-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗା   (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||     

HOME   ଦେଶ ବିଦେଶ

ଏଡିଆର ରିପୋର୍ଟରେ ବଡ ଖୁଲାସା, ବିଜେପିରେ ରହିଛନ୍ତି ସବୁଠାରୁ ଅଧିକ ଅପରାଧୀ ଓ ଧନୀ ବିଧାୟକ

24-Nov-2021



ଲକ୍ଷ୍ନୌ: ୨୦୧୭ ବିଧାନସଭା ନିର୍ବାଚନ ଓ ଉପ ନିର୍ବାଚନରେ ବିଜୟୀ ହୋଇଥିବା ୟୁପିର ସମସ୍ତ ବିଧାୟକଙ୍କ ଦ୍ୱାରା ଦାଖଲ କରାଯାଇଥିବା ଶପଥ ପତ୍ରକୁ ବିଶ୍ଳେଷଣ କରି ଏଡିଆର ଏକ ରିପୋର୍ଟ ଜାରି କରିଛି । ଏହି ରିପୋର୍ଟ ମୁତାବକ ଏବେ ୟୁପି ବିଧାନସଭାରେ ଥିବା ବିଧାୟକଙ୍କ ମଧ୍ୟରୁ ୩୫ ପ୍ରତିଶତ ବିଧାୟକଙ୍କ ଉପରେ ଅପରାଧିକ ମାମଲା ରହିଥିବା ବେଳେ ସେମାନଙ୍କ ମଧ୍ୟରୁ ୧୦୬ ଜଣ ବିଜେପି ବିଧାୟକ ରହିଛନ୍ତି । ୟୁପି ବିଧାନସଭା ନିର୍ବାଚନ ଯେତେ ପାଖେଇ ଆସୁଛି ସେଠାରେ ରାଜନୀତି ସେତେ ସରଗରମ ହେବାରେ ଲାଗିଛି ।

ଏହାକୁ ନେଇ ଆସୋସିଏସନ ଫର ଡେମୋକ୍ରାଟିକ ରିପର୍ମସ୍ (ଏଡିଆର) ନେତାଙ୍କ ସମ୍ପତ୍ତି ଓ ସେମାନଙ୍କ ଉପରେ ଦାଖଲ ହୋଇଥିବା ମାମଲାକୁ ନେଇ ଏକ ରିପୋର୍ଟ ପ୍ରକାଶ କରିଛି ।ଲୋକତାନ୍ତ୍ରିକ ପ୍ରକ୍ରିୟାରେ ନିର୍ବାଚନ ବ୍ୟବସ୍ଥା ଓ ନେତାଙ୍କ ଉପରେ ନଜର ରଖୁଥିବା ଏଡିଆର ଉତ୍ତର ପ୍ରଦେଶ ନିର୍ବାଚନ ପୂର୍ବରୁ ଏବେର ବିଧାୟକଙ୍କ ପୂରା କୁଣ୍ଡଳୀ ଖୋଲିଦେଇଛି । ଏହି ରିପୋର୍ଟ ମୁତାବକ ୟୁପି ବିଧାନସଭାରେ ଏବେ ଥିବା ସମସ୍ତ ବିଧାୟକଙ୍କ ମଧ୍ୟରୁ ୩୫ ପ୍ରତିଶତ ବିଧାୟକଙ୍କ ନାମରେ ଅପରାଧିକ ମାମଲା ରହିଛି ଓ ସେମାନଙ୍କ ମଧ୍ୟରେ କେବଳ ବିଜେପିର ୧୦୬ ବିଧାୟକ ରହିଛନ୍ତି । କେବଳ ସେତିକି ନୁହେଁ ସବୁଠାରୁ ଅଧିକ ଧନୀ ବିଧାୟକ ବିଜେପି ଟିକେଟରୁ ଜିତିଥିବା ଏଡିଆର ତାର ରିପୋର୍ଟରେ କହିଛି ।
ୟୁପି ବିଧାନସଭାରେ ମୋଟ ୪୦୩ ଜଣ ବିଧାୟକ ଥିବା ବେଳେ ୩୯୬ ବିଧାୟକଙ୍କ ଶପଥପତ୍ରକୁ ନେଇ ଏଡିଆର ସର୍ଭେ କରିଛି । ୩୯୬ ବିଧାୟକଙ୍କ ମଧ୍ୟରୁ ବିଜେପିର ୧୦୬,ସମାଜବାଦୀ ପାର୍ଟିର ୧୮ , ବହୁଜନ ସମାଜବାଦୀ ପାର୍ଟିର ୨ ଓ କଂଗ୍ରେସର ଜଣେ ବିଧାୟକଙ୍କ ଉପରେ ଅପରାଧିକ ମାମଲା ରହିଛି । ଆର୍ଥିକ ମାମଲାରେ ୩୯୬ ବିଧାୟକଙ୍କ ମଧ୍ୟରୁ ୩୧୩ ଜଣ ବିଧାୟକ କୋଟିପତି । ସବୁଠାରୁ ଅଧିକ କୋଟିପତି ବିଧାୟକ ବିଜେପିରୁ ଆସିଛନ୍ତି । ସେପଟେ ବିଧାୟକଙ୍କ ଶିକ୍ଷାଗତ ଯୋଗ୍ୟତାକୁ ନେଇ ବି ଏଡିଆର ରିପୋର୍ଟରେ ଉଲ୍ଲେଖ ରହିଛି । ମୋଟ ୩୯୬ ବିଧାୟକଙ୍କ ମଧ୍ୟରୁ ୯୫ ଜଣ ବିଧାୟକଙ୍କ ଯୋଗ୍ୟତା ଅଷ୍ଟମରୁ ଦ୍ୱାଦଶ ପାସ୍, ୨୯୦ ବିଧାୟକ ଗ୍ରାଜୁଏଟ, ୪ ବିଧାୟକ କେବଳ ସ୍ୱାକ୍ଷର ଓ ୫ ଜଣ ବିଧାୟକ ଡିପ୍ଲୋମା ପାସ୍ କରିଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗା   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026

You Might Also Like