-+91-9937148622 |
prerana_bgr@rediffmail.com |
Thursday 17th September 2026 |
R.N.I. Regd No. ODIODI/2010/46693
Breaking News
07-Nov-2020
ଭୁବନେଶ୍ବର (ପ୍ରେରଣା ଖବର) - ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ ବିଜ୍ଞପ୍ତି ପ୍ରତ୍ୟାହାର ହେବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ଦାଶ ବୋର୍ଡ଼ ସଭାପତିଙ୍କୁ ନିର୍ଦେଶ ଦେଇଛନ୍ତି। ଗୋଟିଏ ପଟେ ସ୍କୁଲ ଖୋଲି ନଥିବାବେଳେ ଅନ୍ୟପଟେ ପରୀକ୍ଷା ପାଇଁ ଫର୍ମ ପୂରଣ ବିଜ୍ଞପ୍ତି ପ୍ରକାଶକୁ ନେଇ ଛାତ୍ର ଛାତ୍ରୀ, ଅଭିଭାବକ ଓ ଶିକ୍ଷକ ସଂଘ ଅସନ୍ତୋଷ ପ୍ରକାଶ କରିଥିଲେ। ପାଠ ପଢା ନହୋଇ ପରୀକ୍ଷା ପାଇଁ ଫର୍ମ ପୂରଣ ବିଜ୍ଞପ୍ତି ପ୍ରକାଶ ପାଇବ ପରେ ପରୀକ୍ଷାକୁ ନେଇ ଦ୍ବନ୍ଦ୍ୱ ଦେଖାଯାଇଥିଲା। ସ୍କୁଲ ଏବର୍ଷ ନଖୋଲିବାକୁ ଗଣଶିକ୍ଷା ବିଭାଗ ନିଷ୍ପତି ନେବାପରେ ବିଜ୍ଞପ୍ତିକୁ ପ୍ରତ୍ୟାହାର ପାଇଁ ନିର୍ଦେଶ ଦିଆଯାଇଛି।