-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ଗ୍ୟାସ ଦର ବୃଦ୍ଧିକୁ ବିରୋଧ କରି କୋକସରା ବିଜେଡ଼ି ପକ୍ଷରୁ ଏକ ରାଳି କରି ବିଡ଼ିଓ ଙ୍କୁ ଏକଦାବିପତ୍ର ପ୍ରଦାନ

24-Nov-2021



କଳାହାଣ୍ଡି,କୋକସରା (ତ୍ରିନାଥ ବେଶ୍ରା )
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଠାରେ ,ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ,ଧର୍ମଗଡ଼ ବିଧାୟକ ଶ୍ରୀଯୁକ୍ତ ମୋଶୋଧି ବାଗ ଙ୍କ ନେତୃତ୍ୱ ଓ କୋକସରା ବ୍ଲକ୍ ମହିଳା ଓ ଯୁବଛାତ୍ର ବିଜୁ ଜନତା ଦଳ ତରଫରୁ ବୁଧବାର (ଆଜି) ଦିନ ସ୍ଥାନୀୟ ଜଗନ୍ନାଥ ମନ୍ଦିରଠାରୁ ଏକ ବିରାଟ ଶୋଭାଯାତ୍ରାରେ ଆସି ରନ୍ଧନ ଗ୍ୟାସ୍ ଦରର ଅହେତୁକ ଦରବୃଦ୍ଧି ପ୍ରତିବାଦରେ କେନ୍ଦ୍ର ସରକାରଙ୍କ ବିରୋଧରେ ବିଭିନ୍ନ ନାରାବାଜୀ କରିବା ସହ କୋକସରାବ୍ଲକ୍ ପରିସରରେ ପହଞ୍ଚିଥିଲେ ।

ପରେ ବ୍ଲକ ପରିସରରେ କୋକସରା ବିଧାୟକ ଶ୍ରୀ ବାଗ, ବରିଷ୍ଟ ବିଜେଡି ନେତା ଶ୍ରୀଯୁକ୍ତ ପର୍ଶୁରାମ ପ୍ରଧାନୀ,ଦୁର୍ଗା ପ୍ରସାଦ ନାୟକ, ଓ କୋକସରା ବ୍ଲକ ମହିଳା ବିଜେଡି ସଭାନେତ୍ରୀ ଶ୍ରୀମତୀ ଅସୋକା ନାୟକ  , ବିଜେଡ଼ି ସଭାପତି ସୁଶାନ୍ତ ବେହେରା ,ମାନସ ବାଗ  ଯୁବ ସଭାପତି ହେମନ୍ତ ମାଝୀ ଛାତ୍ର ସଭାପତି ମାନସ ବେହେରା ଋତୁରାଜ ମାଝୀ , ରଜନୀ ପଟନାୟକ, କ୍ଷୀର ପାତ୍ର ଓ ମହିଲା କର୍ମୀ ମାନେ ହେଲେ, ଆରତୀ ଦୁର୍ଗା, ଚଞ୍ଚଳା ଦୁର୍ଗା, ସୁଦ୍ଧମୀ ଦୁର୍ଗା ବିଦୁଲତା ଦୁର୍ଗା , ସୁଷମା ମଞ୍ଜରୀ ଦୁର୍ଗା,ଉମା କାନ୍ତି ଦୁର୍ଗାଙ୍କ ବିଳାସିନୀ ଦୁର୍ଗା  ସମେତ ଶତାଧିକ ଦଳୀୟ କର୍ମୀ ଉପସ୍ଥିତ ରହି କେନ୍ଦ୍ର ସରକାରଙ୍କ ବିରୁଦ୍ଧରେ ଗର୍ଜିଥିଲେ 
ଏବଂ ଆଗାମୀ ଦିନରେ ଗ୍ୟାସ ଦର ବୃଦ୍ଧି ପ୍ରତ୍ୟାହାର ନ ହେଲେ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ରତର କରାଯିବ ବୋଲି ବିଧାୟକ ମୋସୋଧି ବାଗ ନିଜ ପ୍ରତିକ୍ରିୟା ରେ ପ୍ରକାଶ କରି ଥିଲେ l ପରେ ବିଧାୟକ ମୌଷଧି ବାଗ, ମହିଳା ସଭାନେତ୍ରୀ ଅଶୋ କା  ନାୟକ ବିଜେଡ଼ି ସଭାପତି ସୁଶାନ୍ତ ବେହେରା ପ୍ରମୁଖ କୋକସରା ବିଡ଼ିଓ  ଶ୍ରୀମତୀ ମନୀଷା ଦାସ  ଙ୍କୁ ରନ୍ଧନ ଗ୍ୟାସ ଦର ବୃଦ୍ଧି ପ୍ରତ୍ୟାହାର ଦାବିରେ  ମହାମହିମ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବୀ ପତ୍ର ପ୍ରଦାନ କରିଥିଲେ ll


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like