-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||     

HOME   ଜିଲ୍ଲା

ଜନସଂଖ୍ୟା ସମାଧାନ ଫାଉଣ୍ଡେସନର କାର୍ଯ୍ୟକାରିଣୀ ବୈଠକ,ଜନସଂଖ୍ୟା ବୃଦ୍ଧି ଭାରତରେ ଅନେକ ସମସ୍ୟାକୁ ଜନ୍ମ ଦେଇଛି : ରାଜ୍ୟ ସଭାପତି

23-Nov-2021



ବଲାଙ୍ଗିର (ପ୍ରେରଣା ଖବର) : ଆଜି ସ୍ଥାନୀୟ ଏମ୍ ଆଇ ବଙ୍ଗଳା ଠାରେ ଜନସଂଖ୍ୟା ସମାଧାନ ଫାଉଣ୍ଡେସନର ରାଜ୍ୟ ସଭାପତି  ବିପିନ ଦାସଙ୍କ ଉପସ୍ଥିତିରେ ଏବଂ ରାଜ୍ୟ ସାଧାରଣ ସମ୍ପାଦକ ଶ୍ରୀ ଗୋପାଲଜୀ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ବଲାଙ୍ଗିର ଜିଲ୍ଲା ସଂଗଠନର କାର୍ଯ୍ୟକାରିଣୀ ବୈଠକ ଏବଂ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।

  ଏହି ସଭାକୁ ସମ୍ବୋଧିତ କରି ରାଜ୍ୟ ସଭାପତି ଶ୍ରୀ ବିପିନ ଦାସ ,ଦେଶରେ କଠୋର ଜନସଂଖ୍ୟା ଆଇନ ପ୍ରଣୟନ ପାଇଁ ଯୁକ୍ତି ରଖିବା ସହ ବର୍ତ୍ତମାନ ଭାରତର ବର୍ଦ୍ଧିତ ଜନସଂଖ୍ୟା ଯୋଗୁଁ ଉତ୍ପର୍ଣ୍ଣ ହେଉଥିବା ସମସ୍ୟା ଗୁଡିକ ସମ୍ପର୍କରେ ଆଲୋକପାତ କରିଥିଲେ।ଏହା ସହ ଜନସଂଖ୍ୟା ସମାଧାନ ଫାଉଣ୍ଡେସନ ପକ୍ଷରୁ ଆସନ୍ତା ଡିସେମ୍ବର ଦ୍ୱିତୀୟ ସପ୍ତାହରେ ଜିଲ୍ଲାପାଳ କାର୍ଯ୍ୟାଳୟ ଘେରାଉର ଘୋଷଣା କରିଥିଲେ।
   ଆଜିର ଏହି କାର୍ଯ୍ୟକ୍ରମରେ ବଲାଙ୍ଗିର ସହର ବ୍ୟତୀତ, ବଲାଙ୍ଗିର ଜିଲ୍ଲାର ପାଟଣାଗଡ ବ୍ଲକ,ପୁଇଁତଲା ବ୍ଲକ,ଅଗଲପୁର ବ୍ଲକ, ଦେଓଗାଁ ବ୍ଲକ, ବଲାଙ୍ଗୀର ବ୍ଲକ , ଲୋଇସିଙ୍ଗା ବ୍ଲକର ଶତାଧିକ ପଦାଧିକାରୀ ଏବଂ କର୍ମୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।
  ସେହିପରି ସାନ୍ଧ୍ୟ ୪ ଘଣ୍ଟା ସମୟରେ ଏକ ବୁଦ୍ଧିଜୀବୀ ସମ୍ମିଳନୀରେ ବଲାଙ୍ଗିରର ମାନ୍ୟଗଣ୍ୟ ବ୍ୟକ୍ତି ମାନଙ୍କ ସହ ସଭାପତି ଶ୍ରୀ ବିପିନ ଦାସ ସଂଗଠନର କାର୍ଯ୍ୟବଳୀ ସମ୍ପର୍କରେ ସମ୍ୟକ ସୂଚନା ଦେବା ସହ ତାଙ୍କର ସହଯୋଗ କାମନା କରିଥିଲେ।

  ଆଜି ସନ୍ଧ୍ୟାର ବୈଠକରେ ଶ୍ରୀ ବିକ୍ରମାନନ୍ଦ ବହିଦାର,ଇଂ ମଗନଲାଲ ଅଗ୍ରୱାଲ, ନୀଳମଣି ମିଶ୍ର,ବ୍ୟବସାୟୀ ସଂଘ ର ସଭାପତି ଶ୍ରୀ ତ୍ରିପୁରାରୀ ପାଣିଗ୍ରାହୀ, ମନୋରଞ୍ଜନ ସାହୁ,ବିଭୁତି ଭୂଷଣ ପାଣିଗ୍ରାହୀ, ପ୍ରଭାକର ମିଶ୍ର ,ଜି ବେହେରା ଙ୍କ ସହ ସୋନପୁର ରୁ ସଂଗଠନର ଶ୍ରୀ ନବ ଦନ୍ତା, ଶ୍ରଦ୍ଧାଞ୍ଜଳି ମିଶ୍ର, ସୁରେଶ ମିଶ୍ର ପ୍ରମୁଖ ଯୋଗଦାନ କରି ନିଜ ନିଜର ମୂଲ୍ୟବାନ ମତାମତ ରଖିଥିଲେ।  
   ଆଜି ସଂଗଠନର କାର୍ଯ୍ୟକାରିଣୀ ବୈଠକରେ ଶ୍ରୀ ମୁନା ପଟ୍ଟନାୟକ,ଶ୍ରୀମତୀ ନିହାରୀକା ମିଶ୍ର, ଅନୁରାଗି ନାହାକ, ନରେଶ ଅଗ୍ରୱାଲ,ସନ୍ତୋଷ କୁମାର ପୋଢ଼,ସୁଦାମ ଧରୁଆ,ଚୁଡାମଣି ବାରିକ,ଦୟାନିଧି ଗଡତିଆ,ସରୋଜ କୁମାର ଦାସ, ପରସୁ ନାୟକଙ୍କ ସମେତ ଶତାଧିକ କର୍ମକର୍ତ୍ତା ଯୋଗଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026

You Might Also Like