-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||     

HOME   ଜିଲ୍ଲା

ରନ୍ଧନ ଗ୍ୟାସ ମୂଲ୍ୟବୃଦ୍ଧି ପ୍ରତିବାଦରେ ସମ୍ବଲପୁର ବିଜେଡି ଯୁବ, ଛାତ୍ର ଓ ମହିଳା ସଂଗଠନ ପକ୍ଷରୁ ଆରଡିସିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

24-Nov-2021



ସମ୍ବଲପୁର,(ସଂଜୀବ ପାଣିଗ୍ରାହୀଙ୍କ ରିପୋର୍ଟ): ରନ୍ଧନ ଗ୍ୟାସର ମୂଲ୍ୟବୃଦ୍ଧି ପ୍ରତିବାଦରେ ମଙ୍ଗଳବାର ଦିନ ସମ୍ବଲପୁର ଜିଲ୍ଲା ବିଜୁ ଜନତାଦଳର ଯୁବ, ଛାତ୍ର ଓ ମହିଳା ସଂଗଠନ ପକ୍ଷରୁ ଉତ୍ତରାଞ୍ଚଳ ରାଜସ୍ୱ କମିଶନର ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏହି ଅବସରରେ ଉତ୍ତରାଞ୍ଚଳ ରାଜସ୍ବ କମିଶନର ଙ୍କ ମାଧ୍ୟମରେ ମହାମହିମ ରାଷ୍ଟ୍ରପତି ଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା I ଏହି କାର୍ଯ୍ୟକ୍ରମ ରେ ବିଜୁ ମହିଳା ଜନତା ଦଳ ରାଜ୍ୟ ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ,ରେଢ଼ାଖୋଲ ବିଧାୟକ ତଥା ରାଜ୍ୟ ସରକାରଙ୍କ ଉପମୁଖ୍ୟ ସଚେତକ ରୋହିତ ପୂଜାରୀ,ସମ୍ବଲପୁର ଦଳୀୟ ପର୍ଯ୍ୟବେକ୍ଷକ ଇଂ.ନଲିନି କାନ୍ତ ପ୍ରଧାନ, ପୂର୍ବତନ ବିଧାୟିକା ଡ.ରାସେଶ୍ୱରୀ ପାଣିଗ୍ରାହୀ,ପୂର୍ବତନ ରାଜ୍ୟସଭା ସାଂସଦ ସୁଶ୍ରୀ ପ୍ରମିଳା ବହିଦାର, ପୂର୍ବତନ ଏସଡିଏ ଅଧ୍ୟକ୍ଷ ବିଜୟ ମହାନ୍ତି,ଜିଲ୍ଲା ସଭାପତି ଇଂ. ସିଦ୍ଧାର୍ଥ ଦାଶ,ବିଜେଡ଼ି ମହିଳା ସଭାନେତ୍ରୀ ବନ୍ଦିତା ମିଶ୍ର,ରାଜ୍ୟ ଯୁବ ସାଧାରଣ ସମ୍ପାଦକ ହୀରାଲାଲ ବେହେରା, ମନୋଜ ମହାପାତ୍ର, ଯୁବ ସଭାପତି ଲଷ୍ମୀ ମହାପାତ୍ର,ଛାତ୍ର ସଭାପତି ଡ଼.ସିଦ୍ଧାନ୍ତ ମହାନ୍ତି,ଯୁବ ମହାନଗର ସଭାପତି ନିଶାନ୍ତ ବହିଦାର,ରାଜ୍ୟ ମହିଳା ଉପସଭାନେତ୍ରୀ କବିତା ପୁରୋହିତ ଉଷା ପ୍ରଧାନ, କଳ୍ପନା ମିଶ୍ର, ସିପ୍ରା ମହାନ୍ତି, ରାଜଲଷ୍ମୀ ପ୍ରଧାନ,ସୁରେଖା ସାହୁ,ଅମିତାଵ ପରିଡା,ପ୍ରଶାନ୍ତ ଥାପା  ସମେତ ବହୁ ଯୁବ ଛାତ୍ର ଓ ମହିଳା ନେତ୍ରୀ କେନ୍ଦ୍ର ସରକାରଙ୍କର ତୀବ୍ର ସମାଲୋଚନା କରିବା ସହ ତୁରନ୍ତ ଗ୍ୟାସ ଦର ହ୍ରାସ କରିବାକୁ ଦାବି କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026

You Might Also Like