-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ରାଜ୍ୟ

ବଲାଙ୍ଗୀରର ଛାତ୍ର ତାରାଚାନ୍ ରଣାଙ୍କ ଇଞ୍ଜିନିୟରିଂ ପଢ଼ିବା ସ୍ବପ୍ନ ପୂରଣ କଲେ ମୁଖ୍ୟମନ୍ତ୍ରୀ ନାମଲେଖା ପାଇଁ ମଞ୍ଜୁର କଲେ ୯୬,୫୦୦ ଟଙ୍କା

26-Nov-2021



ଭୁବନେଶ୍ବର: ବଲାଙ୍ଗୀର ବଙ୍ଗମୁଣ୍ଡା ତହସିଲର ପ୍ରତିଭାବନ ଛାତ୍ର ତାରାଚାନ୍ ରଣାଙ୍କ ଇଞ୍ଜିନିୟରିଂ ପଢିବା ସ୍ବପ୍ନକୁ ପୂରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅର୍ଥାଭାବରୁ ତାଙ୍କର ନାଲେଖା ପ୍ରକ୍ରିୟାରେ ବାଧା ସୃଷ୍ଟି ହେଉଥିବା ସଂପର୍କରେ ଜାଣି ମୁଖ୍ୟମନ୍ତ୍ରୀ ତାଙ୍କ ପାଇଁ ୯୬,୫୦୦ ଟଙ୍କା ମଞ୍ଜୁର କରିଛନ୍ତି।

ସୂଚନାଯୋଗ୍ୟ, ବଲାଙ୍ଗୀର ଜିଲ୍ଲାର ସିନ୍ଧେକେଲା ଅଞ୍ଚଳର ବଡପଡା ଗାଁର ଜଣେ ପ୍ରତିଭାବାନ ଛାତ୍ର ହେଉଛନ୍ତି ତାରାଚାନ୍ ରଣା। ବାପା ଉପସୁ ରଣାଙ୍କ ବାର୍ଷିକ ରୋଜଗାର ମାତ୍ର ୪୫ ହଜାର ଟଙ୍କା। ତଥାପି ନିଜର ସ୍ବପ୍ନ ପୂରଣ କରିବା ପାଇଁ ତାରାଚାନ୍ ଅବିରତ ଉଦ୍ୟମ କରି ଚାଲିଥିଲେ ଏବଂ ଚଳିତ ବର୍ଷ ଇଞ୍ଜିନିୟରିଂ ପାଇଁ ପ୍ରବେଶିକା ପରୀକ୍ଷା ଜେଇ ମେନରେ ୯୯.୩୫ ପ୍ରତିଶତ ମାର୍କ ରଖି ଏନଆଇଟି ୱାରଙ୍ଗଲରେ ପଢିବା ପାଇଁ କୃତକାର୍ଯ୍ୟ ହୋଇଛନ୍ତି।
କିନ୍ତୁ ଏଥିରେ ଅର୍ଥ ହୋଇଥିଲା ତାଙ୍କ ପାଇଁ ମୁଖ୍ୟ ବାଧକ । ତାଙ୍କର ନାମଲେଖା ପାଇଁ ଆବଶ୍ୟକ ଅର୍ଥ ନଥିଲା। କଷ୍ଟେମଷ୍ଟେ ସେ ଅଳ୍ପ କିଛି ଟଙ୍କା ସଂଗ୍ରହ କରି ଆଡମିସନ ପାଇଁ ସ୍ଥାନ ସୁରକ୍ଷିତ ରଖିପାରିଛନ୍ତି । ତାଙ୍କର ବାକି ଅର୍ଥ ପ୍ରଦାନ ପାଇଁ ସେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ । ଏହା ଜାଣିବା ପରେ ମୁଖ୍ୟମନ୍ତ୍ରୀ ତୁରନ୍ତ ତାଙ୍କର ନାମଲେଖା ପ୍ରକ୍ରିୟା ପୂରଣ କରିବା ପାଇଁ ୯୬,୫୦୦ ଟଙ୍କା ମଞ୍ଜୁର କରିଥିଲେ। ଏହାଦ୍ବାରା ତାଙ୍କର ଆଡମିସନ ପ୍ରକ୍ରିୟା ସଂପୂର୍ଣ୍ଣ ହୋଇପାରିବ। ଟଙ୍କା ମଞ୍ଜୁର କରିବା ସହିତ ମୁଖ୍ୟମନ୍ତ୍ରୀ ଏହି ପ୍ରତିଭାବାନ ଛାତ୍ରଙ୍କୁ ଏହି ସଫଳତା ପାଇଁ ଅଭିନନ୍ଦନ ଜଣାଇବା ସହିତ ତାଙ୍କର ଉଜ୍ଜ୍ବଳ ଭବିଷ୍ୟତ କାମନା କରିଛନ୍ତି। (ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like