-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ଜିଲ୍ଲା

ମୃତ ସାମ୍ବାଦିକ ଙ୍କ ପରିବାର କୁ ପୋଲିସ ଓ ପ୍ରଶାସନିକ ଅଧିକାରୀଙ୍କ ସହାୟତା ଓ ବଦାନ୍ୟତା କୁ ବୁଦ୍ଧିଜୀବୀ ଓ ଗଣମାଧ୍ୟମ ଙ୍କ ଭୁୟସୀ ପ୍ରଶଂସା

25-Nov-2021



ବୌଦ୍ଧ(ମନୋରଞ୍ଜନ ତ୍ରିପାଠୀ) : କରୋନା ସଂକ୍ରମଣ ରେ ମୃତ୍ୟୁର ଶୀକାର ହୋଇଥିବା ବୌଦ୍ଧ ଜ଼ିଲ୍ଲା ର ଯୁବ ସାମ୍ବାଦିକ ଦୁର୍ବାକ୍ଷ ବସ୍ତିଆଙ୍କ ଶୋକସନ୍ତପ୍ତ ପରିବାରକୁ ବୌଦ୍ଧ ଜ଼ିଲ୍ଲା ର ଉଭୟ ପୋଲିସ ଓ ପ୍ରଶାସନିକ ମହିଳା ଅଧିକାରୀ ତପସ୍ୱିନୀ କଅଁର, ଓ  ରୀତା ବଳିୟାର ସିଂହ  ସାକ୍ଷାତ କରି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ମଧ୍ୟ ଯୋଗାଇଦେଇଥିବା ଜଣାଯାଇଛି । ଓଡ଼ିଶା ଭାସ୍କର ସମ୍ବାଦପତ୍ରରେ ଜ଼ିଲ୍ଲା ପ୍ରତିନିଧି ଭାବରେ କାର୍ଯ୍ୟ କରୁଥିବା ସ୍ୱର୍ଗତ ବସ୍ତିଆ କରୋନା ସଂକ୍ରମଣ ଦ୍ୱାରା ସଂକ୍ରମିତ ହୋଇ ଗତ ମଇ ୧୦ ତାରିଖ ଦିନ ସୁବର୍ଣ୍ଣପୁର ଚିକିତ୍ସାଳୟକୁ ନେବା ରାସ୍ତାରେ ଆମ୍ବୁଲାନସରେ ହିଁ ତାଙ୍କର ମୃତ୍ୟୁ ହୋଇଯାଇଥିଲା । ଏ ଘଟଣା ପରେ ବୌଦ୍ଧ ଜ଼ିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ମିସ ସିଂହ  ସ୍ବର୍ଗୀୟ ବସ୍ତିଆଙ୍କ ପରିବାରକୁ  ରାଜ୍ୟ ସରକାରଙ୍କ ପକ୍ଷରୁ ଆର୍ଥିକ ସହାୟତା  ଯୋଗାଇ ଦେବାକୁ ଜ଼ିଲ୍ଲାପାଳ ଙ୍କ ସହିତ  ଆଲୋଚନା କରି  ଖୁବ ପ୍ରୟାସ କରିଛନ୍ତି  l ଅନେକ ଥର ତାଙ୍କ  ଗାଁ ଓ ପରିବାରକୁ  ଯାଇ  ଏଥିପାଇଁ ବିଭିନ୍ନ ଡକୁମେଣ୍ଟସ  ବି  ପ୍ରସ୍ତୁତ କରିଛନ୍ତି  ମିସ ସିଂହ l  କିନ୍ତୁ  ତାଙ୍କର ତାଙ୍କ ଚିକିତ୍ସା ଅନ୍ୟ ଜ଼ିଲ୍ଲାରେ ହୋଇଥିବl ଓ ପରିବାର ସମ୍ପର୍କୀୟଙ୍କ ଅବହେଳା