-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||     

HOME   ରାଜ୍ୟ

ନୂତନ ଆଶାର କିରଣ ପଡ଼ିଲା ଅଙ୍ଗନଦୀ ରେ, ପୋଲ ନିର୍ମାଣ ହେବ

25-Nov-2021



ପଦ୍ମପୁର:- ବହୁ ବର୍ଷର ଅନେକ ଝଡଝଞ୍ଜା, ବିକ୍ଷୋଭ, ରାସ୍ତା ରୋକ ତଥା ଛତିଶଗଡ ରାଜ୍ୟ ରେ ମିଶିବା ପ୍ରସଙ୍ଗ ଉପରେ ଜବନିକା ପଡ଼ିଛି l ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ଚର୍ଦାପାଲି ଗ୍ରାମପଞ୍ଚାୟତ ର ଅଧିନରେ ଯାଉଥିବା ଚର୍ଦାପାଲି,ଗସ୍ତିଡିହି, ଗୁଣ୍ଡିଚାଡିହି, ଲହଣ୍ଡିପୁର, ଲୁହୁରାକୋଟ ଗ୍ରାମ ଗୁଡିକ ଅଙ୍ଗନଦୀ ସକାଶେ ବିଶେଷ କରି ବର୍ଷା ଦିନରେ ସମ୍ପୁର୍ଣ୍ଣ ରୂପେ ବିଚ୍ଛିନ୍ନ ହୋଇ ଯାଇଥାଏ । ବର୍ଷସାରା ନଦୀରେ ଜଳପ୍ରବାହ ହେତୁ ଲୋକେ ନାହିଁ ନଥିବା ଅସୁବିଧା ର ସମ୍ମୁଖୀନ ହୋଇଥାନ୍ତି। ଏହାକୁ ନେଇ ଲୋକେ ଅନେକ ସ୍ୱପ୍ନ ଦେଖିଥିଲେ ଯାହା ବର୍ତ୍ତମାନ ସଫଳତା ଶିର୍ଷ ରେ ପହଞ୍ଚି ସାରିଛି lଓଡିଶା ର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ, ବରଗଡ ଜିଲ୍ଲା ଅଧିନସ୍ଥ ପଦ୍ମପୁର ନିର୍ବାଚନ ମଣ୍ଡଳୀର ଲଖମରା ଠାରୁ ଚର୍ଦାପାଲି ଦେଇ ଛତିଶଗଡ଼ କୁ ସଂଯୋଗୀକରଣ ରାସ୍ତା ରେ ବହୁ ପ୍ରତୀକ୍ଷିତ

ଅଙ୍ଗନଦୀ  ଉପରେ ୨୪୦ ମିଟର ବିଶିଷ୍ଟ ଦିର୍ଘ ପୋଲ ନିର୍ମାଣ ଲାଗି ୨୦ କୋଟି ୪୦ ଲକ୍ଷ ଟଙ୍କା ଅନୁମୋଦନ କରିଛନ୍ତି । ଯାହା ଫଳରେ ଅଂଚଳବାସୀ ଙ୍କ ଦିର୍ଘଦିନ ର ଆଶା ତଥା ଆକାଂକ୍ଷିତ ସ୍ୱପ୍ନ ପୁରଣ ହୋଇଛି l ପଦ୍ମପୁର ନିର୍ବାଚନ ମଣ୍ଡଳୀ ର ମାନ୍ୟବର ବିଧାୟକ ଶ୍ରୀ ବିଜୟ ରଞ୍ଜନ ସିଂ ବରିହା ଆଜି ସାମାଜିକ ଗଣମାଧ୍ୟମରେ ନିଜର ପ୍ରତିକ୍ରିୟା ରଖି କହିଛନ୍ତି ଯେ , ଅଂଚଳ ର ଲୋକ ଙ୍କ ସ୍ୱାର୍ଥ ଲାଗି ମୋ ଅନୁମୋଦନ କ୍ରମେ ଅଙ୍ଗନଦୀ ଉପରେ ପୋଲ ନିର୍ମାଣ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଏବଂ ମାନ୍ୟବର ଗ୍ରାମ୍ୟ ଉନ୍ନୟନମନ୍ତ୍ରୀ ତଥା ଶ୍ରମମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂ ଙ୍କୁ କୁ ଅଶେଷ ଅଶେଷ ଧନ୍ୟବାଦ ପ୍ରଦାନ କରିଛନ୍ତି lଏ ଖବର ଶୁଣିବା ମାତ୍ରେ ଲଖମରା, ଚର୍ଦାପାଲି ଗ୍ରାମପଞ୍ଚାୟତ ର ଜନସାଧାରଣ ଖୁବ୍ ଆନନ୍ଦିତ ହେବା ସାଙ୍ଗକୁ ଓଡ଼ିଶା ରାଜ୍ୟସରକାର ଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026

You Might Also Like