-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||     

HOME   ଜିଲ୍ଲା

 ମାନସିକ ଅନଗ୍ରସରଙ୍କ ଶିକ୍ଷଣୀୟ ଉପକରଣ ପ୍ରଦାନ ଉତ୍ସବର ଉଦଘାଟନ କଲେ ନରସିଂହ,  ମାନସିକ ଅନଗ୍ରସରଙ୍କୁ ସ୍ୱାବଲମ୍ବି କରିବା ପାଇଁ ଯଥେଷ୍ଟ ଉଦ୍ୟମର ଆବଶ୍ୟକତା ରହିଛି - ନରସିଂହ

25-Nov-2021



ବଲାଙ୍ଗିର, (ପ୍ରେରଣା ଖବର) ଆଜି ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ସ୍ଥାନୀୟ ଡା ହରେକୃଷ୍ଣ ମହତାବ ମାନସିକ ନ୍ୟୁନତା ସଂସ୍ଥାନ ପାଇଁ ପ୍ରାୟ ୭ଲକ୍ଷ ୩୫ ହଜାର ଟଙ୍କାର ଶିକ୍ଷଣୀୟ ଉପକରଣ ପ୍ରଦାନ ଉତ୍ସବର ଉଦଘାଟନ କରିଛନ୍ତି । ଆଶ୍ରା ବଲାଙ୍ଗିର ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ  ଶ୍ରୀ ମିଶ୍ର ମୂଖ୍ୟ ଅତିଥି ରୂପେ ଯୋଗ ଦେଇକହିଛନ୍ତି ଯେ, ମାନସିକ ଅନଗ୍ରସର ସମାଜରେ ନିରିହତା ପ୍ରତୀକ ।  ମାନସିକ ଅନଗ୍ରସରଙ୍କ ପାଇଁ ସରକାରୀ ବା ବେସରକାରୀ ସ୍ତରରେ ଯାହ କିଛି ଉଦ୍ୟମ ହେଉଛି ତାହା ପ୍ରଶଂସା ଯୋଗ୍ୟ ହେଲେ ମଧ୍ୟ ପର୍ଯ୍ୟାପ୍ତ ନୁହେଁ । ଉଦାହରଣ ସ୍ୱରୁପ  ୧୯୯୫ ମସିହାରୁ ଉକ୍ତ ସଂସ୍ଥାନ ଆରମ୍ଭ ହୋଇଥିଲେ ମଧ୍ୟ ମାତ୍ର ଦୁଇ ବର୍ଷ ହେବ ସରକାରୀ ସହାୟତା ପାଉଛି । ତେଣୁ ମାନସୀକ ଅନଗ୍ରସରଙ୍କୁ ସ୍ୱାବଲମ୍ବି କରିବା ପାଇଁ ଆହୁରି ଅନେକ ଉଦ୍ୟମର ଆବଶ୍ୟକତା ରହିଛି । ସମାଜରେ ଏହି ବର୍ଗକୁ  ଅଧିକାର ସୁରକ୍ଷୀତ କରିବା ପାଇଁ ଉକ୍ତ ସଂସ୍ଥାର ଆବଶ୍ୟକତା ଅନୁସାରେ  ସରକାରୀ ହେଉ ବା ବ୍ୟକ୍ତିଗତ ସ୍ତରରେ ସମସ୍ତ ସହେଯାଗ ଯୋଗଇ ଦିଆଯିବ ଶ୍ରୀ ମିଶ୍ର ମତ ବ୍ୟକ୍ତ କରିଛନ୍ତି । ତେବେ ଏମସିଏଲ ପକ୍ଷରୁ ସାମାଜିକ ଦାଇତ୍ୱ କାର୍ଯ୍ୟକ୍ରମ ମାଧ୍ୟମରେ ଏହି ସବୁ ଉପକରଣ ପ୍ରଦାନ କରାଯାଇଥିବା ସୂଚନା ରହିଛି ।   ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନବକୃଷ୍ଣ ସାହୁ ଓ ଆଶ୍ରା ସଂପାଦକ ରଞ୍ଜିତ ପ୍ରସାଦ ମାହନ୍ତିଙ୍କ ଉପସ୍ଥିତିରେ ବିଷ୍ଣୁ ପ୍ରସାଦ ବିଶ୍ୱାଳ ଏହି କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ସଂସ୍ଥାନ ଅଧ୍ୟକ୍ଷା ସ୍ନେହଲତା ମହାନ୍ତି ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସସ୍ମିତା ମହାନ୍ତି , ମମତା ମହାନ୍ତି, ଜ୍ୟୋତି ପ୍ରସାଦ ମହାନ୍ତି, ବିରେନ୍ଦ୍ର ଭିତିରିଆ, ରଞ୍ଜିତ ନାଏକ, ସଂବିତ ପଟ୍ଟନାୟକ, ସବିତା ରଣା, ଗୀତାଞ୍ଜଳି ନାଗ, ଅଞ୍ଜନା ଭୋଇ, ରିଙ୍କି ଥପା, ଝସକେତନ ସାହୁ, ସୁନିଲ ପ୍ରଧାନ, ରାଜେଶ୍ୱରୀ ସାହୁ, ସବିତା ତୁମନିଆ,ଭରତ ବିଶ୍ୱାଳ, ପ୍ରଶାନ୍ତ ନାଏକ, କାଲିଆମଣି ପୁଟେଲ, ରୁପେଶ ସାହୁ ପ୍ରମୂଖ ଉପସ୍ଥିତ ଥିଲେ । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026

You Might Also Like