-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ନୂଆପଡା ରେ ରନ୍ଧନ ଗ୍ୟାସ ବୃଦ୍ଧି କୁ ନେଇ ବିଜୁଜନତା ଦଳ ରାସ୍ତା କୁ ଓହ୍ଲାଇଲା

24-Nov-2021



ନୂଆପଡା(ନିରଞ୍ଜନ ତ୍ରିପାଠୀ) : କେନ୍ଦ୍ରସରକାର ଙ୍କ ଏକଛତ୍ରବାଦ ଶାସନ କାଳରେ ଦିନକୁଦିନ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ର ଅହେତୁକ ଦରବୃଦ୍ଧି ହେବାରେ ଲାଗିଛି lକିଏ କାହାକୁ ପଚାରେ ନିତି ରେ ମୋଦି ସରକାର କାହାରି କଥାକୁ ଭୃକ୍ଷେପ ନକରି ଖାଇବା ତେଲ ଠାରୁ ଆରମ୍ଭ କରି ରୋଷେଇ

ଘରେ ବ୍ୟବହୃତ ଗ୍ୟାସ ସିଲିଣ୍ଡର ର ଦର ଆକାଶଛୁଆଁ ହୋଇପଡ଼ିଛି lଏହାକୁ କେନ୍ଦ୍ର କରି ବିଜୁଜନତା ଦଳ ର ଆହ୍ୱାନ କ୍ରମେ ନୂଆପଡ଼ା ରେ ସ୍ଥାନିୟ ଲୋକପ୍ରିୟ ବିଧାୟକ ଶ୍ରୀମାନ ରାଜେନ୍ଦ୍ର ଢୋଲକିଆ ଙ୍କ ନେତୃତ୍ବରେ ବିଜୁ ମହିଳା ଜନତା ଦଳ,ବିଜୁ ଛାତ୍ର,ଯୁବ ଜନତା ଦଳ ର ଶତାଧିକ କର୍ମୀ ଗ୍ୟାସ୍ ସିଲିଣ୍ଡର୍ ର ଅହେତୁକ ଦର ବୃଦ୍ଧି ବିରୁଦ୍ଧରେ କେନ୍ଦ୍ର ସରକାର ଙ୍କୁ ବାଧିଲାଭଳି ବିଭିନ୍ନ ସ୍ଳୋଗାନ ମାନ ଦେଇ ନୂଆପଡ଼ା ସହର ପରିକ୍ରମା କରି ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମୁଖରେ ବିକ୍ଷୋଭ l

ପ୍ରଦର୍ଶନ କରିଥିଲେ lଏହି କାର୍ଯ୍ୟକ୍ରମ ରେ ନୂଆପଡ଼ା ଜିଲ୍ଲା ପରିଷଦ ର ଉପାଧ୍ୟକ୍ଷ ଶ୍ରୀମାନ ଭାନୁପ୍ରତାପ ସିଂ ମାଝି, ଚନ୍ଦ୍ରକାନ୍ତ ସିଂ ଠାକୁର,ଖିତିସ ବୋଧଙ୍କର, ହରିଶ୍ଚନ୍ଦ୍ର ପଣ୍ଡା,ମହେଶ ନିଆଲ,ସୁଧିର ମିଶ୍ର ଙ୍କ ସମେତ ଶତାଧିକ ମହିଳା କର୍ମୀ,ଯୁବକ ଛାତ୍ର ସାମିଲ ହୋଇଥିଲେ lଏଇକ୍ରମରେ ଜିଲ୍ଲା ରେ ମୋଟ ୫ ଗୋଟି ବ୍ଳକ ରେ ଅନୁରୂପ ଗ୍ୟାସ ସିଲିଣ୍ଡର ର ଅହେତୁକ ଦରବୃଦ୍ଧି କୁ ନେଇ ବିଜୁ ମହିଳା ଜନତା ଦଳ ର କର୍ମୀ ମାନେ ବିଭିନ୍ନ ନାରା ଦେଇ ବିକ୍ଷୋଭ ପ୍ରଦର୍ଶନ କଲାପରେ ମାନ୍ୟବର ରାଷ୍ଟ୍ରପତି ଙ୍କ ଉଦ୍ଦେଶ୍ୟ ବି.ଡି.ଓ ମାନଙ୍କୁ ଦାବୀପତ୍ର ପ୍ରଦାନ କରିଛନ୍ତି ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡିଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like