-+91-9937148622 |

prerana_bgr@rediffmail.com |

  Monday 11th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରୀଷ୍ମକାଳୀନ କରାଟେ ଟାଇକଣ୍ଡୋ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ   (10-May-2026)       ||      ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ପକ୍ଷରୁ ବୃକ୍ଷର ଯତ୍ନ ନେବା ପାଇଁ କର୍ମଶାଳା   (10-May-2026)       ||      ଚାର୍ଜସିଟ୍ ଦାଖଲ ପୂର୍ବରୁ ବେଆଇନ୍ ଆଇନଗତ ଚକ୍ରାନ୍ତ ? ଆସନ୍ତାକାଲି ପୁଣି ଜାମିନ ଆବେଦନ !   (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   (10-May-2026)       ||      ଆମ ଢେଙ୍କାନାଳ- ଆମ ଗୌରବ   (10-May-2026)       ||      ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   (10-May-2026)       ||      ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   (10-May-2026)       ||      ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ    (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   (10-May-2026)       ||      ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   (10-May-2026)       ||      *ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   (10-May-2026)       ||      ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ    (10-May-2026)       ||      ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||     

HOME   ଜିଲ୍ଲା

ସମ୍ବିଧାନ ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ଆଲୋଚନାଚକ୍ର

26-Nov-2021



ବଲାଙ୍ଗୀର(ପ୍ରେରଣା ଖବର)-  ଆଜି ଅପରାହ୍ନରେ ସ୍ଥାନୀୟ ସିଭିଲ କୋର୍ଟ ବାର ହଲ୍ ଠାରେ ବଲାଙ୍ଗୀର ଜିଲ୍ଲା ଓକିଲ  ସଂଘ ଆନୁକୂଲ୍ୟରେ ଭାରତୀୟ ସମ୍ବିଧାନ ଦିବସ ପାଳିତ ହେବା ସହ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ଦୌରା ଜଜ୍ ଲୋକନାଥ ମହାପାତ୍ର ଯୋଗ ଦେଇ ସମ୍ବିଧାନ ଦିବସର ତାତ୍ପର୍ଯ୍ୟ , ତ୍ୱରିତ ନ୍ୟାୟ ପ୍ରଦାନ ଦିଗରେ ବାର ଓ ବେଂଚର ଭୂମିକା ସଂପର୍କରେ

ବକ୍ତବ୍ୟ ପ୍ରଦାନ କରିଥିଲେ । ମୁକଦ୍ଦମା ଗୁଡିକର ଶୀଘ୍ର ଫଇସଲା ଓ ମହକିଲଙ୍କୁ ସମୟୋଚିତ ନ୍ୟାୟ ପ୍ରଦାନ କ୍ଷେତ୍ରରେ ଭାରତୀୟ ସମ୍ବିଧାନ ସ୍ୱୀକୃତ ବିଭିନ୍ନ ଧାରା ସଂପର୍କରେ ଶ୍ରୀ ମହାପାତ୍ର ବୁଝାଇଥିଲେ । ଏଡ୍‌ଭୋକେଟ ଜୟକୃଷ୍ଣ ସାହୁଙ୍କ ପରିଚାଳନାରେ ଅନୁଷ୍ଠିତ ଏହି ଆଲୋଚନାଚକ୍ରରେ ଅନ୍ୟ ମାନଙ୍କ ମଧ୍ୟରେ ଚନ୍ଦ୍ରଶେଖର ମିଶ୍ର ଓ ନିପନ ଯୋଶୀ ପ୍ରମୁଖ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ । ସିଭିଲ କୋର୍ଟର ସମସ୍ତ ଜଜ୍ ଓ ଜିଲ୍ଲା ଓକିଲ ସଂଘର ବହୁ ଓକିଲ ଆଲୋଚନାଚକ୍ରରେ ଅଂଶଗ୍ରହଣ କରିଥିଲେ ।  ସଂଘର ଉପସଭାପତି ସରୋଜ ଗୁପ୍ତା ମଂଚାସୀନ ଥିବା  ବେଳେ ଶେଷରେ ସଂଘର ସଂପାଦକ ଅମନ ନାଗ ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରୀଷ୍ମକାଳୀନ କରାଟେ ଟାଇକଣ୍ଡୋ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ   10-May-2026
  ଜିଲ୍ଲା  
ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ପକ୍ଷରୁ ବୃକ୍ଷର ଯତ୍ନ ନେବା ପାଇଁ କର୍ମଶାଳା   10-May-2026
  ରାଜ୍ୟ  
ଚାର୍ଜସିଟ୍ ଦାଖଲ ପୂର୍ବରୁ ବେଆଇନ୍ ଆଇନଗତ ଚକ୍ରାନ୍ତ ? ଆସନ୍ତାକାଲି ପୁଣି ଜାମିନ ଆବେଦନ !   10-May-2026
  ଜିଲ୍ଲା  
ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-May-2026
  ରାଜ୍ୟ  
ଆମ ଢେଙ୍କାନାଳ- ଆମ ଗୌରବ   10-May-2026
  ଜିଲ୍ଲା  
ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   10-May-2026
  ଜିଲ୍ଲା  
ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   10-May-2026
  ଜିଲ୍ଲା  
ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ   10-May-2026
  ଜିଲ୍ଲା  
ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   10-May-2026
  ଜିଲ୍ଲା  
*ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   10-May-2026
  ରାଜ୍ୟ  
ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ   10-May-2026

You Might Also Like