-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ଖେଳ

ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମାନଙ୍କୁ ଉପକରଣ ଦେବା ନିମନ୍ତେ ବ୍ଳକ ସ୍ତରୀୟ ଚିହ୍ନଟ ଶିବିର

25-Nov-2021



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ବେଲପଡା ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କ କାର୍ଯ୍ୟାଳୟ ରେ ଆଜି ବ୍ଳକ ସ୍ତରୀୟ ଭିନ୍ନକ୍ଷମ ଚିହ୍ନଟ ଶିବିର ଅନୁଷ୍ଠିତ ହୋଇଯାଇଅଛି। ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ବେଲପଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭିକ୍ଟୋର ସୋରେନ୍ ଯୋଗଦାନ କରି କାର୍ଯ୍ୟକୁ ଶୁଭାରମ୍ଭ କରିଛନ୍ତି।ବିଇଓ ଦାୟିତ୍ଵ ତୁଲାଉଥିବା ଚତୁର୍ଭୁଜ ମିର୍ଦ୍ଧା ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା। ସମ୍ମାନୀତ ଅତିଥି ଭାବେ ଏବିଇଓ ଜଗବନ୍ଧୁ ମାଝୀ,ଏବିଇଓ ରଘୁନାଥ ମହରା ଯୋଗାଦାନ କରିଥିଲେ।

ଡାକ୍ତର ସୁରେନ୍ଦ୍ର ଭୋଇ (କୃତ୍ରିମ ଅଙ୍ଗ ପ୍ରତ୍ୟଙ୍ଗ ବିଶେଷଜ୍ଞ), ଡାକ୍ତର ଅମିତ୍ କୁମାର ମିଶ୍ର (କୃତ୍ରିମ ଅଙ୍ଗ ପ୍ରତ୍ୟଙ୍ଗ ବିଶେଷଜ୍ଞ), ଡାକ୍ତର ଅର୍କେଶ ପଟ୍ଟନାୟକ (ଫିବିଓଥେରାପିଷ୍ଟ), ନବକିଶୋର ସାମଲ(ପ୍ରତିନିଧି ସର୍ବଶିକ୍ଷା ଅଭିଯାନ, ବଲାଙ୍ଗିର) ପ୍ରମୁଖ ଯୋଗଦାନ କରିଥିବା ବେଳେ ଯୁବରାଜ ବିଭାର କାର୍ଯ୍ୟକ୍ରମ କୁ ପରିଚାଳନା କରୁଥିଲେ।ଅନୀମା ଶତପଥୀ, ପାଣ୍ଡବ ତାଣ୍ଡି, ଆଶୁତୋଷ ଠାକୁର,ହୀରାବତୀ ପ୍ରଧାନ,ବି.ପି.ସିଂ

ନାଏକ ଙ୍କ ସମେତ ଅନେକ ଶିକ୍ଷକ/ଶିକ୍ଷୟିତ୍ରୀ ସହଯୋଗ କରିଥିଲେ। ଶ୍ରୀ ରାମପ୍ରସାଦ ମହାଲିଙ୍ଗ ବି,ଆର୍,ପି ଓ ଶ୍ରୀ ନେତ୍ରାନନ୍ଦ ମେହେର ବି, ଆର୍, ପି ଙ୍କ ତତ୍ବାବଧାନରେ ବ୍ଳକ ର ୧୦୦ ଜଣ ଭିନ୍ନକ୍ଷମ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିବା କରିଥିଲେ। ଯେଉଁ ଛାତ୍ରଛାତ୍ରୀମାନଙ୍କୁ ଆଜି ଭିନ୍ନକ୍ଷମ ଚିହ୍ନଟ କରାଯାଇଛି ଆଗାମୀ ଦିନରେ ସେମାନଙ୍କୁ ବିଭିନ୍ନ ଉପକରଣ ଦେବା ପାଇଁ ପ୍ରତିଶ୍ରୁତି ଦେଇଥିବା ଜଣାପଡିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like