-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||     

HOME   ଜିଲ୍ଲା

ମଣ୍ଡି ଆରମ୍ଭ ରୁ ଅବ୍ୟବସ୍ଥା - କଟଣି କୁ ନେଇ ଉଠି ପାରିଲା ନାହିଁ ଚାଷୀ ଙ୍କ ଧାନ।

26-Nov-2021



ଧର୍ମଗଡ଼ (ଜ୍ୟୋତିରଞ୍ଜନ ବେମାଲ )
ସରକାର ଗତ ୨୫ତାରିଖ ଦିନୁ ଧାନ କ୍ରୟ କରିବାକୁ ବିଧିବଦ୍ଧ ଭାବେବିଭିନ୍ନ ସ୍ଥାନରେ ମଣ୍ଡି ଶୁଭାରମ୍ଭ କରିଛନ୍ତି।ହେଲେ ମଣ୍ଡି ଆରମ୍ଭ ରୁ ହିଁ ବିଭ୍ରାନ୍ତ ପରିସ୍ଥିତି ଦେଖା ଦେଇଛି।କଟନୀ ଛଟଣୀ କୁ ନେଇ ମିଲର୍ସ ଓ ଚାଷୀ ଙ୍କ ଭିତରେ କଥା ଅଟକି ରହିଛି ଯାହା ଯୋଗୁଁ ଚାଷୀ ଙ୍କ ଧାନ ଉଠି ନ ପାରି ମଣ୍ଡିରେ ପଡିରହିଛି।ଏଭଳି ଅଭିଯୋଗ ଆସିଛି ଧର୍ମଗଡ଼ ସ୍ଥିତ ତରାପୁର ମଣ୍ଡିରେ।

ସୂଚନା ଅନୁଯାୟୀ ଗତକାଲି ମଣ୍ଡିର ଶୁଭାରମ୍ଭ ହୋଇ ୩ଜଣ ଚାଷୀଙ୍କ -୨୨୫କୁଇଟାଲ ଧାନ ମଣ୍ଡିରେ ପଡିଥିଲା।ହେଲେ ମିଲର୍ସ ଏଜେଣ୍ଟ କୁଇଣ୍ଟା ଲ ପ୍ରତି ୫-୭କେଜି କଟଣୀ କରି ଧାନ ଉଠାଇବା କୁ ଅଡ଼ିବସିଥିଲେ ଏଥିରେ ଚାଷୀମାନେ ରାଜି ହୋଇନ ଥିବା ବେଳେ ଧାନ ଏବେ ମଣ୍ଡିରେ ଗଦା ହୋଇ ପଡିରହିଛି।ତେବେ ମଣ୍ଡି ଆରମ୍ଭ ପ୍ରଥମରୁ ମିଲର୍ସ ରାଜ ସ୍ଥିତି ଦେଖା ଯିବା ନେଇ ଚାଷୀ ଙ୍କ ଭିତରେ ଅସନ୍ତୋଷ ଦେଖାଦେଇଛି।ସୂଚନା ଯେ ଏଠାରେ  ମା ଠାକୁରାଣୀ ସ୍ୱୟଂ ସହାୟିକା ଗୋଷ୍ଠୀ ଚାଷୀ ଙ୍କ ଧାନ କ୍ରୟ କରୁଥିବା ବେଳେ  ବିଶ୍ୱନାଥପୁର ମିଲର୍ସ ଧାନ ନେବା କୁ ସରକାର ଚୁକ୍ତିନାମା କରିଛନ୍ତି।ତେବେ ପ୍ରଥମ ପର୍ଯ୍ୟାୟରେ ଏହି ମଣ୍ଡି ପାଇଁ ୧ହଜାର କୁଇଟାଲ ଧାନ ସଂଗ୍ରହ ପାଇଁ ଲକ୍ଷ ଥିବା ବେଳେ ମୋଟ ୪୫୫ଜଣ ଚାଷୀ  ରେଜିଷ୍ଟ୍ରେ ଭୁକ୍ତ ଥିବା ଜଣାପଡିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026

You Might Also Like