-+91-9937148622 |
prerana_bgr@rediffmail.com |
Wednesday 8th July 2026 |
R.N.I. Regd No. ODIODI/2010/46693
Breaking News
07-Nov-2020
*ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଥିବା ବେଳେ ମୃତକଙ୍କ ସଂଖ୍ୟା ବଢିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ୧୩୭୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୧୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।*