-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||     

HOME   ଜିଲ୍ଲା

ତିନି ଦିନ ଭିତରେ ବିଜେଡି ଗୁଣ୍ଡା ଙ୍କୁ ଗିରଫ ନ କଲେ ସାରା ଜ଼ିଲ୍ଲା ତଥା ରାଜ୍ୟ ରେ ଆନ୍ଦୋଳନ ହେବ - ଜ଼ିଲ୍ଲା କଂଗ୍ରେସ ସଭାପତି

26-Nov-2021



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) :  କଂଗ୍ରେସ କର୍ମୀଙ୍କୁ ବିଜେଡି ର ଆକ୍ର୍ରମାଣ ପ୍ରତିବାଦରେ ଆଜି ସୁବର୍ଣ୍ଣପୁର ଠାରେ କଂଗ୍ରେସ ଦଳ ପକ୍ଷରୁ ଏକ  ପ୍ରେସ ମିଟ ର ଆୟୋଜନ ହୋଇଥିବା ବେଳେ ଚାରିଆଡେ ଭିଡିଓ ଭାଇରlଲ  ପରେ ଏ  ଅମାନବୀୟ ଘଟଣାକୁ  କେବଳ ଯେ ବିରୋଧୀ  ନୁହେଁ  ଖୋଦ ସାଶକ ଦଳର  ଲୋକେ  ମଧ୍ୟ ଦୃଢ଼ ନିନ୍ଦl ଓ ସମାଲୋଚନା କରିଛନ୍ତି l  ପ୍ରକାଶ ଯେ ଗତ କାଲି  ମୁଖ୍ୟମନ୍ତ୍ରୀ  ଆଭାସି ମାଧ୍ୟମରେ ସୁବର୍ଣ୍ଣପୁର ଜ଼ିଲ୍ଲାରେ ହେଲଥ ସ୍ମାର୍ଟ କାର୍ଡର  ଶୁଭ ଉଦଘାଟନ କାର୍ଯ୍ୟକ୍ରମ ଅବସରରେ ସୁବର୍ଣ୍ଣପୁର  ପହଂଚି ମନ୍ତ୍ରୀ ନିରଞ୍ଜନ ପୁଜାରୀ, ସୁଶାନ୍ତ ସିଂହ, ଓ ପଦ୍ମନାଭ ବେହେରା  ହିତାଧିକାରୀ ଙ୍କୁ ସ୍ମାର୍ଟ କାର୍ଡ ବଣ୍ଟନ କରିଥିଲେ l ମନ୍ତ୍ରୀ ମାନେ ୱାର୍ଡ ୱାର୍ଡ ବୁଲି ଏହି କାର୍ଯ୍ୟକ୍ରମ ମାନଙ୍କ ରେ ଯିବା ଆସିବା ବେଳେ  ମମିତା ମେହେର  କେଶ କୁ ନେଇ  ବିଜେପି ନଗର ସଭାପତି ଜ୍ୟୋତି ତ୍ରିପାଠୀ କଳା ପତାକା  ପ୍ରଦର୍ଶନ କରି ପ୍ରତିବାଦ କରୁ ଥିବା ସମୟରେ ସାଶକ ଦଳ ର ବାହାର ଜ଼ିଲ୍ଲା ର କିଛି ଗୁଣ୍ଡା ଶ୍ରୀ ତ୍ରିପାଠୀ ଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ l ଏବଂ  କଂଗ୍ରେସ ଦଳ ର ବିନିକା ବ୍ଲକ ର ଦୁଇଜଣ ଛାତ୍ର ନେତା ଙ୍କୁ ମଧ୍ୟ  ସନ୍ଧେହ କରି ରାସ୍ତା ରେ ଉକ୍ତ ଗୁଣ୍ଡା ମାନେ ପ୍ରବଳ ମାଡ ମାରି ଲହୁ ଲୁହାଣ କରିଥିବା ବିଷୟ ଆଜି ଜ଼ିଲ୍ଲା କଂଗ୍ରେସ ପକ୍ଷରୁ ସୂଚନା ମିଳିଛି l  ଏହାର ପ୍ରତିବାଦ ରେ ଆଜି ଜ଼ିଲ୍ଲା କଂଗ୍ରେସ ପକ୍ଷରୁ ଏକ ପ୍ରେସ ମିଟ ର ଆୟୋଜନ କରାଯାଇ ଶାସକ ଦଳ ର ଏହି ଗୁଣ୍ଡା ଗର୍ଦି କୁ ଦୃଢ଼ ନିନ୍ଦl କରି ତିନି ଦିନ ମଧ୍ୟରେ ଏହି ଦୋଷୀ ମାନଙ୍କୁ ଗିରଫ ନ କଲେ ସାରା ଜ଼ିଲ୍ଲା ତଥା ରାଜ୍ୟ ବ୍ୟାପି ଆନ୍ଦୋଳନ କରାଯିବ ବୋଲି ଦଳ ପକ୍ଷରୁ ସୂଚନା ମିଳିଛି l ଏହି କାର୍ଯ୍ୟକ୍ରମ ରେ ଜ଼ିଲ୍ଲା କଂଗ୍ରେସ ସଭାପତି ଙ୍କ ସମେତ ସମସ୍ତ କର୍ମୀ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026

You Might Also Like