-+91-9937148622 |

prerana_bgr@rediffmail.com |

  Thursday 14th May 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (14-May-2026)       ||      ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା    (14-May-2026)       ||      ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର    (14-May-2026)       ||      ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   (14-May-2026)       ||      ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||      ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   (13-May-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    (13-May-2026)       ||      ବିନିକା ପ୍ରିମୀୟର ଲିଗ,ସ୍ମାର୍ଟ୧୧କୁ ହରାଇ ତ୍ରିରଙ୍ଗାର ବିଜୟ ଧାରା ଜାରି   (13-May-2026)       ||      *ସୁବର୍ଣ୍ଣପୁର ରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଦ୍ୱିତୀୟ ଦିବସ*   (13-May-2026)       ||      *ଘର କୁ ଘର ଗ୍ୟାସ ହୋମ ଡେଲିଭରୀ ସେବା ପ୍ରଦାନ କରିବା କୁ ଉପଭୋକ୍ତା ଙ୍କୁ ଦୃଢ ପ୍ରତିଶୁତି ଦେଲେ ଚରଣ ନାଏକ*   (13-May-2026)       ||      କଳାହାଣ୍ଡି ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ନର୍ଲା ଥାନା କାର୍ଯ୍ୟକଳାପ ପାଇଁ ଏକ ନମ୍ୱର୍ ସ୍ଥାନ ଅଧିକାର କରିଥିବା ସୂଚନା !   (13-May-2026)       ||      *ଖୁଟଗୁଡା ରେ ହିନ୍ଦୁ ମହାସଂଘ ପ୍ରମୁଖ ଙ୍କୁ ଭବ୍ୟ ସ୍ଵାଗତ*   (13-May-2026)       ||      ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ପୁରୁଷ ବନ୍ଧୁଙ୍କ ସମେତ ୪ ଗିରଫ   (13-May-2026)       ||      ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ଏଆଇଡିଏସ୍ଓ    (13-May-2026)       ||      ପାଳଲହଡା ଅଞ୍ଚଳରେ ଅବୈଧ ଓ ଅନଧିକୃତ ଲଘୁ ଖଣିଜ ଖନନ ଏବଂ ପରିବହନ ଉପରେ ଚଢାଉ ହାଇବା ଜବତ    (13-May-2026)       ||      ମା ଙ୍କୁ ମନେ ପକାଇଲେ ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟ ର ସଭ୍ୟସଭ୍ୟା    (13-May-2026)       ||      ସାଇଟ କଲେଜରେ ବିଶ୍ୱ ସେବିକା ଦିବସ ପାଳନ   (13-May-2026)       ||      କଟକ ସଦର ବ୍ଲକରେ ଅନ୍ତୋଦୟ ଯୋଜନାରେ ଅନିୟମିତତା    (13-May-2026)       ||      ଦୁଇ ଶିକାରୀ ଙ୍କୁ ଗିରଫ କରିବା ସହ ଦୁଇଟି ଦେଶୀ ବନ୍ଧୁକ ଜବତ   (12-May-2026)       ||     

HOME   ଜିଲ୍ଲା

ବାସସ୍ଥାନ ପାଇଁ ଗୁହାରି କରୁଛି ଭୂମିହୀନ ଶ୍ରୀକୃଷ୍ଣ

25-Nov-2021



ପଦ୍ମପୁର, ଗରିବଙ୍କ ପାଇଁ  ଯୋଜନା ପରେ ଯୋଜନା ଥାଇ ମଧ୍ୟ ଏବେ ବି ବାସହରା ଶ୍ରୀ କୃଷ୍ଣ l ଗୋପପୁର ର ଭଗବାନ ଶ୍ରୀକୃଷ୍ଣ ଙ୍କ କଥା ଏଠି ମୁଁ କହୁନି, କହୁଛି ପଦ୍ମପୁର ସହରର ରଜାପଡା ୱାର୍ଡ ନମ୍ବର ୯ ର କୃଷ୍ଣ ବରିହା ଙ୍କ ଦୁଃଖ l ଭୂମିହୀନ ,ଗରିବ ଖଟିଖିଆ ମଣିଷ, ସେ ମୂଲ ଲାଗି ପରିବାର ପ୍ରତିପୋଷଣ କରନ୍ତି l ତାଙ୍କ ପରିବାର ରେ ଶ୍ରୀ କୃଷ୍ଣ ଙ୍କୁ ଛାଡି ତାଙ୍କ ସ୍ତ୍ରୀ ଦୁଇ କୁନି କୁନି ଶିଶୁ l ମୂଲ  ଲାଗି ଯାହା ରୋଜଗାର କରନ୍ତି ସେଥିରେ ପରିବାର ପ୍ରତିପୋଷଣ କରିବା ଭାରି କଷ୍ଟ।ସେ ଭୂମିହୀନ ଓ ବାସହରା ହୋଇଥିବାରୁ ବହୁତ ଦୟନୀୟ ଅବସ୍ଥାରେ ବାର ଦୁଆର ଶୁଣ୍ଢି ପିଣ୍ଢା ହୋଇ ମୁଣ୍ଡ ଗୁଂଜୁଛନ୍ତି।ଜାଗା ମିଶନ ରେ ସରକାର ଙ୍କ ଧାର୍ଯ୍ୟ ଅନୁସାରେ ଜମି ଓ ଘର ଟିଏ ଯୋଗେଇଦେଲେ ଶ୍ରୀ କୃଷ୍ଣ ବରିହାଙ୍କ ପରିବାର ଉପକୃତ ହେବେ ବୋଲି ସେ ପଦ୍ମପୁର ଉପଜିଲ୍ଲାପାଳ ଙ୍କ ପାଖରେ ନିବେଦନ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   14-May-2026
  ଜିଲ୍ଲା  
ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା   14-May-2026
  ଜିଲ୍ଲା  
ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର   14-May-2026
  ଜିଲ୍ଲା  
ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   14-May-2026
  ଶି‍କ୍ଷା ଓ ନିଯୁକ୍ତି  
ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି   13-May-2026
  ରାଜ୍ୟ  
ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   13-May-2026
  ଜିଲ୍ଲା  
ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   13-May-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    13-May-2026
  ଜିଲ୍ଲା  
ବିନିକା ପ୍ରିମୀୟର ଲିଗ,ସ୍ମାର୍ଟ୧୧କୁ ହରାଇ ତ୍ରିରଙ୍ଗାର ବିଜୟ ଧାରା ଜାରି   13-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଦ୍ୱିତୀୟ ଦିବସ*   13-May-2026
  ଜିଲ୍ଲା  
*ଘର କୁ ଘର ଗ୍ୟାସ ହୋମ ଡେଲିଭରୀ ସେବା ପ୍ରଦାନ କରିବା କୁ ଉପଭୋକ୍ତା ଙ୍କୁ ଦୃଢ ପ୍ରତିଶୁତି ଦେଲେ ଚରଣ ନାଏକ*   13-May-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ନର୍ଲା ଥାନା କାର୍ଯ୍ୟକଳାପ ପାଇଁ ଏକ ନମ୍ୱର୍ ସ୍ଥାନ ଅଧିକାର କରିଥିବା ସୂଚନା !   13-May-2026

You Might Also Like