ଯୋଗୁଁ କରୋନା ପରୀକ୍ଷା ହୋଇ ପାରିନଥିବାରୁ ସରକାରଙ୍କ ପକ୍ଷରୁ କୋଭିଡ ଯୋଦ୍ଧା ଭାବରେ ଘୋଷିତ ସହାୟତା ରାଶି ତାଙ୍କ ପରିବାରକୁ ଯୋଗାଇବା ସମ୍ଭବ ହୋଇ ପାରିନି । ତେବେ ମିସ ସିଂହ ଓ ଜ଼ିଲ୍ଲାପାଳ ଶ୍ରୀ ଲଲାଟେନ୍ଦୁ ମିଶ୍ରଙ୍କ  ଦୃଢ଼ଇଚ୍ଛା ଶକ୍ତି  ଓ ଉଦ୍ୟମ ବଳରେ ଗତ ଜାତୀୟ ପ୍ରେସ ଦିବସ ଅବସରରେ ବୌଦ୍ଧ ଜିଲା ପ୍ରଶାସନ ପକ୍ଷରୁ ସ୍ୱର୍ଗତ ବସ୍ତିଆଙ୍କୁ ତାଙ୍କର କର୍ତ୍ତବ୍ୟ ନିଷ୍ଠା ପାଇଁ ମରଣୋତ୍ତର ସମ୍ମାନ ଭାବରେ ସମ୍ବର୍ଦ୍ଧିତ କରାଯାଇଥିଲା ।  ଗୁରୁବାର ଦିନ ପୂର୍ବାହ୍ନରେ ବୌଦ୍ଧ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂହ ଓ ବୌଦ୍ଧ ଆଦର୍ଶଥାନା ଅଧିକାରୀ ତପସ୍ୱିନୀ କହଁର ସ୍ୱର୍ଗତ ବସ୍ତିଆଙ୍କ ପରିବାରକୁ ଭେଟି ତାଙ୍କ କଣ୍ଟାମାଲ ବ୍ଲକ ଶୁଣ୍ଢିପଦର ସ୍ଥିତ ଘରେ ପହହଞ୍ଚିଥିଲେ ଓ ଜ଼ିଲ୍ଲା ପ୍ରଶାସନ ପକ୍ଷରୁ ଏହି ସମ୍ବର୍ଦ୍ଧନା ପତ୍ର  ପ୍ରଦାନ କରି ଥିଲେ l  ବୌଦ୍ଧ ଥାନା ଅଧିକାରୀ ସୁଶ୍ରୀ କଅଁର  ଦୁର୍ବାକ୍ଷଙ୍କ ଶୋକସନ୍ତପ୍ତ ପରିବାରକୁ ୩୦ ହଜାର ଟଙ୍କାର ସହାୟତା ରାଶି ପ୍ରଦାନ କରି ଥିବା ବେଳେ ମିସ ମଧ୍ୟ ଏହି ପରିବାରକୁ ପୂର୍ବରୁ ଭେଟି  ଆର୍ଥିକ ଓ ମାନସିକ ସ୍ତରରେ 

ଅନେକ ପ୍ରେରଣା ଓ ସହାୟତା  ଦେଇ ଆସିଥିବା  ଜଣା ଯାଇଛି l ଥାନା ଅଧିକାରୀ ସୁଶ୍ରୀ କହଁର ଓ ମିସ ସିଂହ ଙ୍କ ଏହି  ସହାୟତା, ମହାନତା, ବଦାନ୍ୟତା  ଏବଂ ଜ଼ିଲ୍ଲାପାଳ  ଶ୍ରୀ ମିଶ୍ର ଙ୍କ  ସମବେଦନା, ପ୍ରେରଣା, ଓ  ଉତ୍ସାହ କୁ ବୌଦ୍ଧ ଓ ସୁବର୍ଣ୍ଣପୁର ଉଭୟ ଜିଲାର ବୁଦ୍ଧିଜୀବୀ, ସାମ୍ବାଦିକ  ମହଲରେ ତାଙ୍କୁ ଭୁୟସୀ ପ୍ରଶଂସା କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like