-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ରାଜ୍ୟ

ସଡକ ସୁରକ୍ଷା ସଂସଦୀୟ କମିଟି ବୈଠକ

26-Nov-2021



ସୋନପୁର (ମନୋରଞ୍ଜନ ତ୍ରିପାଠୀ) : ଆଜି ଅପରାହ୍ନରେ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ମାନ୍ୟବର ସାଂସଦ ବାଲାଙ୍ଗୀର ଶ୍ରୀମତୀ ସଂଗୀତା କୁମାରୀ ସିଂ ଦେଓ ଙ୍କ ଅଧ୍ୟକ୍ଷତା ରେ ଜିଲ୍ଲାସ୍ତରୀୟ ସଡକ ସୁରକ୍ଷା ସଂସଦୀୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛିl ଜିଲ୍ଲପାଳ, ସୁବର୍ଣ୍ଣପୁର ଶ୍ରୀମତୀ ଅଵୋଲୀ ସୁନିଲ ନରୱଣେ ସ୍ୱାଗତ ବକ୍ତବ୍ୟ ରଖିବା ସହିତ ବୈଠକ ର ତାତ୍ପର୍ଯ୍ୟ ଓ ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲେ l ପରେ ପରେ ଜିଲ୍ଲାପାଳ ଙ୍କ ନିର୍ଦେଶ କ୍ରମେ ଜିଲ୍ଲା ପରିବହନ ଅଧିକାରୀ ରବୀନ ପଟ୍ଟନାୟକ କାର୍ଯ୍ୟସୂଚୀ ଅନୁଯାୟୀ ବୈଠକରେ ଆଲୋଚନା ନିମନ୍ତେ ବିଷୟ ବସ୍ତୁ ଉପସ୍ଥାପନ କରିଥିଲେ l ସେ ଏହି ପରିପ୍ରେକ୍ଷୀରେ ଜିଲ୍ଳା ପରିବହନ ବିଭାଗ ତରଫରୁ ନିଆଯାଇଥିବା ସଡ଼କ ସୁରକ୍ଷା ଓ ତାର ପ୍ରତିକାର ତଥା ରାଜ୍ୟ ସରକାର ତଥା କେନ୍ଦ୍ର ସରକାରଙ୍କ ପରିବହନ ଓ ସଡକ ସୁରକ୍ଷା ସଂକ୍ରାନ୍ତୀୟ ଯୋଜନା, ବିଭିନ୍ନ ଆଇନ ସମ୍ୱନ୍ଧୀୟ ସୂଚନା ଓ କାର୍ଯ୍ୟକାରିତା ଉପରେ ବୈଠକରେ ବିସ୍ତୃତ ବିବରଣୀ ପ୍ରଦାନ କରଥିଲେ l ସେ ବିଶେଷ କରି ସଡକ ସୁରକ୍ଷା ଯୋଜନା ଉପରେ ଉତ୍ତମ ସମରୀୟ ନୀତି, ସୋଲାଟିୟମ୍ ସ୍କିମ୍,ରକ୍ଷକ ଯୋଜନା ପ୍ରଭୁତି ର ପ୍ରାଞ୍ଜଳ ଭାବେ ବୈଠକରେ ସୂଚନା ଦେଇଥିଲେ l ସଡ଼କ ଦୁର୍ଘଟଣା କୁ ରୋକିବା ସହ ସୁଗମ ଯାତାୟାତ ନିମନ୍ତେ  ସୋନପୁର ସହରରେ ଦୁଇଟି ରୋଡ୍ ଟ୍ରାଫିକ୍ ସିଗନାଲ୍ ଲାଇଟ୍ ସିଷ୍ଟମ୍ ଗୋଟିଏ ବ୍ଲକ୍ ଛକ ଏବଂ ଗୋଟିଏ ନଲିନୀ ଛକ ଠାରେ ସ୍ଥାପନ କରିବା ଉପରେ ବୈଠକରେ ଗୁରୁତ୍ୱାରୋପ କରାଯାଇଛି |ପୁନଶ୍ଚ ସୁବର୍ଣ୍ଣପୁର ଜିଲ୍ଲାରେ ଏକ  ଟ୍ରମା କେୟାର ସେଣ୍ଟର  କରିବାକୁ ବୈଠକରେ ଆଲୋଚନା କରାଯାଇଛିl ଜିଲ୍ଲାରେ ଯଦିଓ ସଡ଼କ ଦୁର୍ଘଟଣା ଆଗ ତୁଳନାରେ କମ ରହିଛି ତଥାପି ଦୁର୍ଘଟଣା କୁ ହ୍ରାସ କରିବା ନିମନ୍ତେ ବ୍ୟାପକ ସଚେତନତା କରାଯିବ ସହ ଯାତାୟାତ କୁ ଜାତୀୟ ରାଜପଥ ହେଉ ବା ରାଜ୍ୟ ରାଜପଥ ରେ ସୁଗମ କରିବା ଉପରେ ଗୁରୁତ୍ୱ ପ୍ରଦାନ କରିଛନ୍ତି l ସଡକ ଦୁର୍ଘଟଣା ହ୍ରାସ ତଥା ସଡକ ସୁରକ୍ଷା ଆଇନ ଏବଂ ନିୟମ ବିଷୟରେ ସଚେତନତା ପାଇଁ ନିଆଯାଇଥିବା ବିଭିନ୍ନ ସମୁଚିତ ପଦକ୍ଷେପ ନିମନ୍ତେ ଜିଲ୍ଲା ପ୍ରଶାସନ କୁ ଅଧ୍ୟକ୍ଷl ପ୍ରଶଂସା କରିବା ସହ ଆନନ୍ଦ ପ୍ରକାଶ କରିଛନ୍ତି। ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ଉପଜିଲ୍ଲାପାଳ ସୋନପୁର ନିହାର ରଞ୍ଜନ କଁହର, କମିଟି ର ସଦସ୍ୟ ସଦସ୍ୟା ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ l ଶେଷରେ ଆର ଟି ଓ ଶ୍ରୀ ପଟ୍ଟନାୟକ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like