-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||     

HOME   ଜିଲ୍ଲା

ସମ୍ବଲପୁର ଠାରେ" ରକ୍ଷକ" ତାଲିମ କାର୍ଯ୍ୟକ୍ରମ ଉଦଘାଟିତ I

25-Nov-2021



ସମ୍ବଲପୁର(ସଂଜୀବପାଣିଗ୍ରାହୀଙ୍କରିପୋର୍ଟ):
 ସଡ଼କ ନିରାପତ୍ତା କାର୍ଯ୍ୟକ୍ରମ ଅନ୍ତର୍ଗତ "ରକ୍ଷକ" ଯୋଜନା କୁ  ମୁଖ୍ୟମନ୍ତ୍ରୀ ଚଳିତ ମାସ ୧O ତାରିଖ ରେ ଭିଡ଼ିଓ କନଫରେନ୍ସ ମାଧ୍ୟମରେ ଉଦଘାଟନ କରିଥିଲେ I ମୂଲ୍ୟବାନ ଜୀବନକୁ କିଭଳି ଦୁର୍ଘଟଣାରୁ ବଞ୍ଚେଇ ପାରିବ ଏହା ଏକ ସରକାରଙ୍କ ବଳିଷ୍ଠ ପଦକ୍ଷେପ I ୩୦ ଜିଲ୍ଲାରେ ୩୦ ହଜାର ଫାଷ୍ଟ ରେସପଣ୍ଡରସ ଙ୍କୁ ତାଲିମ ଦେବା ନିମନ୍ତେ ସରକାରଙ୍କ ଯୋଜନା ରହିଛି I ଏହି ମର୍ମରେ ଆଜି ସମ୍ବଲପୁର ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଟ୍ରେନିଂ ଅଫ ଟ୍ରେନର୍ସ (ଟିଓଟି ) ମାନଙ୍କ ତାଲିମ କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି I ଏହି ତାଲିମ କାର୍ଯ୍ୟକ୍ରମ ରେ ସମ୍ବଲପୁର ଜିଲ୍ଲା ବ୍ୟତୀତ ସୋନପୁର ଏବଂ ବରଗଡ ଜିଲ୍ଲାର ରେଡକ୍ରସର ସ୍ବେଛାସେବୀ ଏବଂ ସମ୍ବଲପୁର ଏନଜିଓ ସାର୍କ ର ସଦସ୍ୟ ସମେତ ୩୭ ଜଣଙ୍କୁ ଟ୍ରେନିଂ ଦିଆଯାଇଥିଲା I ଟ୍ରେନିଂ ନେଇଥିବା ଟ୍ରେନର୍ସ ମାନେ  ବିଭାଗ ତରଫରୁ ଚିହ୍ନଟ କରାଯାଇଥିବା ଦୁର୍ଘଟଣା  ପ୍ରବଣ ଅଞ୍ଚଳ ବା ବ୍ଲାକ ସ୍ପଟ ଅଞ୍ଚଳର ଜନସାଧାରଙ୍କୁ ଏଥିରେ ସାମିଲ କରି ସେମାନଙ୍କୁ ଟ୍ରେନିଂ ପ୍ରଦାନ କରିବେ ଯାହା ଫଳରେ କି ସମ୍ପୃକ୍ତ ଅଞ୍ଚଳ ଦୁର୍ଘଟଣା ଘଟିବା ସଙ୍ଗେ ସଙ୍ଗେ କିଭଳି ଗୁରୁତର ଥିବା ବ୍ୟକ୍ତିଙ୍କୁ ତୁରନ୍ତ ସେବା ଯୋଗେଇ ଦିଆଯାଇ ପାରିବ ତାହାର ତାଲିମ ପ୍ରଦାନ କରାଯିବ I ଯେହେତୁ ଦୁର୍ଘଟଣା ର ଏକ ଘଣ୍ଟା ବହୁତ ଗୁରୁତ୍ୱ ଵହନ କରୁଛି ସେଥିପାଇଁ ସମ୍ପୃକ୍ତ ଅଞ୍ଚଳବାସୀ ଙ୍କୁ ସେବା ନିଶ୍ଚିତ ଭାବେ ଫଳ ପ୍ରଦ ହେବ I ଆଜିର ଏହି ଉଦଘାଟନୀ କାର୍ଯ୍ୟକ୍ରମ ରେ ଅତିରିକ୍ତ କମିଶନର ଟ୍ରାନ୍ସପୋର୍ଟ ଶ୍ରୀନିବାସ ବେହେରା (ଆଇ. ଏ. ଏସ ) ଡେପୁଟି କମିଶନର ଟ୍ରାନ୍ସପୋର୍ଟ, ଉତ୍ତରାଞ୍ଚଳର  ଦୀପ୍ତି ରଞ୍ଜନ ପାତ୍ର, ସମ୍ବଲପୁର ଏସ. ପି  ବି. ଗଙ୍ଗାଧର, ପିଡି ଡିଆରଡିଏ ଦିଲ୍ଲୀପ କୁମାର ବଳ, ଆଞ୍ଚଳିକ ପରିଵହନ ଅଧିକାରୀ ସମ୍ବଲପୁର ପ୍ରମୋଦ କୁମାର ସାହୁ, ଆଞ୍ଚଳିକ ପରିଵହନ ଅଧିକାରୀ ବରଗଡ ସମେତ ମାଷ୍ଟର ଟ୍ରେନର ଭାବେ ରଜନୀକାନ୍ତ ମିଶ୍ର ଏବଂ ପ୍ରଦୀପ୍ତ ଭଟ୍ଟାଚାର୍ଯ୍ୟ ଉପସ୍ଥିତ ଥିଲେ | ଏହି କାର୍ଯ୍ୟକ୍ରମ ଆସନ୍ତା ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଜ଼ିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଫକୀର ଚରଣ ମାଝୀ ସୂଚନା ଦେଇଛନ୍ତି I


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026

You Might Also Like