-+91-9937148622 |

prerana_bgr@rediffmail.com |

  Monday 11th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରୀଷ୍ମକାଳୀନ କରାଟେ ଟାଇକଣ୍ଡୋ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ   (10-May-2026)       ||      ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ପକ୍ଷରୁ ବୃକ୍ଷର ଯତ୍ନ ନେବା ପାଇଁ କର୍ମଶାଳା   (10-May-2026)       ||      ଚାର୍ଜସିଟ୍ ଦାଖଲ ପୂର୍ବରୁ ବେଆଇନ୍ ଆଇନଗତ ଚକ୍ରାନ୍ତ ? ଆସନ୍ତାକାଲି ପୁଣି ଜାମିନ ଆବେଦନ !   (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   (10-May-2026)       ||      ଆମ ଢେଙ୍କାନାଳ- ଆମ ଗୌରବ   (10-May-2026)       ||      ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   (10-May-2026)       ||      ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   (10-May-2026)       ||      ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ    (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   (10-May-2026)       ||      ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   (10-May-2026)       ||      *ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   (10-May-2026)       ||      ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ    (10-May-2026)       ||      ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||     

HOME   ଜିଲ୍ଲା

ବଲାଙ୍ଗିର ବିଜୁ ଜନତା ଦଳର ପୌରାଞ୍ଚଳ କର୍ମୀ ସମ୍ମିଳନୀ ଅନୁଷ୍ଠିତ

26-Nov-2021



ବଲାଙ୍ଗିର(ସନ୍ତୋଷ କୁମାର ଠାକୁର) : ଆଜି ବିଜୁ ଜନତା ଦଳର ପୌରାଞ୍ଚଳ କର୍ମୀ ସମ୍ମିଳନୀ ସ୍ଥାନୀୟ ମୀନା ଟେଣ୍ଟ ହାଉସ ଠାରେ ଆୟୋଜିତ ହୋଇଯାଇଛି । ଏହି ସମ୍ମିଳନୀରେ ମୁଖ୍ଯ ଅତିଥି ପୁର୍ବତନ ରାଜ୍ଯସଭା ସାଂସଦ ଅନଙ୍ଗ ଉଦୟ ସିଂହଦେଓ ସମ୍ମାନିତ ଅତିଥି ଯୁବନେତା ଅର୍କେଶ ନାରାୟଣ ସିଂହଦେଓ ଥିବା ବେଳେ ସଭାପତିତ୍ବ କରିଥିଲେ ବିଜେଡିର ବଲାଙ୍ଗିର ଜିଲ୍ଲାର କାର୍ଯ୍ଯକାରୀ ସଭାପତି ଶ୍ରୀଯୁକ୍ତ ଅଶୋକ ମହାନ୍ତି । ବୈଠକ କୁ ସଂଯୋଜନା କରିଥିଲେ ବଲାଙ୍ଗିର ଜିଲ୍ଲାର ଯୁବ ବିଜେଡ଼ିର ସଭାପତି ରାଜେନ୍ଦ୍ର ପ୍ରସାଦ ହୋତା । ଅର୍କେଷ ନାରାୟଣ ସିଂହଦେଓ ଏବଂ ଶ୍ରୀଯୁକ୍ତ ଅନଙ୍ଗ ଉଦୟ ସିଂହଦେଓ ଅସଲ ଆନୁଗତ୍ୟ ମାନଙ୍କୁ ଚିହ୍ନଟ କରି ଆଗାମୀ ନିର୍ବାଚନ ମାନଙ୍କ ରେ ପ୍ରାର୍ଥୀ ଚୟନ କରାଯିବ  । ଏହା ସହିତ ବିଭିନ୍ନ ଦଳରୁ ଆମ ବିଜେଡିରେ ଯୋଗଦାନ କରୁଥିବା ଅନେକ କର୍ମକର୍ତ୍ତା ଙ୍କ ଯୋଗଦାନ କୁ ଦେଖି ଜଣାପଡୁଛି ଯେ ଏଠାରେ ବିରୋଧୀ ତାଙ୍କର ଦଳୀୟ ସଂଗଠନ କୁ ସୁଦୃଢ ନ କରି ନିଜର ପରିବାର ର ବିକାଶ ରେ ବ୍ଯସ୍ତ ଅଛନ୍ତି ।  