-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   (10-May-2026)       ||      ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ    (10-May-2026)       ||      ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||     

HOME   ଖେଳ

ସୁବର୍ଣ୍ଣପୁର ଇଣ୍ଡୋର ଷ୍ଟାଡିଅମ ଠାରେ ରାଜ୍ୟ ସ୍ତରୀୟ ବେଡ଼ମିଣ୍ଟନ ଟୁର୍ନାମେଣ୍ଟ ପ୍ରସ୍ତୁତି ପାଈଁ ସାମ୍ବାଦିକ ସମ୍ମିଳନୀ

27-Nov-2021



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) : ଗତକାଲି ସୁବର୍ଣ୍ଣପୁର ଇଣ୍ଡୋର ଷ୍ଟାଡିଅମ ଠାରେ ଜ଼ିଲ୍ଲା ବ୍ୟାଡ଼ମିଣ୍ଟନ ଏସୋସିଏସନ ପକ୍ଷରୁ ରାଜ୍ୟସ୍ତରୀୟ ଟୁର୍ନାମେଣ୍ଟ ପାଈଁ ଏକ ପ୍ରସ୍ତୁତି ବୈଠକ ସହିତ ସାମ୍ବାଦିକ ସମ୍ମିଳନୀର ଆୟୋଜନ କରାଯାଇଥିଲା l ଆସନ୍ତା ୨ ତାରିଖ ରୁ ୪ ତାରିଖ ଯାଏ ଏହି ଇଣ୍ଡୋର ଷ୍ଟାଡିଅମ ଠାରେ ରାଜ୍ୟ ସ୍ତରୀୟ ବେଡ଼ ମିଣ୍ଟନ ପ୍ରତିଯୋଗିତା ଅନୁଷ୍ଠିତ ହେବ l ରାଜ୍ୟ ଓ ଜ଼ିଲ୍ଲା ବେଡ଼ ମିଣ୍ଟନ ସଂଘର ମିଳିତ ଆୟୋଜନରେ ଅନୁଷ୍ଠିତ ହେବାକୁ ଥିବା ଏହି ପ୍ରତିଯୋଗିତା ରେ ୫ ଟି ବିଭାଗ ରେ ଖେଳ ହେବ l ସମୁଦାୟ ୧୦୦ ଜଣ ଖେଳାଳି ଏଠାରେ ଅଂଶ ଗ୍ରହଣ କରିବେ ବୋଲି ସଂଘ ସମ୍ପାଦକ ପ୍ରଦୀପ ମହାନ୍ତି ସୂଚନା ଦେଇଥିବା ବେଳେ ଏହି ପ୍ରେସମିଟ ରେ ସଂଘ ଉପଦେଷ୍ଟା ସୁବର୍ଣ୍ଣପୁର ଏଡିଏମ ଶ୍ରୀ

ସୂର୍ଯ୍ୟ ନାରାୟଣ ଦାଶ, ସିଏ ସତେନ୍ଦ୍ରପାଢ଼ୀ, ସଂଘ ସଭାପତି ଚକ୍ରାୟୁଧ ନାଏକ, କାର୍ଯ୍ୟକାରୀ ସଭାପତି ବିଶ୍ୱ ରଞ୍ଜନ ଦଳାଇ, ଉପ ସଭାପତି ଜୟ କୃଷ୍ଣ ସାହା, ସହ ସମ୍ପାଦକ ଭକ୍ତି ରଞ୍ଜନ ଦଳାଇ, କୋଷାଧକ୍ଷ ଅଶ୍ୱିନୀ ମେହେର ଯୋଗ ଦେଇଥିଲେ l କାର୍ଯ୍ୟକାରିଣୀ ସଦସ୍ୟ ଲଷ୍ମୀ ନାରାୟଣ ବେହେରା, ବିଦ୍ୟାଧର ମିଶ୍ର, ଜୟନାରାୟଣ ମେଣ୍ଡଳୀ, ମନୋରଞ୍ଜନ ମିଶ୍ର, ପ୍ରକାଶ ମେହେର ପ୍ରମୁଖ ଯୋଗ ଦେଇ ଆୟୋଜନ ଉପରେ ସୁଚିନ୍ତିତ ମତାମତ ରଖିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   10-May-2026
  ରାଜ୍ୟ  
ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ   10-May-2026
  ଜିଲ୍ଲା  
ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ   10-May-2026
  ଜିଲ୍ଲା  
ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ   10-May-2026
  ଜିଲ୍ଲା  
*ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   10-May-2026
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026

You Might Also Like