-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ମମିତା ମେହେରଙ୍କୁ ନ୍ୟାୟ ପ୍ରଦାନ ତଥା ବିଭିନ୍ନ ସମସ୍ୟା ନେଇ ସମାଜସେବୀ ଇଂ. ପ୍ରକାଶ ଚନ୍ଦ୍ରଙ୍କ ନେତୃତ୍ୱରେ ଦାବିପତ୍ର

26-Nov-2021



କଟକ:କଟକ ସଦର ଅଗ୍ରଣୀ ସାମାଜିକ ସଂଗଠନ ଉତ୍କଳ ବିକାଶ ପରିଷଦ ବୟାଳିଶମୌଜା ଶାଖା ପକ୍ଷରୁ କଳାହାଣ୍ଡି ମହାଲିଙ୍ଗି ସନସାଇନ ପବ୍ଲିକ ସ୍କୁଲର ଅଧକ୍ଷା ମମିତା ମେହେରଙ୍କୁ ନ୍ୟାୟ ଏବଂ ସଂପୃକ୍ତ ଘଟଣାର ଥିବା ସମସ୍ତଙ୍କୁ ଦଣ୍ଡ ପ୍ରଦାନ,ସିସିଟିଭି କ୍ୟାମେରା ସମସ୍ତ ସ୍କୁଲ କଲେଜରେ ଲଗାଯିବା,ନାରୀ ସୁରକ୍ଷା,ବେଣ୍ଟକାର ଫାଣ୍ଡିରେ ମହିଳା ଡେସ୍କ ପାଇଁ ନାରୀ ପୋଲିସ କର୍ମଚାରୀ ନିଯୁକ୍ତି ଆଦି ବହୁ ସମସ୍ୟା ନେଇ ଏକ ଦାବିପତ୍ର ସଭାପତି ଇଂ.ପ୍ରକାଶ ଚନ୍ଦ୍ର ସେଠୀଙ୍କ ନେତୃତ୍ୱରେ ଡିଜିଙ୍କ ଉଦ୍ଦେଶ୍ୟରେ ବେଣ୍ଟକାର ଫାଣ୍ଡି ଅଧିକାରୀ ଜୟକୃଷ୍ଣ ବେହେରାଙ୍କୁ ପ୍ରଦାନ କରାଯାଇଛି । କୃଷକ ନେତା ଦେବୀପ୍ରସାଦ ପତି,ଅନିଲ ମହାପାତ୍ର,ଗାନ୍ଧୀଗୁରୁ ଦାସ,ଅଭିରାମ ଦଳାଇ,ଅସୀମ ଦାସ,ସୁରେଶ ଚନ୍ଦ୍ର ପ୍ରଧାନ, ଜ୍ଞାନ ରଞ୍ଜନ ବେଉରା,ଭାଗ୍ୟଧର ତ୍ରିପାଠୀ,ସୌମ୍ୟରଞ୍ଜନ ବେଉରା, ସାହିଲ ପ୍ରଧାନ,ଚିତ୍ତ ରଞ୍ଜନ ଲେଙ୍କା,ପ୍ରକାଶ ଭୋଇ,ରାଜଶ୍ରୀ ମିଶ୍ର, ଜୟନ୍ତୀ ସାହୁ,ସଂଯୁକ୍ତା ସାହୁ ପଦ୍ମାବତୀ ଦାସ,ମୀରା ମାଲିକ,ସଞ୍ଜୟ ସେଠି,ଅକ୍ଷୟ ଦାସ, ସୁରେଶ ପ୍ରଧାନ,ଜ୍ଞାନ ରଞ୍ଜନ ବେଉରା,ସନ୍ତୋଷ ଭୋଇ,ସାହିଲ ପ୍ରଧାନ,ରାଜଶ୍ରୀ ମିଶ୍ର,ଜୟନ୍ତୀ ସାହୁ,ସଂଯୁକ୍ତା ସାହୁ,ପଦ୍ମାବତୀ ଦାସ,ବିଜୟ ସ୍ବାଇଁ,ସୁଜିତ୍ ଦାସ, ସଲିଳ ଦାସ,ତୋଫାନ ବିଶ୍ବାଳ, ଗକେନ୍ଦ୍ର ବେହେରା,ଅନ୍ୟାୟ ମହାପାତ୍ର,ଶରତ ଦାସ,ସମ୍ବୁ ବୌଠାଳୁ,ସଞ୍ଜୟ ସାହୁ ପ୍ରମୁଖ କାର୍ଯ୍ୟକର୍ତ୍ତା ଏବଂ ଶତାଧିକ ଜନତାଙ୍କ ଉପସ୍ଥିତରେ ଦାବିପତ୍ର ପ୍ରଦାନ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like