-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି :ତାଳୁକ ସେବା କମିଟି ତରଫରୁ ୭୨ତମ ଜାତୀୟ ସମ୍ବିଧାନ ଦିବସ ପାଳନ

26-Nov-2021



କଣ୍ଟାବାଞ୍ଜି,(ଆନନ୍ଦ ମୋଟେ) କଣ୍ଟାବାଞ୍ଜି  ସିଭିଲ କୋର୍ଟ  ପରିସରରେ କଣ୍ଟାବାଞ୍ଜି ତାଲୁକ ଆଇନ ସେବା କମିଟି  ତରଫରୁ "ଜାତୀୟ ସମ୍ବିଧାନ ଦିବସ" ପାଳନ କରାଯାଇଛି। ମୁଖ୍ୟ ଅତିଥି ଭାବେ ତାଳୁକ ସେବା କମିଟି ଚେୟାରମ୍ୟାନ ଏ.ଡି.ଜେ ଶ୍ରୀ ହିମାଂଶୁ ଶେଖର ମଲ୍ଲିକ , ସିଭିଲ ଜଜ ବିନୋଦ ବିହାରୀ ସାହୁ ଏବଂ ସମ୍ମାନୀତ ଅତିଥି ଭାବେ ଜେ.ଏମ.ଏଫ. ସି ଲିପ୍ସା ରାଉତ ଯୋଗ ଦେଇଥିଲେ।  ମୁଖ୍ୟ ଅତିଥି ଏବଂ ସମ୍ମାନୀୟ ଅତିଥି ମାନେ ସମ୍ବିଧାନ କିପରି ଲେଖା ହେଇଥିଲା ଏବଂ ଆମର ବିଭିନ୍ନ ମୌଳିକ ଅଧିକାର ବିଷୟରେ ସମସ୍ତଙ୍କୁ ଅବଗତ  କରାଇଥିଲେ। ତାପରେ ଜାତୀୟ ଆଇନ ଦିବସ କାହିଁକି ପାଳନ କରାଯାଏ ଏବଂ ସମ୍ବିଧାନର କେତୋଟି ମୁଖ୍ୟ ଧାରା ବିଷୟରେ  କଣ୍ଟାବାଞ୍ଜିର ପ୍ରମୁଖ ଆଇନଜୀବୀ ମୋହନଲାଲ ଶର୍ମା ନିଜର ମନ୍ତବ୍ୟ ରଖିଥିଲେ ।  ଶେଷରେ ବରିଷ୍ଠ ଆଇନଜୀବୀ ଦୁଖୀଶ୍ୟାମ ଗୁରୁ ଧନ୍ୟବାଦ ଅର୍ପଣ କରିଥିଲେ। ଉକ୍ତ ସଭାରେ ସରକାରୀ ଓକିଲ ଶ୍ରୀ ପ୍ରମୋଦ ପାଣିଗ୍ରାହୀ, ବାର କାଉନସିଲ ସେକ୍ରେଟାରୀ ଜଗୁ ରାଓ , କଣ୍ଟାବାଞ୍ଜି ବାର କାଉନସିଲର ସମସ୍ତ ଓକିଲ, ଜୁନିୟର କ୍ଲକ ବ୍ରଜ ମିର୍ଧା, ବେଣୁଧର ଜାଲ, ପାରା ଆଇନ ସ୍ବେଚ୍ଛାସେବୀ ଯୁଗଲ କିଶୋର ଶବର, ଗୋବିନ୍ଦ ତାଣ୍ଡି, କୃଷ୍ଣ ଚନ୍ଦ୍ର ମିଶ୍ର , ଜମ୍ବୁ ଛୁରା ପ୍ରମୂଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026

You Might Also Like