-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||     

HOME   ଦେଶ ବିଦେଶ

ଡିସେମ୍ବର ୧୫ରୁ ଅନ୍ତର୍ଜାତୀୟ ବିମାନ ଚଳାଚଳ ଆରମ୍ଭ କରିବ ଭାରତ

26-Nov-2021



ନୂଆଦିଲ୍ଲୀ: ନୂଆ ବର୍ଷ ଏବଂ ଖ୍ରୀଷ୍ଟମାସ ଅବସରରେ ବିଦେଶ ଯିବାକୁ ଇଚ୍ଛୁକ ଥିବା ବିମାନ ଯାତ୍ରୀମାନଙ୍କ ପାଇଁ ଖୁସି ଖବର ଆଣିଛନ୍ତି ଭାରତ ସରକାର। ୧୪ଟି ଦେଶ ବ୍ୟତୀତ ଅନ୍ୟ ଦେଶ ପାଇଁ ଅନ୍ତର୍ଜାତୀୟ ବିମାନ ଯାତ୍ରା ପାଇଁ ସରକାର ଅନୁମତି ଦେଇଛନ୍ତି। କରୋନା ପାଇଁ ବିଦେଶକୁ ଯାତ୍ରା ଉପରେ କଟକଣା ଲଗାଯାଇଥିବା ବେଳେ ଏବେ ଏହି କଟକଣାକୁ ହଟାଇଛନ୍ତି ସରକାର।

ଡିସେମ୍ବର ୧୫ରୁ ଇଂଲଣ୍ଡ, ଫ୍ରାନ୍ସ, ଜର୍ମାନୀ, ନେଦରଲାଣ୍ଡ, ଫିନଲ୍ୟାଣ୍ଡ, ଦକ୍ଷିଣ ଆଫ୍ରିକା, ବ୍ରାଜିଲ, ଚୀନ୍, ମରିସସ୍, ସିଙ୍ଗାପୁର, ବାଂଲାଦେଶ, ବୋତସ୍ୱାନା, ଜିମ୍ବାୱେ ଏବଂ ନ୍ୟୁଜିଲାଣ୍ଡ ବ୍ୟତୀତ ଅବଶିଷ୍ଟ ଦେଶ ପାଇଁ ନିୟମିତ ଅନ୍ତର୍ଜାତୀୟ ବିମାନ ଚଳାଚଳ ଆରମ୍ଭ ହେବାକୁ ଯାଉଛି। କରୋନା ଭୂତାଣୁର ନୂତନ ଭାରିଆଣ୍ଟକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି।

ଉଲ୍ଲେଖଯୋଗ୍ୟ, ମାର୍ଚ୍ଚ ୨୦୨୦ରେ କରୋନା ମହାମାରୀ ଆରମ୍ଭ ହେବା ପରେ ଭାରତ ଅନ୍ତର୍ଜାତୀୟ ବିମାନ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇଥିଲା। ପରେ ବନ୍ଦେ ଭାରତ ବିମାନ ଏବଂ ବବଲ ଚୁକ୍ତି ମାଧ୍ୟମରେ ବିମାନ ସେବା ଆରମ୍ଭ ହୋଇଥିଲା। ତେବେ ଅନ୍ତର୍ଜାତୀୟ ବିମାନ ଚଳାଚଳ ପାଇଁ ଅନୁମତି ମିଳିନଥିବା ୧୪ଟି ଦେଶକୁ ବବଲ ଚୁକ୍ତି ଅନୁଯାୟୀ ଅନ୍ତର୍ଜାତୀୟ ବିମାନ ସେବା ଜାରି ରହିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026

You Might Also Like