-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ମହାନଗର

ସାହିତ୍ୟିକ ତଥା ଦକ୍ଷ ସଂଗଠକ ଆନନ୍ଦ ଚନ୍ଦ୍ର ମହାନ୍ତି ଥିଲେ ସଦର ମାଟିର ଗର୍ବ ଗୌରବ : କବି ଡକ୍ଟର ଚିତ୍ତରଞ୍ଜନ ବେହେରା ଙ୍କ ଅଷ୍ଟମ ଶ୍ରାଦ୍ଧ ଉତ୍ସବ ପାଳିତ

25-Nov-2021



।କଟକ : କଟକ ସଦର ୪୨ ମୌଜା ଉପକଣ୍ଠ ପଟଣା ଗ୍ରାମର ସାଂସ୍କୃତିକ ସଂଗଠନ ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧନା ପର୍ବ,ଆଲୋଚନା ଚକ୍ର,ପତ୍ର ପତ୍ରିକା ଉନ୍ମୋଚନ ଓ ପ୍ରତିଷ୍ଠାନ ସେବାକାର୍ଯ୍ୟର ତୈଳଚିତ୍ର ଉନ୍ମୋଚନ ଆଦି ବହୁବିଧ କାର୍ଯ୍ୟକ୍ରମ ପଟଣା କାର୍ଯ୍ୟାଳୟରେ ଅନୁଷ୍ଠିତ ହେବାସହ ଗାନ୍ଧିବାଦୀ ଚିତ୍ରଶିଳ୍ପୀ ଆନନ୍ଦ ଚନ୍ଦ୍ର ମହାନ୍ତିଙ୍କ ଅଷ୍ଟମ ଶ୍ରାଦ୍ଧ ଦିବସରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ସଭାପତି ଇଂ.ଅଶୋକ ବିଶ୍ଵାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଜ୍ୟୋତିର୍ବିଦ ପଣ୍ଡିତ ଶ୍ରୀପତି ଆଚାର୍ଯ୍ୟ,ମୁଖ୍ୟବକ୍ତା ଚିତ୍ତ ରଂଜନ ବେହେରା,ସମ୍ମାନିତ ଅତିଥି ଭାବେ ନାଟ୍ୟକାର ଅଶୋକ ପଟ୍ଟନାୟକ, କବୟିତ୍ରୀ ପ୍ରତିଭା ଶତପଥୀ, ବିଶିଷ୍ଟ ସମାଜସେବୀ ଅଭିମନ୍ୟୁ ଦାସ,ପ୍ରାଧ୍ୟାପକ କଲିମୁଲ୍ଲା, କଥାକାର ଶରତ ରାୟ,ଇଂ.ପ୍ରଦୀପ ବେହେରା,ସଂଗଠକ ରୁଦ୍ର ନାରାୟଣ ଦାସ ପ୍ରମୁଖ ମଞ୍ଚାସିନ ଥିଲାବେଳେ ସମସ୍ତ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ । ଏହି ସଭାରେ କଣ୍ଠଶିଳ୍ପୀ ଆଶିଷ ମହାନ୍ତି,ଶ୍ୟାମାମଣି ମହାନ୍ତି, ଚିତ୍ରଶିଳ୍ପୀ ଲଲିତ ନାରାୟଣ ସ୍ୱାଇଁ,ଚିତ୍ରଶିଳ୍ପୀ ସୈୟଦ୍ ଅର୍ମାନ୍,ସମାଜସେବୀ ଗଗନ ବିହାରୀ ପାଇଟାଳ,ଯୁବ ସମାଜସେବୀ ଶିଶିର ସାହୁ,ସମାଜସେବୀ ଲଲିତ ରାୟ, ସମାଜସେବୀ ଡୁଡୁଲ୍  ସ୍ୱାଇଁ,ବରିଷ୍ଟ ଫଟୋ ସାମ୍ବାଦିକ ସରୋଜ ମଲ୍ଲିକ,ଯୁବ ସାମ୍ବାଦିକ ଚନ୍ଦନ ମଲ୍ଲିକ,ଶିକ୍ଷାବିତ୍ ସାଗରିକା ମଲ୍ଲିକ,ଅବସର ପ୍ରାପ୍ତ ଜେଲର ସୁରେନ୍ଦ୍ର ନାଥ ମଲ୍ଲିକ, ଯୁବ ସାମ୍ବାଦିକ ଅଶୋକ ବାରିକ,ଯୁବ ସାମ୍ବାଦିକ ସନ୍ଦୀପ ଚୌଧୁରୀ,ସାମ୍ବାଦିକ ସନ୍ଦୀପ ମହାନ୍ତି,ସାମ୍ବାଦିକ ମୁକେଶ ମହାପାତ୍ର, ଯୁବ ସଂଗଠକ ପ୍ରକାଶ ମହାପାତ୍ର, ଓଡ଼ିଶା ସାମ୍ବାଦିକ ୟୁନିଅନ କଟକ ଜିଲ୍ଲା ମୁଖ୍ୟ ପ୍ରଫୁଲ୍ଲ ମହାନ୍ତି, ସାମ୍ବାଦିକ ସତ୍ୟବ୍ରତ, ସାମ୍ବାଦିକ ତପନ ସାହୁ ପ୍ରମୁଖଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଖବକାଗଜ ପଲ୍ଲୀ ଠାରୁ ଦିଲ୍ଲୀ, ଅଭିନନ୍ଦନ, ଲୋକଭାଷା ଲୋକାର୍ପିତ ହେଇଥିଲା । ଶେଷର ସଂପାଦକ ନାରାୟଣ ଚନ୍ଦ୍ର ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like