-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||     

HOME   ଜିଲ୍ଲା

ଧର୍ମଗଡ ଅଙ୍ଗନବାଡି ସଂଘ ତରଫରୁ ରାଲି ।

23-Nov-2021



ଧର୍ମଗଡ଼ (ଜ୍ୟୋତିରଞ୍ଜନ ବେମାଲ )
ଅଲଓଡିଶା ଅଙ୍ଗନବାଡି ଲେଡ଼ିଜ ୱାର୍କସ ସଂଘ ର ଆହ୍ୱାନ କ୍ରମେ ଧର୍ମଗଡ ବ୍ଲକ ର ଅଙ୍ଗନବାଡି ସଂଘ ତରଫରୁ  ଦୁଇ ଘଣ୍ଟିଆ ର ଏକ ରାଲିର ବିକ୍ଷୋଭ ଯାତ୍ରା ଶମନ୍ଵିତ ଶିଶୁବିକାସ ସେବା ପ୍ରକଳ୍ପ କାର୍ଯ୍ୟାଳୟ ରୁ ଅଙ୍ଗନବାଡି କର୍ମୀ ମାନେ ବାହାରି ସ୍ଥାନୀୟ ବ୍ଲକ କାର୍ଯ୍ୟାଳୟ ରେ ପହଂଚି ଥିଲେ । ବ୍ଲକ ରେ ପହଂଚି ଶତାଧିକ ଅଙ୍ଗନବାଡି କର୍ମୀ ମାନେ ଉପସ୍ଥିତ ରହି ନାରାବାଜି ର ସ୍ଲୋଗାନ ଦେଇ ବିଡିଓ ଙ୍କୁ ସାକ୍ଷ୍ୟାତ କରି ମୁଖ୍ୟମନ୍ତ୍ରୀ ଙ୍କ ଉଦେଶ୍ୟରେ ୧୨ ଦଫା ଦାବି ପତ୍ର ପ୍ରଦାନ କରି ଥିଲେ । ଆଜିର ଏହି ଦୁଇ ଘଣ୍ଟିଆ ରାଲିରେ ଅଙ୍ଗନବାଡି କର୍ମୀ ମାନଙ୍କ ମଧ୍ୟରୁ ଧର୍ମଗଡ ଅଙ୍ଗନବାଡି ସଂଘର ସଭାନେତ୍ରୀ ଇନ୍ଦୁମତୀ ବେସରା, ଉପ ସଭାନେତ୍ରୀ ସୁଷମା ନାଗ, ସମ୍ପାଦିକା ପାର୍ବତୀ ଜାଲ, କମଳିନୀ ସାଗର, ସେବତୀ ତାଣ୍ଡି, ସଂଜୁ ମହାରଣା, ଦୀପା ଞ୍ଜଳୀ ସେଠି, ଓ ଜସ୍ମିନ ନାଏକ ପ୍ରମୁଖ  ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରି ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026

You Might Also Like