-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର : ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ କୋକେଇ ଶୋଭାଯାତ୍ରା

26-Nov-2021



ବଲାଙ୍ଗିର (ପ୍ରେରଣା ଖବର) : ବହୁଚର୍ଚ୍ଚିତ କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ସନସାଇନ ପବ୍ଲିକ ସ୍କୁଲ ର ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାରେ ଆଜି ଜୋରଦାର ପ୍ରତିବାଦ କରିଛି ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା l ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା ସଭାପତି ପଙ୍କଜିନୀ ପଣ୍ଡାଙ୍କ ନେତୃତ୍ୱରେ ମହିଳା କର୍ମୀ ମାନେ ଏସ୍ ପି ଅଫିସ ସାମ୍ନାରୁ କଚେରୀ ଛକ ପର୍ଯ୍ୟନ୍ତ  କୋକେଇ ଶୋଭାଯାତ୍ରା କରିଥିଲେ l ମମିତା ହତ୍ୟା ଘଟଣାରେ l

ମୁଖ୍ୟମନ୍ତ୍ରୀ ତୁରନ୍ତ କାଯ୍ୟନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିବା ସହ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟାଶଙ୍କର ମିଶ୍ରଙ୍କ ବହିଷ୍କାର ଦାବି କରାଯାଇଥିଲା l ଏହି ଶୋଭାଯାତ୍ରା ରେ ଶତାଧିକ ମହିଳା କର୍ମୀ ଏକାଠି ହୋଇ ନାରାବାଜି କରିଥିଲେ l ଜିଲ୍ଲା ବିଜେପି ସଭାପତି ଶିବାଜୀ ମହାନ୍ତି ଙ୍କ ସମେତ ଜିଲ୍ଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ଶ୍ରୀମତୀ ପଙ୍କଜିନୀ ପଣ୍ଡା,ଜିଲ୍ଲାପରିଷଦ ଅଧ୍ୟକ୍ଷା ଭାରତୀ ମହାନନ୍ଦ,ରଜିଂତା ପାଣିଗ୍ରାହୀ,ସଞ୍ଜୁ ନାୟକ,ସରିତା ଯୋଷୀ, ରଶ୍ମିରେଖା ଦାନୀ,ବାସନ୍ତୀ ଜେନା, ଅନୁଛାୟା  

ବାବୁ,ଶଶ୍ମିତା ବେହେରା,  ସୌଦାମିନି ମିଶ୍ର, ଅନିତା ମିଶ୍ର, ଅଞ୍ଜନା ଭୋଇ,ସୁଲୋଚନା ମଲ୍ଲିକ, ଗାୟତ୍ରୀ ଦାସ, ନିଲାଦ୍ରୀ ଖରସେଲ, ବର୍ଷା ବଗର୍ତ୍ତୀ, କୁମୁଦିନୀ ରଣା,ଭଗବତୀ ଧରୁଆ,ଦେବକୀ ତାଣ୍ଡି, ସବିତା ସରାପ୍,ଚିତ୍ତ ମିଶ୍ର, ଦୀନେଶ ଶର୍ମା, ପିତାମ୍ବର ଖମାରୀ, ଅଜୟ ଶର୍ମା, ସନ୍ତୋଷ ସାହୁ, ଆଶିଷ ଦୋରା,ଧର୍ମେନ୍ଦ୍ର ଅଗ୍ରୱାଲ, ଦୟା ପାତ୍ର ଙ୍କ ସହ ଶତାଧିକ କର୍ମୀ ଉପସ୍ଥିତ ରହି ମମିତା ମେହେରଙ୍କୁ ନ୍ୟାୟ ଦାବି କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like