-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||     

HOME   ଜିଲ୍ଲା

ଆନ୍ତର୍ଜାତିକ "ମହିଳା ବିରୁଦ୍ଧ ରେ ହିଂସା ଦିବସ" ୨୦୨୧ ପାଳିତ

26-Nov-2021



ବଲାଙ୍ଗିର,(ପ୍ରେରଣା ଖବର) + ବଲାଙ୍ଗିର ଜିଲ୍ଲା ସ୍ଥାନୀୟ ସାମାଜିକ ଓ ସ୍ୱାସ୍ଥ୍ୟ କ୍ଷେତ୍ରରେ କାର୍ଯ୍ୟରତ ଅଗ୍ରଣୀ ଅନୁଷ୍ଠାନ ନେସନାଲ ପିସ ୟୁନୀସନ ଦ୍ୱାରା ପରିଚାଳିତ ସହରାଂଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର  ମାଧ୍ୟମରେ ଅନ୍ତର୍ଜାତୀୟ ମହିଳା ବିରୁଦ୍ଧରେ ହିଂସା ଦିବସ ପାଳନ କରାଯାଇଥିଲା ll

ଉକ୍ତ ଦିବସକ୍ରମରେ ମହିଳା ମାନଙ୍କ କ୍ଷେତ୍ରରେ, ଘରୋଇ ହିଂସା, ସମାଜ ରେ ହିଂସା, ବିବାହ ଉତ୍ସବ ଓ ଯୌତୁକଜନିତ ହିଂସା, ସରକାରୀ ଓ ବେସରକାରୀ ସ୍ତରରେ କାର୍ଯ୍ୟରତ ମହିଳା ମାନଙ୍କୁ ଶୋଷଣ ଓ ତାଙ୍କ ପ୍ରତି ହିଂସା ଇତ୍ୟାଦି ର ବିଶେଷ ଆଲୋଚନା କରାଯାଇଥିଲା l ମହିଳା ହିଂସା କୁ ପ୍ରତିରୋଧ କରିବାକୁ ହେଲେ ମହିଳା ମାନେ ବିଭିନ୍ନ ଜାତୀୟ, ଅନ୍ତର୍ଜାତୀୟ ସାମାଜିକ ଅନୁଷ୍ଠାନ ମାନଙ୍କ ସହିତ ଜଡିତ ରହିବା, ବିଭିନ୍ନ ମାନବିକ ଅଧିକାର ଅନୁଷ୍ଠାନ, ଗଣ ମାଧ୍ୟମ ଅନୁଷ୍ଠାନ ମାନଙ୍କ ସହିତ ସମ୍ପର୍କ ରେ ରହି ନିଜେ ସ୍ୱୟଂସିଦ୍ଧ ହୋଇ ସ୍ୱର ଉତ୍ତ୍ୱଳନ କଲେ ଧୀରେ ଧୀରେ ସମାଜ ମାନଙ୍କ ରୁ ମହିଳା ହିଂସା କମି ଯିବାର ସମ୍ଭାବନା ରହିଛି ବୋଲି ପିସ ଊନୀସନ ନିର୍ଦେଶକ ସତ୍ୟ ରଞ୍ଜନ ମିଶ୍ର ଉଦବୋଧନ ଦେଇଥିବାବେଳେ, ସରକାରୀ ସ୍ତର ମାନଙ୍କରେ, ଅଳ୍ପ ବୟସରେ ବିବାହ କୁ ନେଇ, ଆର୍ଥିକ ଅନlଟନ କୁ ନେଇ କଳହ ଓ ପାରିବାରିକ ହିଂସା କୁ ପ୍ରତିହତ କିଭଳି କରାଯାଇ ପାରିବ ସେ ସମ୍ପର୍କରେ ଶ୍ରୀ ରାମାନୁଜ ପଣ୍ଡା

(ସ୍ୱାସ୍ଥ୍ୟ ଅତିରିକ୍ତ ମେନେଜର ) ଡା. ଆଶିଷ ବିଶ୍ୱାସ (ଚିକିତ୍ସା ଅଧିକାରୀ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର) ଉଦବୋଧନ ଦେଇଥିଲେ l
ସ୍ୱାସ୍ଥ୍ୟ କେନ୍ଦ୍ର ତରଫରୁ ଜଣେ ରାଷ୍ଟ୍ରୀୟ ତଥା ରାଜ୍ୟ ସ୍ତରରେ ପ୍ରତିଷ୍ଠିତ ମହିଳା ମୋଡେଲ ଯେ କି ରାଜ୍ୟ ପ୍ରଭାବି ମହିଳା, ରାଣୀ ଦୁର୍ଗାଶକ୍ତି ପୁରସ୍କାର, ରାଷ୍ଟ୍ରୀୟ ତିଆରା ପୁରସ୍କାର ଦ୍ୱାରା ସମ୍ମାନିତ ସୁଶ୍ରୀ ସ୍ୱଗତିକା କୁଅଁର ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ତାଙ୍କର ବହୁମୂଲ୍ୟ ନାରୀ ଙ୍କ ସଶସ୍ତିକରଣ ଓ ହିଂସା ପାଇଁ କିଭଳି ଜଣେ ଝିଅ ନିଜକୁ ସଜାଗ ରଖିବ ଓ ଆତ୍ମସ୍ଵlବଲମ୍ବୀ ହୋଇ ସମାଜରେ ପ୍ରତିଷ୍ଠା ତିଆରି କରିପାରିବ ସେ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ l ଉପସ୍ଥିତ ମହିଳା ଆଶା ଦିଦି, ସ୍ୱାସ୍ଥ୍ୟ କର୍ମୀ ମାନ ନିଜ ଅଭିଜ୍ଞତା ଜନିତ ବକ୍ତବ୍ୟ ଉପସ୍ଥାପନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026

You Might Also Like