-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||     

HOME   ଜିଲ୍ଲା

ରନ୍ଧନ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡି ର ରାଲି ଓ ପ୍ରତିବାଦ ସଭା

24-Nov-2021



କର୍ଲାମୁଣ୍ଡା -( ପ୍ରଦୀପ କୁମାର ସାହୁ)24/11-ଆଜି କର୍ଲାମୁଣ୍ଡା ବିଜୁ ମହିଳା,ଯୁବ ଓ ଛାତ୍ର ଜନତା ଦଳ ତରଫରୁ  ରନ୍ଧନ ଗ୍ୟାସର ଅହେତୁକ ଦର ବୃଦ୍ଧି ପ୍ରତିବାଦ ରେ ଏକ ବିରାଟ ଶୋଭାଯାତ୍ରା ଅନୁଷ୍ଠିତ ହେବା ସହ ବ୍ଲକ ସମ୍ମୁଖରେ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା l ଏହି କାର୍ଯ୍ୟକ୍ରମରେ କଳାହାଣ୍ଡି ବିଜୁ ଛାତ୍ର ଜନତା ଦଳର ଜିଲ୍ଲା ସଭାପତି ଅଜିତ କୁମାର ସାହୁ ଯୋଗଦେଇ କହିଛନ୍ତି ଯେ " କେନ୍ଦ୍ର ସରକାର ଗତ ୩.୫ ବର୍ଷରେ ୭୦% ଦର ବୃଦ୍ଧି କରି ଯେଉଁ ଗରିବ ଜନତା ଉପରେ ମାଡ ମାରିଛନ୍ତି ତାହା କେବେ ଜନତା କ୍ଷମା କରିବେ ନାହିଁ, ବିଜୁ ଜନତା ଦଳ ସଦା ସର୍ବଦା ଗରିବ ଜନ ସାଧାରଣ ସହିତ ରହିଛି l ଏହି ଅବସରରେ ରାଷ୍ଟ୍ରପତି ଙ୍କ ଉଦ୍ଦେଶ୍ୟ ରେ ବିଡ଼ିଓ ଙ୍କ ଅନୁପସ୍ଥିତି ରେ ତହସିଲଦାର ବାସନ୍ତୀ ସେଠି ଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା l ଏହି କାର୍ଯ୍ୟକ୍ରମ ରେ ଯୁବ ନେତା ଦଳଜିତ ସିଂ, ବିଜେଡ଼ି ବ୍ଲକ୍ ସଭାପତି ସୁରେନ୍ଦ୍ର ସାହୁ,ଯୁବ ବିଜେଡ଼ି ବ୍ଲକ୍ ସଭାପତି ସଙ୍ଗୀତ ଭୋଇ, ବ୍ଲକ ଛାତ୍ର ବିଜେଡ଼ି ସଭାପତି ସଲିମ ଶେଖର ରଣା, ବିରଞ୍ଚି ରଣା,ଦେବରାଜ ରଣା,ଶ୍ରୀନିବାସ ମିଶ୍ର,ପ୍ରେମାନନ୍ଦ ପାତ୍ର,ଅମୃତା ସାହୁ,ଚିନ୍ମୟ ମିଶ୍ର, ତ୍ରିସଙ୍କ ରଣା(ସୋନୁ ),ଦୀନବନ୍ଧୁ ସାହୁ( ଘିନୁ), ରଞ୍ଜନ ନାଏକ,ରବି ନାଗ , ବିଶ୍ୱ ଦୀପକ ପାତ୍ର, ସିମାଞ୍ଚଳ ଭୋଇ, ମହେନ୍ଦ୍ର ରଣା. ଦୀପା ବାଗ, ଅଜୟ କୁମାର, ନନ୍ଦୀକିଶୋର ଭୋଇ,ସନ୍ଥଲାଲ  ଦୀପ, ପ୍ରେମାନନ୍ଦ ସାହୁ
ସୂର୍ଯ୍ୟ ମଣୀ ସାହୁ,ଅର୍ଜୁନ ସାହୁ,ଘନ ସାହୁ
ପ୍ରମୁଖ ଯୋଗଦାନ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026

You Might Also Like