-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା : ରନ୍ଧନ ଗ୍ଯାସ ର ଅହେତୁକ ଦରବୃଦ୍ଧି ବିରୁଦ୍ଧରେ ବିଜେଡି ତରଫରୁ ପ୍ରତିବାଦ ସଭା ଓ ବିକ୍ଷୋଭ ପ୍ରଦର୍ଶନ

23-Nov-2021



ଲୋଇସିଂହା, (ବିନୋଦ କୁମାର ଦୀପ): ରନ୍ଧନ ଗ୍ଯାସ ର ଅହେତୁକ ଦରବୃଦ୍ଧି ପ୍ରତିବାଦ ରେ ଆଜି ଲୋଇସିଂହା ବିଜୁ ଜନତା ଦଳ ପକ୍ଷରୁ ଜୋରଦାର ପ୍ରତିବାଦ ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା l ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସୁପ୍ରିମୋଙ୍କ ନିର୍ଦେଶକ୍ରମେ ଲୋଇସିଂହା ବ୍ଲକ ବିଜୁ ଜନତା ଦଳ ଛାତ୍ର, ଯୁବକ ଓ ମହିଳାଙ୍କ ଆହ୍ୱାନ କ୍ରମେ ମହାମହିମ ରାଷ୍ଟ୍ରପତିଙ୍କ ଉଦେଶ୍ୟରେ ଲୋଇସିଂହା ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ମାଧ୍ୟମରେ  ଏକ ଦାବୀପତ୍ର ଉପସ୍ଥାପନା କରାଯାଇଥିଲା l ଗଣଧାରଣା ଓ ପ୍ରତିବାଦ ସଭା ବ୍ଲକ ଯୁବ ସଭାପତି ପ୍ରକାଶ ମହାରଣାଙ୍କ ସଭାପତିତ୍ୱରେ ରାଜ୍ୟ ପରିଷଦ ସଭ୍ୟ ନିହାରରଞ୍ଜନ ବେହେରା ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିବା ବେଳେ ମହିଳା ଶାଖାର ସଭାପତି ଜୋତ୍ସ୍ନାମୟୀ ନାଗ, ଉପ ସଭାପତି ପୁଷ୍ପାଞ୍ଜଳି ସାହୁ, ବିଜୁ ଛାତ୍ର ଜନତା ଦଳର ଜିଲ୍ଲା ଉପ ସଭାପତି ଟୀକୁଲୁ କଦମ୍ବ, ସାଧାରଣ ସମ୍ପାଦକ ଫିରୋଜ ଫତୁଆ, ଜିଲ୍ଲା କାର୍ଯ୍ୟକାରି ସମ୍ପାଦକ ନେହେରୁ ବିଶ୍ୱାଳ, ବରିଷ୍ଠ ସଭ୍ୟ ସହଦେଵ ସା, ସମିତି ସଭ୍ୟ କୁନା ଭୋଇ, ନରେନ୍ଦ୍ର ହାତୀ, ରବି ସାହୁ ବକ୍ତବ୍ୟ ରଖିଥିଲେ l ସଂଯୋଜନା ସରୋଜ କୁମାର ବିଶ୍ୱାଳ କରିଥିବା ବେଳେ ଧନ୍ୟବାଦ ଅର୍ପଣ କରିଥିଲେ କାର୍ଯ୍ୟକାରୀ ସଭାପତି ଅନନ୍ତ କୁମାର ସାହୁ l ଅଂଶୁମାନ ଗୁରୁ, ସାଧୁଚରଣ, ଶିବୁଲୁ କଦମ୍ବ ସହଯୋଗ କରିଥିଲେ l ରାକେଶ ଅଗ୍ରୱାଲ, ଜୟଦେବ ବାରିକ, ପୂର୍ବତନ ସରପଞ୍ଚ  ହୃଦାନନ୍ଦ ବେହେରା ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026

You Might Also Like