-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||     

HOME   ଜିଲ୍ଲା

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ଓଡ଼ିଆ ବିଭାଗର ସ୍ୱାଗତ ସମ୍ବର୍ଦ୍ଧନା ସମାରୋହ

25-Nov-2021



ପଦ୍ମପୁର:-ପଦ୍ମପୁର  ଓଡ଼ିଆ ବିଭାଗର ନୂତନ ଛାତ୍ରଛାତ୍ରୀମାନଙ୍କୁ ସ୍ୱାଗତ କରିବା ପାଇଁ ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟର ଓଡ଼ିଆ ବିଭାଗରେ ଏକ ସ୍ଵାଗତ ସମ୍ବର୍ଦ୍ଧନା ଉତ୍ସବ ଅଧ୍ୟକ୍ଷ ଡଃ ଲଳିତେନ୍ଦୁ ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ବିଭାଗୀୟ ମୁଖ୍ୟ ଶ୍ରୀମତୀ ସୁଷମା ପଟ୍ଟନାୟକ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରି ଓଡ଼ିଆ ବିଭାଗର ଗୁରୁତ୍ୱ ଏବଂ ଛାତ୍ରଛାତ୍ରୀମାନଙ୍କର କେରିଅର ନିର୍ଦ୍ଧାରଣ ଉପରେ ବିସ୍ତୃତ ଆଲୋଚନା କରିବା ସହ ମହାବିଦ୍ୟାଳୟର ଆନୁସଙ୍ଗିକ ସୁବିଧା ଉପରେ ଗୁରୁତ୍ୱାରୋପ କରିଥିଲେ । ଅଧ୍ୟକ୍ଷ ଡଃ ଲଳିତେନ୍ଦୁ ନାୟକ ମୂଲ୍ୟବୋଧ ଭିତ୍ତିକ ଶିକ୍ଷା, ନାରୀଶିକ୍ଷା ଓ ଅଧିକାର, କର୍ମକ୍ଷେତ୍ରରେ ନାରୀମାନଙ୍କ ଅଗ୍ରଗତି ଉପରେ ଆଲୋକପାତ କରି ଛାତ୍ରଛାତ୍ରୀମାନଙ୍କୁ ଭବିଷ୍ୟତରେ ଉତ୍ତମ ଚରିତ୍ର ସମ୍ପନ୍ନ ନାଗରିକ ହେବା ପାଇଁ ଦିଗଦର୍ଶନ ଦେଇଥିଲେ ।

ଅଧ୍ୟାପକ ଡଃ ସରୋଜ ନାୟକ ,ଦୁଃଖୀଶ୍ଯାମ ସାହୁ , ଅଧ୍ୟାପିକା ରୀନା ଧର୍ମବିନାୟକ ପରିଶ୍ରମ କିଭଳି ଭାଗ୍ୟ ନିର୍ଦ୍ଧାରଣ ଦିଗରେ କିପରି ଚାବି କାଠି ପରି ହୋଇଥିାଏ ତାହା ଆଲୋଚନା କରିଥିଲେ । ଏହି କାର୍ଯ୍ୟକ୍ରମକୁ ପଞ୍ଚମ ସେମିଷ୍ଟାର ଛାତ୍ରଛାତ୍ରୀମାନେ ଆୟୋଜନ କରିଥିଲେ । ସେମାନେ ହେଲେ ବାପୁନ, ବିକାଶ, ରିଙ୍କୁ, ପପୁନ, ଦୀପକ, ସ୍ଵାଗତିକା, ଝିଲି, ରଶ୍ମିତା ଓ ତୃତୀୟ ସେମିଷ୍ଟାର୍ ର ସସ୍ମିତା କବିତା ପାଠ କରିଥିଲେ ଓ ସମ୍ପର୍କ, ଜୟକୁମାରୀ, ଅଞ୍ଜଳୀ ସଙ୍ଗୀତ ପରିବେଷଣ କରିଥିଲେ ଶେଷରେ ସିଦ୍ଧାନ୍ତ ଙ୍କ ଧନ୍ୟବାଦ ଅର୍ପଣ ପରେ ସଭା ସମାପନ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026

You Might Also Like