-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ଜିଲ୍ଲା

ରେଢ଼ାଖୋଲ କଲେଜ ଛକରୁ ବେଆଇନ ଭାବରେ ଏଲପିଜି ଗ୍ୟାସ ଚୋରି ଅଭିଯୋଗରେ ୩ ଗିରଫ,ଟ୍ୟାଙ୍କର ଜବତ।

25-Nov-2021



ରେଢାଖୋଲ ( ଅନିଲ କୁମାର ପୃଷ୍ଟି )  ସମ୍ବଲପୁର ଜିଲ୍ଲା ରେଢାଖୋଲ ଥାନା ପୋଲିସ ବେଆଇନ ଭାବେ ଏଲପିଜି ଗ୍ୟାସ ଚୋରୀ ଅଭିଯୋଗ ରେ ଗୁରୁବାର ରେଢାଖୋଲ କଲେଜ ଛକ ନିକଟରୁ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ମାନେ ହେଲେ ବରଗଡ ଜିଲ୍ଲା ଭେଡେନ ଥାନା ଅନ୍ତର୍ଗତ ଦେହୁରିପାଲି ଗ୍ରାମର ନିରଞ୍ଜନ ପାନୂଆ (୩୦), ରାଉରକେଲା ସେକ୍ଟର ୧ ର ଦୁର୍ଗା ଚରଣ ପୁଲେଇ(୪୩) ଓ  ଉତ୍ତରପ୍ରଦେଶ ମାଉ ଜିଲ୍ଲା /ଥାନାର  ଏସ. କେ. ମହତାବ(୨୦)। ଅଭିଯୁକ୍ତ ମାନଙ୍କ ପାଖରୁ  ବେଆଇନ ଚୋରୀରେ ବ୍ୟବହୃତ ଟ୍ୟାଙ୍କର, ୩ ଇଲେଟ୍ରିକ ପମ୍ପ, ଗ୍ୟାସ ରିଡିଙ୍ଗ ମୋଟର ସମେତ ବେଆଇନ କାଗଜ ପତ୍ର ଆଦି ଜବତ କରାଯାଇଛି। ଏ ସଂକ୍ରାନ୍ତରେ ରେଢାଖୋଲ ଥାନା କେସ ନମ୍ବର ୨୨୬/୨୧ ଏକ ମାମଲା ରୁଜୁ କରି ଦଫା ୩୭୯, ୪୧୧,୩୪ରେ  ଗିରଫ ଅଭିଯୁକ୍ତ ଙ୍କୁ ଗୁରୁବାର କୋର୍ଟ ଚାଲାଣ କରାଯାଇଛି। ପୋଲିସ ସୂତ୍ରରୁ ଜଣାପଡ଼ିଛି ଯେ ରେଢାଖୋଲ କଲେଜ ଛକରୁ ଏକ ଏଲପିଜି ଗ୍ୟାସ ବୋଝେଇ ଟ୍ୟାଙ୍କର ନମ୍ବର ଟିଏସ ୧୨ୟୁବି ୬୩୫୧ ଗାଡ଼ିରେ ଗିରଫ ଅଭିଯୁକ୍ତ ମାନେ ସମ୍ବଲପୁର- କଟକ ୫୫ ନମ୍ବର ଜାତୀୟ ରାଜପଥ ଅନୁଗୋଳ ଜିଲ୍ଲା କିଶୋରନଗର ଥାନା ଅନ୍ତର୍ଗତ ଭାଙ୍ଗମୁଣ୍ଡା ଠାରୁ ଅନ୍ୟ ବଡ଼ ବଡ଼ ଏଲପିଜି ଗ୍ୟାସ ଗାଡିରୁ ଚୋରି କରି ଅନ୍ୟ ଗାଡ଼ିରେ ବୋଝେଇ କରି ହାଇଦ୍ରାବାଦ ଚାଲାଣ କରୁଥିବା ପୋଲିସ ଜାଣିବାକୁ ପାଇଥିଲା।  ଏହି ସବୁ ଚୋରି ଗ୍ୟାସକୁ

ଗାଡି ପୁରା ଲୋଡ଼ ହେଲା ପରେ ଦୁର୍ଗା ଚରଣ ପଳେଇ ଭାଙ୍ଗମୁଣ୍ଡା ଗ୍ରାମରେ ରହି ଏହି ବେଆଇନ ଗ୍ୟାସ ଗାଡିକୁ ଚାଲାଣ ପାଇଁ ହାଇଦ୍ରାବାଦ ପଠାଉଥିଲା ।ଏହାପରେ  ତେଲେଙ୍ଗାନା ରାଜ୍ୟ ( ଚାର ମିନାର)ର ମିର ମିଜାଫର ଅଲି ଏହି ବେଆଇନ ଏଲପିଜି ଗ୍ୟାସ କୁ ନେଇ ହାଇଦ୍ରାବାଦ ରେ ଚଢା ଦରରେ ବିକ୍ରି କରୁଥିବା ପୋଲିସ ଜାଣିବାକୁ ପାଇଥିଲା।  ଏହା ପରେ  ରେଢାଖୋଲ ପୋଲିସ  ବୁଧବାର ଚଢ଼ାଉ କରି ଟ୍ୟାଙ୍କର ସହ ୩ ଜଣଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରାଯାଇଛି ବୋଲି ପୋଲିସ ଏସଡ଼ିପିଓ ପ୍ରଶାନ୍ତ କୁମାର ମେହେର ପ୍ରକାଶ କରିଛନ୍ତି। ଦୀର୍ଘ ଦିନ ଧରି ଚାଲିଥିବା ଏହି ବେଆଇନ କାରବାର ଚଢ଼ାଉରେ ପୋଲିସ କୁ ବଡ଼ ସଫଳତା ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like