-+91-9937148622 |

prerana_bgr@rediffmail.com |

  Monday 11th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରୀଷ୍ମକାଳୀନ କରାଟେ ଟାଇକଣ୍ଡୋ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ   (10-May-2026)       ||      ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ପକ୍ଷରୁ ବୃକ୍ଷର ଯତ୍ନ ନେବା ପାଇଁ କର୍ମଶାଳା   (10-May-2026)       ||      ଚାର୍ଜସିଟ୍ ଦାଖଲ ପୂର୍ବରୁ ବେଆଇନ୍ ଆଇନଗତ ଚକ୍ରାନ୍ତ ? ଆସନ୍ତାକାଲି ପୁଣି ଜାମିନ ଆବେଦନ !   (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   (10-May-2026)       ||      ଆମ ଢେଙ୍କାନାଳ- ଆମ ଗୌରବ   (10-May-2026)       ||      ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   (10-May-2026)       ||      ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   (10-May-2026)       ||      ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ    (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   (10-May-2026)       ||      ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   (10-May-2026)       ||      *ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   (10-May-2026)       ||      ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ    (10-May-2026)       ||      ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||     

HOME   ଜିଲ୍ଲା

ଦେଓଗାଁ ବ୍ଲକ କାର୍ଯ୍ୟାଳୟ ଘେରିଲେ ଆମ୍ ଆଦମୀ ପାର୍ଟି

26-Nov-2021



ବଲାଙ୍ଗିର (ପୁର୍ଣ୍ଣ ଶଶୀ ଶେଖର ରାଓ) ଆଜି ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ କାର୍ଯ୍ୟାଳୟ କୁ ଆମ ଆଦମୀ ପାର୍ଟି ପକ୍ଷରୁ ଘେରାଉ କରିଥିବା ଜଣାପଡିଛି। ସୂଚନା ଅନୁଯାୟୀ ଦେଓଗାଁ ବ୍ଲକ ମହଲାଇ ପଞ୍ଚାୟତ ବଲାରପାଲି ଗାଁ ରେ କଦର୍ଯ୍ୟ ପାଣି ପିଇ ଲୋକେ କିଡନୀ ରୋଗରେ ଆକ୍ରାନ୍ତ ହେଉଛନ୍ତି।ଅନେକ ଲୋକ ରୋଗରେ ଆକ୍ରାନ୍ତ ହୋଇ ମୃତୁ୍ୟବରଣ କରୁଥିବା ବେଳେ ଆହୁରି କିଛି ଲୋକ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି।ଏ ବିଷୟରେ ପ୍ରଶାସନ କୁ ଅବଗତ କରାଇଥିଲେ

ସୁଦ୍ଧା କୌଣସି ସୁଫଳ ମିଳିନଥିବା ରୁ ଗ୍ରାମବାସୀଙ୍କ ମନରେ ଅସନ୍ତୋଷ ଦେଖାଦେଇଛି। ଏହି ସମସ୍ୟାର ସମାଧାନ ପାଇଁ ବଲାଙ୍ଗିର ଆମ ଆଦମୀ ପାର୍ଟି ର ମୁଖପାତ୍ର ଆଶିଷ ପାଣ୍ଡେ ଓ ଜିଲ୍ଲା ଆବାହକ ଶଙ୍କର୍ଷଣ ମହାପାତ୍ର ଙ୍କ ନେତୃତ୍ୱ ରେ ପ୍ରଶାସନ କୁ ଜଣାଇଥିଲେ ହେଲେ କିଛି ସୁଫଳ ମିଳିନଥିଲା। ସେଥିଯୋଗୁଁ ଆଜି ବଲାଙ୍ଗିର ଜିଲ୍ଲା ଆମ ଆଦମୀ ପାର୍ଟି ଓ ଗ୍ରାମର ଶତାଧିକ ଲୋକ ବ୍ଳକ କାର୍ଯ୍ୟାଳୟ ଘେରାଉ କରିଥିଲେ। ଏବଂ ବିଡ଼ିଓ ଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଦାବି ରେ ଉଲ୍ଲେଖ ରହିଛି ଯେ ଗାଁ ର ସମସ୍ତ ଘରକୁ ଯାଇ ଯାଞ୍ଚ କରିବା ସହ ବଲାରପାଲି ଗାଁ ର ସମସ୍ତ ଘରକୁ ବିଶୁଦ୍ଧ ପାନୀୟ

ଜଳ ର ସୁବିଧା କରାଯାଉ। ଏହି ଗାଁ ରେ ଯେତେ ଲୋକ କିଡନୀ ରୋଗ ଆକ୍ରାନ୍ତ ଅଛନ୍ତି ସେମାନଙ୍କୁ ମାଗଣାରେ ଚିକିତ୍ସା ଯୋଗାଇ ଦିଆଯାଉ ଓ କିଡନୀ ରୋଗରେ ମୃତୁ୍ୟବରଣ କରିଥିବା ଲୋକଙ୍କ ପରିବାର ଲୋକଙ୍କୁ ଆର୍ଥିକ ସହାୟତା ଯୋଗାଇ ଦିଆଯାଉ । ବର୍ତ୍ତମାନ ପର୍ଯ୍ୟନ୍ତ ବ୍ଳକ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଥିବା ଜଣାପଡିଛି। ଯଦି ଏହାର ସମାଧାନ ନହୁଏ ତାହେଲେ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ରତର ହେବ ବୋଲି ଆମ ଆଦମୀ ପାର୍ଟି ର ମୁଖପାତ୍ର ଆଶିଷ ପାଣ୍ଡେ ଚେତାବନୀ ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରୀଷ୍ମକାଳୀନ କରାଟେ ଟାଇକଣ୍ଡୋ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ   10-May-2026
  ଜିଲ୍ଲା  
ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ପକ୍ଷରୁ ବୃକ୍ଷର ଯତ୍ନ ନେବା ପାଇଁ କର୍ମଶାଳା   10-May-2026
  ରାଜ୍ୟ  
ଚାର୍ଜସିଟ୍ ଦାଖଲ ପୂର୍ବରୁ ବେଆଇନ୍ ଆଇନଗତ ଚକ୍ରାନ୍ତ ? ଆସନ୍ତାକାଲି ପୁଣି ଜାମିନ ଆବେଦନ !   10-May-2026
  ଜିଲ୍ଲା  
ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-May-2026
  ରାଜ୍ୟ  
ଆମ ଢେଙ୍କାନାଳ- ଆମ ଗୌରବ   10-May-2026
  ଜିଲ୍ଲା  
ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   10-May-2026
  ଜିଲ୍ଲା  
ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   10-May-2026
  ଜିଲ୍ଲା  
ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ   10-May-2026
  ଜିଲ୍ଲା  
ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   10-May-2026
  ଜିଲ୍ଲା  
*ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   10-May-2026
  ରାଜ୍ୟ  
ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ   10-May-2026

You Might Also Like