-+91-9937148622 |

prerana_bgr@rediffmail.com |

  Thursday 9th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||      ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jul-2026)       ||      କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||      ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||     

HOME   ରାଜ୍ୟ

ଓଡ଼ିଶାରେ କରୋନା ଟୀକା ପ୍ରସ୍ତୁତ କରିବ ଭାରତ ବାୟୋଟେକ୍‌ ଇଣ୍ଟରନ୍ୟାସନାଲ ଲିଃ

07-Nov-2020



ସମଗ୍ର ବିଶ୍ୱର ଜନତା କରୋନା ଟିକା ଓ ଔଷଧ ପାଇଁ ଅପେକ୍ଷା କରିଥିବା ବେଳେ ଓଡ଼ିଶାବାସୀଙ୍କ ପାଇଁ ଖୁସି ଖବର ଆସିଛି। ରାଜ୍ୟରେ କରୋନା ଟିକା ଉତ୍ପାଦନ ହେବ। ଭାରତ ବାୟୋଟେକ୍‌ ଇଣ୍ଟରନ୍ୟାସନାଲ ଲିଃ ଏହି ଟିକାକୁ ଉତ୍ପାଦନ କରିବ। କମ୍ପାନି ରାଜଧାନୀ ଭୁବନେଶ୍ବର ଉପକଣ୍ଠସ୍ଥ ଅନ୍ଧାରୁଆରେ ଏକ ଟିକା ପ୍ରସ୍ତୁତିକରଣ କାରଖାନା ନିର୍ମାଣ କରିବ । ଖୁବ୍ ଶୀଘ୍ର କାରଖାନାର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ ବୋଲି ଜଣାଯାଇଛି। ଏଥି ପାଇଁ ଭାରତ ବାୟ‌ୋଟେକ୍  ୩୦୦ କୋଟି ଟଙ୍କାର ପୁଂଜି ନିବେଶ କରିବ । ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ପ୍ରସ୍ତାବ ପାରିତ ହୋଇଛି!! ରାଜ୍ୟରେ ଆଜି ପୁଣି ୧୪୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ‌ସେମାନଙ୍କ ମଧ୍ୟରୁ ସଂଗରୋଧ କେନ୍ଦ୍ରରୁ ୮୬୭ ଜଣ ଥିବା ବେଳେ ସ୍ଥାନୀୟ ସଂକ୍ରମିତ ଅଛନ୍ତି ୬୨୭ ଜଣ। ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୯୮ ହଜାର ୭୬୮ରେ ପହଞ୍ଚିଥିବା ବେଳେ ସେଥିମଧ୍ୟରୁ ସୁସ୍ଥ ହୋଇ ସାରିଲେଣି ୨ ଲକ୍ଷ ୮୩ ହଜାର ୫୩୩ ଜଣ। ଏବେ ସକ୍ରିୟ ଅଛନ୍ତି ୧୩୭୮୯ ଜଣ ଆକ୍ରାନ୍ତ। ରାଜ୍ୟରେ ଏପର୍ଯ୍ୟନ୍ତ ୧୩୯୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି!! ସୂଚନାଯୋଗ୍ୟ, କରୋନା ଭାଇରସ ମହାମାରୀ ଚୀନରେ ଗତ ବର୍ଷ ଡିସେମ୍ବର ମାସରେ ଦେଖାଯାଇଥିଲା। ଏହାରି ମଧ୍ୟରେ ଆଉ କିଛି ଦିନ ପରେ ଏହି ମହାମାରୀ ବ୍ୟାପିବାକୁ ପ୍ରାୟ ଏକ ବର୍ଷ ପୂରିବ। କରୋନା ଟିକା ଓ ଔଷଧ ପାଇଁ ବିଶ୍ୱର ଶକ୍ତିଶାଳୀ ରାଷ୍ଟ୍ରମାନେ ଦିନ ରାତି ପରିଶ୍ରମ କରୁଛନ୍ତି। ଟିକାପାଇଁ ଅନ୍ତର୍ଜାତୀୟ ଗବେଷଣା ସଂସ୍ଥା କାମ କରୁଛନ୍ତି। ବିଗତ ୧୧ ମାସ ମଧ୍ୟରେ ବିଶ୍ୱରେ କରୋନା ଯୋଗୁଁ ପ୍ରାୟ ୫ କୋଟି ଲୋକ ଆକ୍ରାନ୍ତ ହୋଇସାରିଥିବା ବେଳେ ୧୨ ଲକ୍ଷରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇସାରିଛି। ଭାରତ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ କରୋନା ଯୋଗୁଁ ୮୪ ଲକ୍ଷ ୧୧ ହଜାର ୭୨୪ ଜଣ ଆକ୍ରାନ୍ତ ହୋଇସାରିଛନ୍ତି। ସେହିଭଳି ୧ ଲକ୍ଷ ୨୪ ହଜାର ୯୮୫ ଜଣଙ୍କର ମୃତ୍ୟୁ ହୋଇଛି!!*


News Comment




Photo in News

Advertisment
Lastest News
  ଜିଲ୍ଲା  
ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   08-Jul-2026
  ଜିଲ୍ଲା  
ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   08-Jul-2026
  ରାଜ୍ୟ  
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   08-Jul-2026
  ଜିଲ୍ଲା  
ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   08-Jul-2026
  ଜିଲ୍ଲା  
ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    08-Jul-2026
  ଜିଲ୍ଲା  
ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   08-Jul-2026
  ଜିଲ୍ଲା  
କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   08-Jul-2026
  ଜିଲ୍ଲା  
ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ   08-Jul-2026
  ଜିଲ୍ଲା  
ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ   08-Jul-2026
  ଜିଲ୍ଲା  
ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   08-Jul-2026
  ଜିଲ୍ଲା  
ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   08-Jul-2026
  ଜିଲ୍ଲା  
କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   08-Jul-2026

You Might Also Like