-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ବିନିକା କଂଗ୍ରେସ ତରଫରୁ ଜନଜାଗରଣ ପଦଯାତ୍ରା

24-Nov-2021



 ବିନିକା(ହିମାଂଶୁ ଶେଖର ପୁଟେଲ) ମମିତା ମେହେର ହତ୍ୟାକାଣ୍ଡରେ ସଂଶ୍ଲିଷ୍ଟ ଆସାମୀକୁ କଠୋର ଦଣ୍ଡ ଦେବା ସାଙ୍ଗକୁ ତୁରନ୍ତ ନ୍ୟାୟ ମିଲୁ,ଅହେତୁକ ଦରଦାମ ବୃଦ୍ଧିକୁ ବନ୍ଦ କରାଯାଉ,ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା,ସାଧାରଣ ଲୋକଙ୍କୁ ତାଙ୍କର ମୌଳିକ ଅଧିକାର ଦିଆଯାଉ ଆଦି ବିଭିନ୍ନ ପ୍ରସଙ୍ଗ ଉପରେ ଲୋକଙ୍କୁ ସଚେତନ କରିବା ପାଇଁ ଆଜି  ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ କଂଗ୍ରେସ ତରଫରୁ ସ୍ଥାନୀୟ କୌଡ଼ିଆମୁଣ୍ଡା ଛକ ଠାରୁ କଇଁନ୍ତରା ଗ୍ରାମ ପର୍ଯ୍ୟନ୍ତ ଜନଜାଗରଣ ପଦଯାତ୍ରା ଅନୁଷ୍ଠିତ ହୋଇଥିଲା ।ଏଥିରେ ଶତାଧିକ କଂଗ୍ରେସ କର୍ମୀ ସାମିଲ ହୋଇଥିଲେ । ପରେ ପଞ୍ଚାୟତ ଭବନ ଠାରେ ବ୍ଲକ ସଭାପତି ରବୀନ୍ଦ୍ର କୁମାର ହୋତାଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ବଲାଙ୍ଗୀର ଜିଲ୍ଲା କଂଗ୍ରେସ କମିଟି ସଭାପତି ଦିଲ୍ଲୀପ କୁମାର ବେହେରା ମୁଖ୍ୟ ଅତିଥି, ସୁବର୍ଣ୍ଣପୁର ଜିଲ୍ଲା

ପର୍ଯ୍ୟବେକ୍ଷକ ଲବ କୁମାର ସାହୁ, ଜିଲ୍ଲା ଉପସଭାପତି ରାଜଗୋପାଳ ପାଣିଗ୍ରାହୀ,ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରଦୀପ ସେଠୀ,ପିସିସି ସଦସ୍ୟ ସଂଗ୍ରାମ କେଶରୀ ନାୟକ,ଜିଲ୍ଲା କିଶାନ ସେଲ ସଭାପତି ନରେନ୍ଦ୍ର ପଣ୍ଡା,ରାଜ୍ୟ ସମ୍ପାଦକ ସପନେଶ୍ୱର୍ ପୃଷ୍ଟି,ବରିଷ୍ଠ କଂଗ୍ରେସ ନେତା ନରେନ୍ଦ୍ର ସାହୁ,ରାଘବ ଦାସ,ସୁଧାଂଶୁ ପଣ୍ଡା, ହଜାରୁ ସାହୁ,ଛାତ୍ର ନେତା ଗୋବିନ୍ଦା ଝାଙ୍କର,ଗୋପୀନାଥ ପଣ୍ଡା,ଉମାକାନ୍ତ ଦୀପ,ଟାଉନ ଛାତ୍ର ସଭାପତି ଟିକୁନ ମହାଲିଙ୍ଗ,ସୋସିଆଲ ମିଡ଼ିଆ ସଂଯୋଜକ ସୁମନ୍ତ ସାହୁ,କୁଷ ଭୂଏ,ଟିକୁ ହୋତା, ଓ ବିସି ବ୍ଲକ ସମ୍ପାଦକ ଦଖିଲ ପ୍ରଧାନ,ପଞ୍ଚାୟତି ରାଜ ବ୍ଳକ ସଭାପତି ପଞ୍ଚାନନ ପାତ୍ର,ଯୁବ କଂଗ୍ରେସ ସଭାପତି ବିଜୟ ଭୋଇ, ନଗର କଂଗ୍ରେସ ଉପସଭାପତି ବିମ୍ବାଧର ମେହେର,ରବୀନ୍ଦ୍ର ଭାଇନା ପ୍ରମୁଖ ଯୋଗଦେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିରୋଧରେ ବକ୍ତବ୍ୟ ରଖିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like