-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||     

HOME   ଜିଲ୍ଲା

ଓଡ଼ିଆ ବିଭାଗ ର ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ

26-Nov-2021



ପଦ୍ମପୁର:-ବରଗଡ଼ ଜିଲ୍ଲା ପଞ୍ଚାୟତ ସମିତି ମହାବିଦ୍ୟାଳୟ ଗାଇସିଲେଟ ଠାରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ଦ୍ୱିତୀୟ ଓ ତୃତୀୟ ବର୍ଷ ର ଛାତ୍ର ଛାତ୍ରୀ ମାନଙ୍କ ମିଳିତ ଉଦ୍ୟମରେ ପ୍ରଥମ ବର୍ଷ ରେ ପଦାର୍ପଣ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ନେଇ ସ୍ୱାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା lଓଡିଆ ବିଭାଗ ର ମୁଖ୍ୟ ପ୍ରଧ୍ୟାପକ ଡ.ଜୟକେତନ ତ୍ରିପାଠୀ ଙ୍କ ସଭାପତିତ୍ବରେ ସଭାକାର୍ଯ୍ୟ ପରିଚାଳିତ ହୋଇଥିବାବେଳେ ଉକ୍ତ ସମ୍ବର୍ଦ୍ଧନା ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ପଞ୍ଚାୟତ ସମିତି ମହାବିଦ୍ୟାଳୟ ର ଅଧ୍ୟକ୍ଷ ଶ୍ରୀମାନ ସତ୍ୟନାରାୟଣ ପାଣିଗ୍ରାହୀ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉପଦେଶ ପ୍ରଦାନ ସହ ତାଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ lସମ୍ମାନୀତ ଅତିଥି ଭାବେ ଖେଳ ଶିକ୍ଷକ ଶ୍ରୀଯୁକ୍ତ ହେମନ୍ତ କୁମାର ପଣ୍ଡା ଓ ଶିକ୍ଷାବିଭାଗର ଅଧ୍ୟାପକ ଶ୍ରୀଯୁକ୍ତ ଉମାକାନ୍ତ ସାହୁ ଯୋଗଦାନ କରି ନିଜ ନିଜ ସୁଚିନ୍ତିତ ମନ୍ତବ୍ୟ ପ୍ରଦାନ କରିଥିଲେ lଅଧ୍ୟାପିକା ସୁଶ୍ରୀ ସଂଘମିତ୍ରା ସାହୁ ଅତିଥି ପରିଚୟ ପ୍ରଦାନ କରିଥିବାବେଳେ, ସୁଶ୍ରୀ ବୀଣାପାଣି ତାଣ୍ଡି ଧନ୍ୟବାଦ ଅର୍ପଣ କରିଥିଲେ lପରେ ପରେ ପରବର୍ତ୍ତୀ ଅଧିବେଶନ ରେ ଉପସ୍ଥିତ ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ଏକ ନୃତ୍ୟ ପ୍ରତିଯୋଗିତା ହୋଇଥିଲା lଏହି ନୃତ୍ୟ ପ୍ରତିଯୋଗିତା ରେ ବିଚାରକ ଭାବରେ ରାଜନୀତି ବିଜ୍ଞାନ ମୁଖ୍ୟ ପ୍ରଧ୍ୟାପକ ଶ୍ରୀଯୁକ୍ତ ଅର୍ଜୁନ କୁମାର ମହାନ୍ତି ଓ ସଂସ୍କୃତ ବିଭାଗର ବରିଷ୍ଠ ଅଧ୍ୟାପକ ଶ୍ରୀଯୁକ୍ତ ନାରାୟଣ ମିଶ୍ର ଯୋଗ ଦେଇ ପ୍ରତିଯୋଗୀ ମାନଙ୍କ ଯୋଗ୍ୟତା ବିଚାର କରିଥିଲେ lଯୋଗ୍ୟ ବିବେଚିତ ମଧ୍ୟରେ ସସ୍ମିତା,ହରିପ୍ରିୟା,ଆନନ୍ଦିନୀ, ରଘୁନାଥ, ଶ୍ରୀକାନ୍ତ, ବିକାଶ, ଜ୍ୟୋତି ଙ୍କୁ ଏହି ଭବ୍ୟ ସମ୍ବର୍ଦ୍ଧନା ଉତ୍ସବ ରେ ପୁରସ୍କୃତ କରାଯାଇଥିଲା l"ଫ୍ରେସର୍ ଅଫ ଦି ଇୟର" ଭାବରେ ପ୍ରଥମ ବର୍ଷ ର ଛାତ୍ରଶ୍ରୀ ଯଶୋବନ୍ତ କୁମ୍ଭାର ଯୋଗ୍ୟ ବିବେଚିତ ହୋଇ ଏହି ସମାରୋହରେ ପୁରସ୍କୃତ ହୋଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026

You Might Also Like