-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ବରଗଡ଼ ରେ ଆମ୍ ଆଦମୀ ପାର୍ଟି ପକ୍ଷରୁ ତ୍ରିରଙ୍ଗା ଯାତ୍ରା

26-Nov-2021



ବରଗଡ଼: ସମ୍ବିଧାନ ଦିବସ ଓ ଆମ୍ ଆଦମୀ ପାର୍ଟି ର ସ୍ଥାପନା ଦିବସ ଅବସରରେ ବରଗଡ଼ ରେ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ ହୋଇଥିଲା । ୨୦୧୨ ମସିହାରୁ ପାର୍ଟି ଆରମ୍ଭ ହୋଇ ଦିଲ୍ଲୀ ବିଧାନସଭା ନିର୍ବାଚନରେ ହ୍ୟାଟ୍ରିକ ବିଜୟ ସହ ଅରବିନ୍ଦ କେଜ୍ରିୱାଲ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରି ଆସୁଛନ୍ତି । ସେହିପରି ପଞ୍ଜାବ ରେ ପ୍ରଥମ ଥର ପାଇଁ ୪ ଟି ଲୋକସଭା ସଭ୍ୟ ଜିତିଥିବା ବେଳେ ୨୨ ଟି ବିଧାୟକ ଅଛନ୍ତି ସେହିପରି ଗୁଜୁରାଟ ର ପୌର ନିର୍ବାଚନ ରେ ୨୮ ଟି କର୍ପୋରେଟର ଜିତି ଏବେ ଭାରତରେ ଦ୍ରୁତ ଗତିରେ ବିସ୍ତାର କରୁ ଥିବା ପାର୍ଟି ହୋଇଛି ଆପ୍ । ତ୍ରିରଙ୍ଗା ଯାତ୍ରାର ଆରମ୍ଭ ଆମ୍ବପାଲି ଛକ ରୁ ହୋଇଥିଲା ସମ୍ବିଧାନ ପ୍ରଣେତା ବାବା ସାହେବ ଆମ୍ବେଦକର ଙ୍କ ପ୍ରତିମୂର୍ତ୍ତି ଉପରେ ପୁଷ୍ପମାଲ୍ୟ ଦେଇ ପଦଯାତ୍ରାରେ ଆପ୍ କର୍ମି ମାନେ ଆସି ଅଗ୍ରସେନ ଛକ ରେ ପହଂଚି ଥିଲେ । ମୋଦି ଓ ନବୀନ ସରକାର ର ଜନ ବିରୋଧୀ ନିତୀ କୁ ତୀବ୍ର ସମାଲୋଚନା କରି ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ,

ବିଦ୍ୟୁତ, ଖାଇବା ସାମଗ୍ରୀ ର ଦର ବୃଦ୍ଧି କୁ ତୁରନ୍ତ ହ୍ରାସ କରିବାକୁ କହିଥିଲେ ଜିଲ୍ଳା ଆବାହକ ଭବାନୀ ସାହୁ । ସେହିପରି ୨୦୦ ୟୁନିଟ ପର୍ଯ୍ୟନ୍ତ ବ୍ୟବହାର ସମସ୍ତ ପରିବାର କୁ ବିନମୂଲ୍ୟ ରେ ବିଜୁଳି ଦେବାକୁ ଦାବି କରିଛନ୍ତି ।ସହର ପରିକ୍ରମା ବେଳେ ଲେଙ୍ଗୁ ମିଶ୍ର ଛକ, ଥାନା ଛକ, କଚେରୀ ଛକ, ଏସ ପି ଅଫିସ ଛକ ଓ ଗାନ୍ଧୀ ଛକ ଆପ୍ କର୍ମି ମାନେ ପଥ ପ୍ରାନ୍ତ ସଭା କରିଥିଲେ । ରାଜ୍ୟ ସମ୍ପାଦକ ଅମିତାଭ ପାତ୍ର, ମହିଳା ସଭାପତି ମରିୟମ ବାର୍ଳା, ରାଜ୍ୟ ଯୁବ ସମ୍ପାଦକ ପୌଲସ୍ତ୍ୟ ସାହା, ଅସିତ ସାହୁ, ସିଲାସ ଲୁଗୁନ, ସାହାରୁଖ ଲୋଧିଆ, ଦିଲ୍ଲୀପ ବାର୍ଳା, ସୁଦାମ ସାହୁ, ବିନୟ ପ୍ରଧାନ, ଗ୍ରନ୍ଥ ସାହେବ ସାହୁ, ଖୁସନୁମା ବେଗମ, ଗୋପାଳ ବାଗ, ରାଜେଶ ସାହୁ ଓ ଅନ୍ୟ ମାନେ ଉପସ୍ଥିତ ରହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like