-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||     

HOME   ଜିଲ୍ଲା

କର୍ଲାମୁଣ୍ଡା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର କୁ ଆବଶ୍ୟକ ସାମଗ୍ରୀ ଯୋଗେଇବାକୁ ଦାବି.

26-Nov-2021



କର୍ଲାମୁଣ୍ଡା-(ପ୍ରଦୀପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କ ର୍ଲା ମୁଣ୍ଡା ବ୍ଲକ ରେ ଥିବା ଗୋଷ୍ଟି ସ୍ବାସ୍ତ୍ୟ କେନ୍ଦ୍ର ର ଉତ୍ତମ ସ୍ବାସ୍ତ୍ୟ ସେବା ଯୋଗୁଁ ଦିନକୁ ଦିନ ରୋଗୀ ସଂଖ୍ୟା ବଢିବାରେ ଲାଗିଛି।ବିଶେଷ ଭାବେ  ଯେଉଁ ଦିନ ଠୁଁ ଡାକ୍ତର ଆଶିଷ କୁମାର ଧରୁଆ ଏହି ଡାକ୍ତର ଖାନା ରେ ଯୋଗ ଦେଲେ ସେହି ଦିନ  ଠାରୁ କେସିଙ୍ଗା ବ୍ଲକ , ମ.ରାମପୁର ବ୍ଲକ, ନର୍ଲା ବ୍ଲକ ଓ କର୍ଲାମୁଣ୍ଡା ବ୍ଲକ ର ରୋଗୀ ମାନେ ନିୟମିତ ଭାବରେ ଚିକିତ୍ସା ପାଇଁ ଆସୁଥିବା ଦେଖିବାକୁ ମିଳିଛି।ଲକ୍ଷ୍ୟା ଧିକ ଲୋକ  ନିର୍ଭର କରୁଥିବା ବେଳେ ଏହି ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ରେ  ରୋଗୀଙ୍କ ପାଇଁ ବେଡ଼ ବୃଦ୍ଧି ସହିତ ଅନ୍ୟାନ୍ୟ ଉପକରଣ ସବୁ ଯୋଗେଇଦେବାକୁ ଅଞ୍ଚଳ ବାସି ଦାବି କରିଛନ୍ତି।ଏହି ନିକଟରେ ଡ଼ ଧରୁଆ ଜଣେ ଗରିବ ପ୍ରସୂତି ମହିଳା ଙ୍କୁ ସି ଏସ କରି ଉଦାହରଣ ସୃଷ୍ଟି କରିଛନ୍ତି l ଯଦି ଏଠାରେ ସି ଏସ ପାଇଁ ଆବଶକୀୟ ଉପକରଣ ଯୋଗାଇଦିଆଜାନ୍ତା ତାହେଲେ ଅନେକ ଗରିବ ଗର୍ଭବତୀ ମହିଳା ଙ୍କ ଏଠାରେ ଯାନ୍ତ୍ରିକ ଅସ୍ତ୍ରୋପଚାର ହୋଇପାରନ୍ତା l ଫଳରେ ଦୁରାନ୍ତ ଡାକ୍ତରଖାନା କୁ ଯାଇ ଆଉ ଖର୍ଚ୍ଚାନ୍ତ ହୁଅନ୍ତେ ନାହିଁ ବୋଲି ସ୍ଥାନୀୟ ଜନସାଧାରଣ ରେ ଦାବୀ ହେଉଛି l


News Comment




Photo in News

Advertisment
Lastest News
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026

You Might Also Like