-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||     

HOME   ଜିଲ୍ଲା

ସାପ ବିଷ ରେକେଟ ଚଳାଇଥିବା ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ ସହ ଘଟଣାର ପର୍ଦାଫାସ କରିବାକୁ ଦାବି

25-Nov-2021



ବଲାଙ୍ଗୀର ଜିଲ୍ଲାରେ ସାପ ବିଷ ବିକ୍ରୀ ରେକେଟ ବେଶ ଜୋରଦାର ଚାଲିଥିବା ବେଳେ ପ୍ରଶାସନ କାର୍ଯ୍ୟାନୁଷ୍ଠାନ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ବଲାଙ୍ଗୀର ଜିଲାରୁ ଏହି ସାପ ବିଶ ଦୀର୍ଘଦିନ ଧରି ଚାଲି ଆସିଥିବା ଓ ଏହି ଜିଲ୍ଲାରୁ ରାଜ୍ୟ ବାହାର କୁ ଚାଲାଣ ହେବା  ବାରମ୍ବାର ଅଭିଯୋଗ ହୋଇଅସୁଛି । କିଛି ନିର୍ଦ୍ଦିଷ୍ଟ ସାପ ଧରାଳି ବ୍ୟକ୍ତି ଓ ଯୁବକ ଏହି ସାପ ଧରିବା ପାଇଁ ବେଶ ମୋଟା ଅଙ୍କ ଆୟ କରୁଥିବା ଜଣାଯାଇଛି । ଏପରିକି ଓଡିଶାର ବିଭିନ୍ନ ଦୂର,ଦୁରାନ୍ତରୁ କିଛି ଯୁବକ ବଲାଙ୍ଗୀର ଆସି ଏହି କାମ କରୁଥିବା ଜଣାଯାଇଛି । ଇତି ମଧ୍ୟରେ ନିଜେ ଗ୍ରାହକ ସାଜି  ୨ ଜଣଙ୍କୁ ଗିରଫ କରାଯାଇଛି । ସୂଚନାକ୍ରମେ, ଦେବଗଡ଼ ଜିଲ୍ଲାର ରିଆମାଳ ଥାନା ତାରଙ୍ଗ ଗାଁରେ  ଗୁପ୍ତ ଭାବେ ସୂଚନା ପାଇ  ୧ କିଲୋଗ୍ରାମ  ଓଜନର ସାପ ବିଷ ଜବତ କରିଛି ପୋଲିସ । ଏଥିସହ ସମ୍ବଲପୁର ଜିଲ୍ଲାର ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି ।
ଉକ୍ତ ଦୁଇ ଗିରଫ ଅଭିଯୁକ୍ତ  ହେଲେ ସମ୍ବଲପୁର ସାଖିପଡାର ରଞ୍ଜନ କୁମାର ପାଢୀ ଏବଂ ସିନ୍ଦୁରପଙ୍କ ଗାଁର କୈଳାସ ଚନ୍ଦ୍ର ସାହୁ ବୋଲି ନିଜ ପରିଚୟ ଦେଇଥିବା ସୁଚନା ମିଳିଛି । ଜବତ ବିଷର ଆନୁମାନିକ ବଜାର ମୂଲ୍ୟ ଦେଢ କୋଟି ଟଙ୍କା ହେବ । ଦେବଗଡ ଜିଲ୍ଲାର ସ୍ୱତନ୍ତ୍ର ପୋଲିସ ଟିମ୍‌ ଏହି ଚଢାଉ କରିଥିବା ସୂଚନା ମିଳିଛି । ତେବେ କୁଆଡ଼େ ଚାଲାଣ ହୋଇଥାନ୍ତା ଏହି ସାପ ବିଷ ସେନେଇ ତନାଘନା ଚାଲିଛି । ଏହା ମଧ୍ୟ ପ୍ରଶ୍ନ ଉଠୁଛି ଯେ, ଏତେ ପରିମାଣ ସାପ ଗରଳ କେଉଁ କାମରେ ଲାଗିବ । କିଏ କହୁଛି ନିଶା ତ’ ଆଉ କିଏ କହୁଛି ଔଷଧ । ତେବେ ଏନେଇ କୌଣସି ସଠିକ୍‌ ତଥ୍ୟ ମିଳି ପାରି ନାହିଁ । ପୂର୍ବରୁ ମଧ୍ୟ ଏଭଳି ଖବର ସାମ୍ନାକୁ ଆସିଛି ।
ଗତ ମାର୍ଚ୍ଚ ମାସରେ ଏକ ବଡ଼ଧରଣର ସାପ ବିଷ ରାକେଟ୍ ଠାବ କରିଥିଲା ବନ ବିଭାଗ । ସାପ ବିଷ କାରବାର ଅଭିଯୋଗରେ ୩ ଅଭିଯୁକ୍ତଙ୍କୁ ଗିରଫ ମଧ୍ୟ କରିଥିଲା ବନବିଭାଗର ଟିମ । ସୂଚନା ଅନୁଯାୟୀ ଭୁବନେଶ୍ୱର ପାତ୍ରପଡ଼ା ରେଞ୍ଜ ଅଞ୍ଚଳରୁ ଅଭିଯୁକ୍ତଙ୍କୁ ଧରିଥିଲା ବନବିଭାଗ । ଗିରଫ ୩ ଜଣଙ୍କ ଘର ବଲାଙ୍ଗୀର ର ହୋଇଥିବା ବେଳେ ବଲାଙ୍ଗୀର ରୁ ଆସି ସାପ ବିଷ ବିକ୍ରି ନେଇ ଭୁବନେଶ୍ୱରରେ ଡିଲ୍ କରୁଥିଲେ । ପ୍ରାୟ ୧୦ ଲକ୍ଷ ଟଙ୍କାର  ଏହି ଡିଲ୍‌ ଚାଳିଥିବା ସମୟରେ ସମସ୍ତ  ଉକ୍ତ ତିନି ଅଭିଯୁକ୍ତ ଙ୍କୁ ଗିରଫ କରାଯାଇଛି । ତାଙ୍କ ନିକଟରୁ ସ୍ପଷ୍ଟ ଭାବେ ଜଣା ଯାଉଛି ଯେ,ବଲାଙ୍ଗୀର ସହର ର ଦୁଇ ଗୋଟି ଲଜ୍ ରେ ଦୀର୍ଘ ଚାରିମାସ ଧରି ଚାରିଜଣ ଦିଲ୍ଲୀ ରୁ ଆସି ରହିଛନ୍ତି । ସେମାନେ କେବେ କେତେ ଏବଂ କେଉଁ ସ୍ଥାନରେ କେତେ ଟଙ୍କାରେ ବିକ୍ରି କିଭଳି କରାଯିବ ସେ ନେଇ ନିର୍ଦ୍ଦେଶ ଦେଇ ଏହି ରେକେଟ ଚଳାଇଥିବା ଜଣାଇଛନ୍ତି । ବଲାଙ୍ଗୀର ଜିଲ୍ଲା କୁ କେନ୍ଦ୍ରସ୍ଥଳ କରିଥିବା ଜିଲ୍ଲା ବନ ବିଭାଗର ଅଧିକାରୀ ସୂଚନା ପାଇଥିବା ବେଳେ ସେମାନେ ତଦନ୍ତ ଆରମ୍ଭ କରି ଥିବା ସୂଚନା ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026

You Might Also Like