ଆମେ କ୍ଷମତା ରହୁ ବା ନରହୁ ବଲାଙ୍ଗିର ଲୋକଙ୍କ ସହିତ ଯୋଡି ହୋଇ ରହିଛୁ ରହିବୁ ବୋଲି ତାଙ୍କର ଅଭିଭାଷଣ ରେ କହିଥିଲେ । ଆଜିର ଏହି ସମ୍ମିଳନୀରେ କଂଗ୍ରେସ ର ପୁରୁଣା ନେତା ଶ୍ରୀ ପବିତ୍ର ନେପାକ ମାନ୍ୟବର ଅନଙ୍ଗ ଉଦୟ ସିଂହଦେଓ ଙ୍କ ଆଦର୍ଶ ଓ ନବୀନ ବାବୁଙ୍କ କାର୍ଯ୍ୟଶୈଳୀ ରେ ଅନୁପ୍ରାଣିତ ହୋଇ ସ୍ୱତଃପ୍ରବୃତ୍ତ ଭାବରେ ବା ଆନୁଷ୍ଠାନିକ ଭାବରେ ବିଜୁ ଜନତା ଦଳରେ  ଯୋଗଦାନ କରିଥିଲେ । ଏହି ସମ୍ମିଳନୀରେ ବକ୍ତବ୍ଯ ରଖିଥିଲେ କୁଲମଣୀ ମେହେର ,  ସମ୍ଭୁ ନାଗ , ମୁନା ଖାନ, ଲିପିଶ୍ରୀ ସାଏ , ଉମା ଶଙ୍କର ସିଂ , ଲକ୍ଷ୍ମଣ କୁମାର ମେହେର , ବାସୁଦେବ ପତି , ଧୃବ ଜୁଏଡ,  ଓମକାର ନାୟକ , ଭଗବାନ ବଗର୍ତ୍ତୀ, ସନ୍ତୋଷିନୀ ବେହେରା , ଗୋଲାପ ବାଗ , ଗୁଞ୍ଜ ଖାନ, ସାଗର ସଙ୍ଗମ ସତପଥି  , ଦମୟନ୍ତୀ ବାଗ, ଉଦ୍ବୋଧନ ଦେଇଥିବା ବେଳେ ସୁମନ ନନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରୀଷ୍ମକାଳୀନ କରାଟେ ଟାଇକଣ୍ଡୋ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ   10-May-2026
  ଜିଲ୍ଲା  
ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ପକ୍ଷରୁ ବୃକ୍ଷର ଯତ୍ନ ନେବା ପାଇଁ କର୍ମଶାଳା   10-May-2026
  ରାଜ୍ୟ  
ଚାର୍ଜସିଟ୍ ଦାଖଲ ପୂର୍ବରୁ ବେଆଇନ୍ ଆଇନଗତ ଚକ୍ରାନ୍ତ ? ଆସନ୍ତାକାଲି ପୁଣି ଜାମିନ ଆବେଦନ !   10-May-2026
  ଜିଲ୍ଲା  
ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-May-2026
  ରାଜ୍ୟ  
ଆମ ଢେଙ୍କାନାଳ- ଆମ ଗୌରବ   10-May-2026
  ଜିଲ୍ଲା  
ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   10-May-2026
  ଜିଲ୍ଲା  
ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   10-May-2026
  ଜିଲ୍ଲା  
ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ   10-May-2026
  ଜିଲ୍ଲା  
ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   10-May-2026
  ଜିଲ୍ଲା  
*ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   10-May-2026
  ରାଜ୍ୟ  
ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ   10-May-2026

You Might Also Like