଛତ୍ରିଆ,ସୁନିଲ ରଞ୍ଜନ ସଲତାର, ଅମୃତ କୁମ୍ଭାର,ରମେଶ ଚନ୍ଦ୍ର ସୁନା,ସୂର୍ଯ୍ୟରାମ ମାଝି,ଦେବେନ୍ଦ୍ର କୁମାର ଭୋଇ,ପ୍ରକାଶ ସେଲମା, ଜାନକୀରାମ ସାମବେଦମ,ପ୍ରସନ୍ନ ଲୁହା, ନିହିରୁ ତାଣ୍ଡି,ଶ୍ରୀକାନ୍ତ ବାଗ,ବିଜୟ ତାଣ୍ଡି,ସୁଶାନ୍ତ କୁମାର ପ୍ରଧାନ,ସରୋଜ କୁମାର ପୁରୋହିତ, ସତ୍ୟ ପ୍ରକାଶ ସାହୁ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   01-Oct-2026
  ଜିଲ୍ଲା  
*ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   01-Oct-2026
  ଜିଲ୍ଲା  
ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   01-Oct-2026
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026

You Might Also Like