-+91-9937148622 |

prerana_bgr@rediffmail.com |

  Tuesday 14th July 2026 |

| | | |

R.N.I. Regd No. ODIODI/2010/46693

Breaking News

ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   (14-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର    (14-Jul-2026)       ||      ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ    (14-Jul-2026)       ||      ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   (14-Jul-2026)       ||      ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   (14-Jul-2026)       ||      ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   (14-Jul-2026)       ||      ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||     

HOME   ରାଜ୍ୟ

ମାସ୍କ ନାହିଁ ତ ଏଣ୍ଟ୍ରି ନହିଁ

29-Sep-2020



ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏମିତି ନିଷ୍ପତ୍ତି ନିଆଯାଇଛି। ଉଲ୍ଲେଖନୀୟ ମହାରାଷ୍ଟ୍ର ଭାରତର ସର୍ବାଧିକ କରୋନା ପ୍ରଭାବିତ ରାଜ୍ୟ। ରାଜ୍ୟର ସବୁଠୁ କରୋନା ପ୍ରଭାବିତ ହେଉଛି ରାଜଧାନୀ ମୁମ୍ବାଇ। ମହାରାଷ୍ଟ୍ରରେ ପ୍ରଥମରୁ ମାସ୍କ ପିନ୍ଧିବା ନିୟମ କଡାକଡି ସହିତ ପାଳନ କରାଯାଉଛି। ଏହାର ଉଲ୍ଲଂଘନ ହେଲେ ପ୍ରଶାସନ କଡା କାର୍ଯ୍ୟାନୁଷ୍ଠାନ କରୁଛି ଏବଂ କାହାକୁ ମଧ୍ୟ ଛାଡୁନି।ନିକଟରେ ମହାରାଷ୍ଟ୍ରର ପ୍ରମୁଖ ରାଜନୈତିକ ଦଳ ଏମଏନଏସ ପ୍ରମୁଖ ରାଜ ଠାକରେଙ୍କ ଉପରେ ମାସ୍କ ନପିନ୍ଧିବା ଅପରାଧରେ ଜୋରିମାନା ଲଗାଯାଇଥିଲା। ରାଜ୍ୟର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ମାସ୍କ ପିନ୍ଧିବା, ହାତସଫା ରଖିବା ଓ ସାମାଜିକ ଦୂରତା ପାଳନ କରିବା ଉପରେ  ଜୋର ଦେଇଛନ୍ତି। ମାସ୍କ ପିନ୍ଧି ନଥିଲେ ବସ୍ ଓ ଟ୍ୟାକ୍ସିରେ ନୋ ଏଣ୍ଟ୍ରି, ମଲ୍‌ରେ ବି ମିଳିବନି  ପ୍ରବେଶ ଅନୁମତି* ମାସ୍କ ନାହିଁ ତ ଏଣ୍ଟ୍ରି ନହିଁ।  ବୃହନ ମୁମ୍ବାଇ ମହାନଗର ପାଳିକା(ବିଏମସି) କଡାକଡି ଭାବେ ଏହି ନିୟମ ପାଳନ କରିବାକୁ ପ୍ରସ୍ତୁତି କରୁଛି। ମୁମ୍ବାଇରେ ସମସ୍ତ ପ୍ରକାରର ଟ୍ୟାକ୍ସି ଓ ବସ୍‌ରେ ଯାତ୍ରା କରିବାକୁ ହେଲେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। କେବଳ ଏତିକି ନୁହେଁ ଦୋକାନ ଓ ସପିଂ ମଲ୍‌ରେ ପ୍ରବେଶ ପାଇଁ ମଧ୍ୟ ମାସ୍କ ପିନ୍ଧିବା ଜରୁରୀ। ଏହାର ଅର୍ଥ ଯଦି କେହି ବିନା ମାସ୍କରେ ଆସନ୍ତି ତେବେ ତାଙ୍କୁ ସାର୍ବଜନୀନ ବସ୍ ଓ ଟ୍ୟାକ୍ସିରେ ଯାତ୍ରା କରିବାକୁ ଅନୁମତି  ମିଳିବ ନାହିଁ। ଏପରିକି ଦୋକାନ ଓ ମଲ୍‌ରେ ବି ପ୍ରବେଶ ଅନୁମତି ମିଳିବ ନାହିଁ।


News Comment




Photo in News

Advertisment
Lastest News
ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   14-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର   14-Jul-2026
  ଜିଲ୍ଲା  
ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ   14-Jul-2026
  ଜିଲ୍ଲା  
ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   14-Jul-2026
  ଜିଲ୍ଲା  
ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   14-Jul-2026
  ଜିଲ୍ଲା  
ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   14-Jul-2026
  ଜିଲ୍ଲା  
ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   14-Jul-2026
  ଜିଲ୍ଲା  
ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   14-Jul-2026
  ରାଜ୍ୟ  
୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   14-Jul-2026
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026
  ଜିଲ୍ଲା  
ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    13-Jul-2026
  ଜିଲ୍ଲା  
ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   13-Jul-2026

You Might Also Like