-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||     

HOME   ଜିଲ୍ଲା

ଟିଟିଲାଗଡ଼ ଗୁଞିତରା ମହିମା ଧର୍ମର ପ୍ରଚାର ପ୍ରସାର ପାଇଁ ଅଲେଖ ମହିମା ନାମ ଵ୍ରହ୍ମଧୁନି ଅନୁଷ୍ଠିତ

27-Nov-2021



ବଲାଙ୍ଗୀର ଜିଲ୍ଲl ଟିଟିଲାଗଡ଼ ଗୁଞିତରାରେ ଅଲେଖ ମହିମା ମହାପ୍ରଭୁଙ୍କ ନାମ ଵ୍ରହ୍ମଯଗିଅ  ସାଧୁ ଯୁଗେଶର ଦାସ ଵାଵାଙ୍କ ଦ୍ଵାରା ଵ୍ରହ୍ମଧୁନି ସ୍ଥାପନ କରାଯାଇଥିଲା ଓ ଵ୍ରହ୍ମଧୁନି ରେ ଵାଵା ଵ୍ରହ୍ମଯଗିଅରେ ଜଗତର କଲ୍ୟାଣ ନିମନ୍ତେ ଓ ଗୁଞିତରା ଗ୍ରାମବାସୀଙ୍କ କଲ୍ୟାଣ ନିମନ୍ତେ ମହିମା ମହାପ୍ରଭୁଙ୍କ ମହାବ୍ରହ୍ମ  ଅଲେଖ ସୁଆମିଙ୍କୁ ଘୃତାହୁତି ଅର୍ପଣ କରିଥିଲେ।ଏହି କାର୍ଯ୍ୟକ୍ରମ ଆରମ୍ଭ  ୨୫  ତାରିଖରୁ ଆରମ୍ବ ହୋଇଥିଲା lକଲସଯାତ୍ରା ଗ୍ରାମର ପୋଖରୀ କୂଳରୁ କଳସୀରେ ପାଣି ଆଣିଵା ପାଇଁ ୨୦୦ରୁ ଉର୍ଦ୍ଧ୍ବ ମହିଳା ମାନେ ସାମିଲ ହୋଇଥିଲେ।ଓପରେ ଯଗିଅ ମଣ୍ଡପ ରେ ପହଞ୍ଚି ଥିଲେ।ଅଲେଖ ମହିମା ମହାପ୍ରଭୁଙ୍କ ଖଞଣି ଵାଦ୍ବିୟ ଘଣ୍ଟ ସଙ୍ଖ ଓ ହୁଳହୁଳିରେ ଗ୍ରାମ ଗୋଟିଏ ଭକ୍ତି ଭାବ ଦେଖି ମିଳିଥିଲା।ଏହା ଦୁଇ ଦିନ ଧରି ଧୁନିପ୍ରଜଳନକରି ଘୃତାହୁତି ଅର୍ପଣ କରାଯାଇଥିଲା ଗ୍ରାମବାସୀଙ୍କ ଉଦ୍ଧlର ନିମନ୍ତେ, ବିଭିନ୍ନ

ପ୍ରକାର ସାସ୍କୃତିକ କାର୍ଯ୍ୟ କ୍ରମ ଗ୍ରାମବାସୀ ଙ୍କର ସହଯୋଗ ରେ ଅନୁଷ୍ଠିତ ହୋଇଥିଲା।ଏହି କାର୍ଯ୍ୟକ୍ରମ ରେ ଭିଭିଶଣ ଵାଵା,ଶୁରେଶ ଚନ୍ଦ୍ର ଵାଵା ,ଵିଶିକେସନ ଵାଵା, ଶୁଶିଳ ଵାଵା, ଚନ୍ଦ୍ରମଣି ଵାଵା, ଧର୍ମପଦ ଵୈରାଗି, ଅଵିନସ ଵୈରାଗି, ଵନଶି ଭକ୍ତ,ଶଙ୍କର ଭକ୍ତ, ପିତଵାସ ଭକ୍ତ ଵୃନ୍ଦାଵନ ଭକ୍ତ, ଓଵହୁ ମାନ୍ୟଗନିଅ ଵ୍ୟକ୍ତିଓ ଵହୁସନଖିଆ ରେ ଗ୍ରାମ ଵାସି ଉପସ୍ଥିତ ରହି ଦୁଇ ଦିନ ଧରି ମହିମା ଧର୍ମର ପ୍ରଚାର ପ୍ରସାର ନିମନ୍ତେ ମହିମା ଵ୍ରହ୍ମଯଗିଅ ରେ ସାମିଲ ହୋଇଥିଲେ। ଭୀମ ଭୋଇ ଯେଉଁ ଉଦ୍ଦେଶ୍ୟ ନେଇ ଏହି ପଦ ଟି ଏ ଜଗତର କଲ୍ୟାଣ ନିମନ୍ତେ କହିଛନ୍ତି "ମୋ ଜୀବନ ପଛେ ନର୍କେ ପଡିଥାଉ ଜଗତ ଉଦ୍ଧାର ହେଉ " ଏହା ଅକ୍ଷରେ ଅକ୍ଷରେ  ପାଳନ କରାଯାଇଛି l ଗୁଞିତରା ଗ୍ରାମରେ ଦୁଇ ଧରି ଭକ୍ତିମୟ ପରିଵେଶ ଦେଖି ଵାକୁ ମିଳିଥିଲା।

(ବଲାଙ୍ଗୀର ଜିଲ୍ଲାରୁ ଅନ୍ତର୍ୟାମୀ ସାହୁଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026

You Might Also Like