-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ପ୍ରଶାସନର ଅଣଦେଖାରେ ଓଡ଼ିଶା ରାଜ୍ୟ କୃଷକ ସଂଗଠନ ପକ୍ଷରୁ ତିନି ଦିନ ବ୍ୟାପି ଚାଲିଥିବା ୭୨ ଘଣ୍ଟିଆ ରିଲେ ଅନଶନ ଓହାରିଲା

24-Nov-2021



ବରଗଡ/ଅତାବିରା(ନିରଞ୍ଜନ ତ୍ରିପାଠୀ) :-୪ଦଫା ଦାବି କୁ ନେଇ ଓଡ଼ିଶା ରାଜ୍ୟ କୃଷକ ସଂଗଠନ ବରଗଡ ଜିଲ୍ଲା ଅତାବିରା ତହସିଲ ଛକ ସ୍ଥିତ ବୀର ସୁରେନ୍ଦ୍ର ସାଏ ପ୍ରତିମୂର୍ତ୍ତି ସମ୍ମୁଖରେ ତିନି ଦିନ ବ୍ୟାପୀ ଚାଲିଥିବା ରିଲେ ଅନଶନ ରୁ ଆଜି ଓହରି ଯାଇଛି।ଚାଷ ଓ ଚାଷୀ ମାନଙ୍କ ୪ଦଫା ଦାବି ତଥା ବିଭିନ୍ନ ସମସ୍ୟା ଗୁଡ଼ିକୁ ନେଇ ସଭାପତି ହାରାଧନ ପ୍ରଧାନ ଙ୍କ ସଭାପତିତ୍ବ ରେ ସଂଗଠନ ର ସକ୍ରିୟ କର୍ମୀ ତଥା ଚାଷୀ ମାନଙ୍କୁ ନେଇ ସୋମବାର ଦିନ ଠାରୁ ଶାନ୍ତି ପୂର୍ଣ୍ଣ ଭାବେ ରିଲେ ଅନଶନ ଆରମ୍ଭ କରି ଆଜି ତିନି ଦିନ ପରେ ରିଲେ ଅନଶନ ରୁ ଓହରି ଆଗାମୀ ଦିନରେ ଆଇନ ହାତ କୁ ନେବାକୁ ନିଷ୍ପତ୍ତି

ନେଇଛି।ଏନେଇ ଅନଶନ ପୂର୍ବରୁ ସ୍ଥାନୀୟ ବ୍ଲକ, ତହସିଲ,ଥାନା ପ୍ରଶାସନ କୁ ଜଣାଇ ଅନଶନ ଜାରି ରଖିଥିଲେ ହେଁ କୌଣସି ଅଧିକାରୀ ଧାରଣା ସ୍ଥଳକୁ ନପହଞ୍ଚିବା ଏକ ଲଜ୍ଜା ଜନକ ବୋଲି ସଂଗଠନ ପକ୍ଷରୁ କ୍ଷୋଭ ପ୍ରକାଶ ପାଇଛି।କେବଳ ସେତିକି ଏହି ରାଜରାସ୍ତା ଦେଇ ବିଭିନ୍ନ ରାଜନୈତିକ ଦଳ ର ଜନ ପ୍ରତିନିଧି ମାନେ ଯିବା ଆସିବା କରୁଥିଲେ ହେଁ ବରିଷ୍ଠ ତଥା ସକ୍ରିୟ ଚାଷୀ ମାନଙ୍କ ପ୍ରତି କୌଣସି ଦରଦ ନଥିବା ଭଳି ରିଲେ ଅନଶନ ରେ ଥିବା ସଂଗଠନ କୁ ଅଣଦେଖା କରିଥିବା ଚାଷୀ ମାନେ ପ୍ରକାଶ କରିଛନ୍ତି।ଚାଷୀ ଆଗାମୀ ଦିନରେ ନିଜର ହକ୍ ପାଇଁ ଆଇନ କୁ ହାତ କୁ ନେବା

ପାଇଁ ବାଧ୍ୟ ହେବା ସହ ବିରାଟ ଆନ୍ଦୋଳନାତ୍ମକ ପନ୍ଥା ଅବଲମ୍ବନ କରିବ ବୋଲି ସଂଗଠନ ଚେତାବନୀ ଦେବା ସହ ଏନେଇ ଯଦି କୌଣସି ଅପ୍ରୀତିକର ଘଟଣା ଘଟେ ତେବେ ସମ୍ପୂର୍ଣ୍ଣ ମାତ୍ରାରେ ଜିଲ୍ଲା ପ୍ରଶାସନ ଦାୟୀ ରହିବେ ବୋଲି କୃଷକ ସଂଗଠନ ମତ ପ୍ରକାଶ କରିଛନ୍ତି।ଏଥିରେ ଜଗନ୍ନାଥ ସାହୁ,ଭିକାରୀ ଚରଣ ବାରିକ,ନାରାୟଣ ସାହୁ,ବିରେନ୍ଦ୍ର ସାହୁ,ପଲଉ ମାଝି,ଶ୍ରୀମନ୍ତ ବାରିକ,ସଂପାଦକ ଲୋକେଶ୍ଵର ପ୍ରଧାନ, ବୃଷଭାନୁ ସାହୁ,ଦଶରଥ ଭୋଇ,ବସନ୍ତ ବାରିକ,ପ୍ରଦୀପ କୁମାର ସାହୁ ତଥା ବିଭିନ୍ନ ଗ୍ରାମରୁ ଆସିଥିବା ଚାଷୀ ପ୍ରମୁଖଙ୍କ ସକ୍ରିୟ ସହଯୋଗ ରହିଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like