-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ଡ. ଏସ୍‌.ଏନ୍‌. ସୁବାରାଓଙ୍କ ସାମୁହିକ ଶ୍ରଦ୍ଧାଞ୍ଜଳି

26-Nov-2021



ବଲାଙ୍ଗିର, ଭାରତର ବିଶିଷ୍ଟ ଗାନ୍ଧୀବାଦୀ ତଥା ଜାତୀୟ ଯୁବ ପ୍ରକଳ୍ପ ପ୍ରତିଷ୍ଠାତା ଡ. ଏସ୍‌.ଏନ୍‌. ସୁବାରାଓ ଜୀ  (ଭାଇଜୀ) ଗତ ଅକ୍ଟୋବର ୨୭ ତରିଖରେ ଦେହାନ୍ତ ହୋଇଯିବା ପରେ ଭାରତ ବର୍ଷରେ ଭାଇଜୀଙ୍କ ସାଥି ସହଯୋଗୀମାନଙ୍କ ଦ୍ୱାରା ବିଭିନ୍ନ ଜାଗାରେ ଶ୍ରଦ୍ଧାଞ୍ଜଳୀ ସଭା ଆୟୋଜନ କରାଯାଉଛି । ଏହି କ୍ରମରେ ବଲାଙ୍ଗିର ଜିଲ୍ଲା ଜାତୀୟ ଯୁବ ପ୍ରକଳ୍ପ ଓ ଅନ୍ୟ ଅନୁଷ୍ଠାନମାନଙ୍କ ସହଯୋଗରେ ବଲାଙ୍ଗିର ଯାଦବ ଭବନ ଠାରେ ଏକ ସାମୁହିକ ଶ୍ରଦ୍ଧାଞ୍ଜଳି ସଭା ଆୟୋଜନ ହୋଇଯାଇଛି । ଏଠାରେ ସମସ୍ତେ ଭାଇଜୀଙ୍କ ଜୀବନଯାତ୍ରା ସମ୍ପର୍କରେ ମତାମତ ରଖିଥିବା ବେଳେ ଜାତୀୟ ଯୁବ ପ୍ରକଳ୍ପ ଆବାହକ ମଧୁସୁଦନ ଦାସ ଭାଇଜୀଙ୍କ ଜୀବନ ଦର୍ଶନ ସମ୍ବଳିତ ତଥ୍ୟ ଉପସ୍ଥାପନ କରିଥିଲେ । ଚମ୍ବଲ ଘାଟିରେ ୬୫୪ ଜଣ ଡକାୟତମାନଙ୍କ ଆତ୍ମ ସମର୍ପଣ ପଛରେ ସୁବାରାଓ ଜୀଙ୍କ ଭୂମିକା ବିଶେଷ ଭାବରେ ଥିଲା ବୋଲି ବକ୍ତାମାନେ ମନ୍ତବ୍ୟ ଦେଇଥିଲେ । ରାଷ୍ଟ୍ରୀୟ ଏକତା ସାମ୍ପ୍ରଦାୟିକ ସଦ୍‌ଭାବନା ପାଇଁ ଭାଇଜୀ ଲକ୍ଷ ଲକ୍ଷ ଯୁବକ ଯୁବତୀମାନଙ୍କୁ ପ୍ରଶିକ୍ଷଣ ଦେଇ ରାଷ୍ଟ୍ର ଗଠନରେ ଯୁବ ଶକ୍ତି କୁ ସାମିଲ କରିବାରେ ଅଗ୍ରଣୀ ଭୂମିକା ଲିଭାଇଥିଲେ । ଜଣେ ରାଷ୍ଟ୍ର ପ୍ରେମୀ, ଗାନ୍ଧୀ ବିଚାରକ, ସର୍ବଧର୍ମ ସମନ୍ୱୟ ବିଶ୍ୱାସ ରଖୁଥିବା ଭାଇଜୀ ଆମ ଗହଣରେ ନାହାନ୍ତି ସତ ତାଙ୍କ ବିଚାରକୁ ବଲାଙ୍ଗିର ମାଟିରେ ଆଗକୁ ନେବା ପାଇଁ ବିଶିଷ୍ଟ ସମାଜସେବୀ ସନ୍ଦିପ ବାଗ, ଶଙ୍କର ପାଣିଗ୍ରାହି, ଜଗନ୍ନାଥ ପ୍ରସାଦ ମାହାଣା, ସଦାନନ୍ଦ ଦେବତା, ଅଜୟ ବାଲି, କାହ୍ନା ଶତପଥି, ନିରଞ୍ଜନ ଅଗ୍ରୱାଲ, ଶଙ୍କୁଶ ପାଣ୍ଡିଆ, ବଲାଙ୍ଗିର ସ୍ୱେଚ୍ଛାସେବୀ ସଙ୍ଗଠନ, ଜିଲ୍ଲାର ବିଭିନ୍ନ ସଂଗଠନର କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like