-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||     

HOME   ଜିଲ୍ଲା

ବରଗଡ଼ : ରନ୍ଧନ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜୁ ମହିଳା ଓ ଯୁବ ଜନତା ଦଳ ର ପ୍ରତିବାଦ

24-Nov-2021



ବରଗଡ଼ (ମୁକୁନ୍ଦ ଦାସ) କେନ୍ଦ୍ର ସରକାର ବାରମ୍ବାର ରନ୍ଧନ ଗ୍ୟାସ ଦର ଅହେତୁକ ବୃଦ୍ଧି ପ୍ରତିବାଦରେ ଗତକାଲି ସ୍ଥାନୀୟ ଗାନ୍ଧୀ ଛକ ଠାରେ ବରଗଡ଼ ବିଜୁ ମହିଳା ଜନତା ଦଳ ଓ ବିଜୁ ଯୁବ ଛାତ୍ର ଜନତାଦଲ ତରଫରୁ ପ୍ରତିବାଦ କରାଯାଇଥିଲା ।ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟଙ୍କ ପ୍ରତ୍ୟକ୍ଷ ତତ୍ଵବଧାନ ରେ ଅନୁଷ୍ଠିତ ଏହି ପ୍ରତିବାଦ ସଭାରେ କେନ୍ଦ୍ର ସରକାର ବିରୁଦ୍ଧରେ ଗର୍ଜନ କରିଥିଲେ । ଅହେତୁକ ଦର ବୃଦ୍ଧି ସିଧାସଳଖ ରନ୍ଧାଶାଳକୁ ପ୍ରଭାବିତ କରୁଥିବା ବେଳେ କେନ୍ଦ୍ର ସରକାର ନିଦାବିଷ୍ଣୁ ସାଜିଥିବା ଉଲ୍ଲେଖ କରି ତୁରନ୍ତ ରନ୍ଧନ ଗ୍ୟାସ ଦର କମାଇବାକୁ ଦାବି କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ପୂର୍ବତନ ବିଧାୟକ ସାଧୁ ଚରଣ ନେପାକ ପୂର୍ବତନ ନଗରପାଳ ପ୍ରଶାନ୍ତ ବେହେରା ବ୍ଲକ ବିଜେଡି ସଭାପତି ପ୍ରଫୁଲ୍ଲ କୁମାର ନାଏକ ଟାଉନ ବିଜେଡି ସଭାପତି କିଶୋର ମିଶ୍ର ପଂଚାୟତ ସମିତି ଅଧ୍ୟକ୍ଷା ମଞ୍ଜୁ ପଣ୍ଡା ଜିଲ୍ଲା ପରିଷଦ ସଭ୍ୟ ଉମେଶ ବେହେରା  ନଗର ମହିଳା ବିଜେଡି ସଭାନେତ୍ରୀ କଳ୍ପନା ମାଝୀ  ବିଜେଡି ନେତା ହିମାଂଶୁ ଦାଶ ନୂଆ ବାବୁ ବିମଲ ଦେବତା କରନ ସିକନ୍ଦର ମଞ୍ଜୁ ମଲ୍ଲିକ ଜୋତ୍ସ୍ନା ପାଇକ ସଲୋନୀ ସିଂ ଜିତୁ ଭୋଇ, ଡୁଲୁ ରାଉତ ଲୁଲୁ ଦଳାଇ ଅଭିଷେକ ମାଝୀ କ୍ଷୀରୋଦ୍ର ସାହୁ ସୁଜିତ ମହାନ୍ତି ତୁଷାର ମହାନ୍ତି କମଳ ତାଣ୍ଡି  ପ୍ରମୁଖ ଉପସ୍ଥିତ ରହି ପ୍ରତିବାଦ କରିଥିବା ବେଳେ ପୌରକାର୍ଯ୍ୟ ନିର୍ବାହୀ  ଅଧିକାରୀ ନାରାୟଣ ଦଣ୍ଡସେନା ଦାବିପତ୍ର ଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026

You Might Also Like