-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||     

HOME   ଜିଲ୍ଲା

ପ୍ରାଥମିକ ଶିକ୍ଷକ ଶିକ୍ଷା ପ୍ରତିଷ୍ଠାନରେ ୭୨ତମ ସମ୍ବିଧାନ ଦିବସ ପାଳିତ 

26-Nov-2021



ବଲାଙ୍ଗିର ( ପ୍ରେରଣା ଖବର)- ସ୍ଥାନୀୟ ପ୍ରାଥମିକ ଶିକ୍ଷକ ଶିକ୍ଷା ପ୍ରତିଷ୍ଠାନରେ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ଅନୁଷ୍ଠାନ ର ଅଧ୍ୟକ୍ଷ  ଜ୍ଞାନେନ୍ଦ୍ର ମଲ୍ଲିକ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଡ. ସୁଧାଂଶୁବାଳା ତ୍ରିପାଠୀ, ଶିକ୍ଷକ-ପ୍ରଶିକ୍ଷିକା ଓ ଡ. ସୁଧୀର ସାହୁ, ଶିକ୍ଷକ-ପ୍ରଶିକ୍ଷକ ଡକ୍ଟର ବି. ଆର୍‌. ଆମ୍ବେଦକରଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଅଧ୍ୟକ୍ଷ ଶ୍ରୀ ମଲ୍ଲିକ ରାଷ୍ଟ୍ର ନିୟନ୍ତ୍ରଣର ଚାବିକାଠି ସମ୍ବିଧାନ ବୋଲି କହିବା ସହ ସାମାଜିକ ତଥା ରାଜନୈତିକ ଶୃଙ୍ଖଳାର ସ୍ରୋତକୁ ନିର୍ଦ୍ଦିଷ୍ଟ ଏବଂ ନିର୍ଦ୍ଧାରିତ ଦିଗରେ ଆଗେଇ ନେବାରେ ସମ୍ବିଧାନ ନିର୍ଣ୍ଣାୟକ ଭୂମୀକା ବହନ କରେ ବୋଲି କହିଥିଲେ ।  ଡ. ତ୍ରିପାଠୀ  ନିଜ ବକ୍ତବ୍ୟରେ ସମ୍ବିଧାନ ଏପରି ଏକ ବ୍ୟବସ୍ଥା  ବା ବିଧି ଯାହା ଅଧିନରେ ରାଷ୍ଟ୍ର ତିଷ୍ଠିଥାଏ । ନିର୍ଦ୍ଧିଷ୍ଟ ନୀତି ନିୟମ ବ୍ୟତୀତ କୌଣସି ରାଷ୍ଟ୍ର ସୁସଂଗଠିତ ହୋଇପାରେ ନାହିଁ । ଏଣୁ ସମ୍ବିଧାନର ଗୁରୁତ୍ୱ ସର୍ବାଧିକ ଏବଂ ସର୍ବଜନବିଦିତ ବୋଲି କହିଥିଲେ ।  ଡ. ସାହୁ ନିଜ ବକ୍ତବ୍ୟରେ ସମ୍ବିଧାନ ଆମକୁ ଏକ ଧର୍ମ ନିରପେକ୍ଷ ରାଷ୍ଟ୍ରର ମର୍ଯ୍ୟାଦା ଦେଇଛି ବୋଲି କହିଥିଲେ ।   ଏହି ଅବସରରେ ଡ. ତ୍ରିପାଠୀ ସମ୍ବିଧାନର  ମୁଖବନ୍ଧ ପ୍ରସ୍ତାବନା ଶପଥ ପାଠ କରାଇଥିଲେ । ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ଗ୍ରନ୍ଥାଗାରକ ଶାନ୍ତନୁ ସାହୁ, ସହକାରୀ ଶିକ୍ଷକ ଗୋପାଳ ପଧାନ, ସରୋଜ ବେହେରା ଓ ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026

You Might Also Like