-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ    (10-May-2026)       ||      ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||     

HOME   ରାଜନୀତି

ବଲାଙ୍ଗିରରେ ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ  ପୋଲିସ ସାଜିଛି ବିଜେଡି ର ହାତବାରିଶି - ନରସିଂହ- ବିଜେଡି ନେତାଙ୍କ ପ୍ରତ୍ସାହନରେ ବଢି ଚାଲିଛି ଗୁଣ୍ଡାରାଜ:  ନରସିଂହ

27-Nov-2021



ବଲାଙ୍ଗିର(ପ୍ରେରଣା ଖବର) ବଲାଙ୍ଗିରରେ ଦିନକୁ ଦିନ ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ଅବସ୍ଥାକୁ ଗଲାଣି । ଦିନ ଦିପହରେ ଲୁଟତରାଜ, ରାହାଜାନୀ, ହତ୍ୟା ଏକ ସାଧାରଣ ଘଟଣାରେ ପାଲଟି ଗଲାଣି । ପୋଲିସ ଏ ସବୁ ଜାଣି ମଧ୍ୟ ନିରବଦ୍ରଷ୍ଟା ସାଜିଛିି । ସହରର ପ୍ରତ୍ୟେକ ଗଳି କନ୍ଦିରେ ମଦ, କଫସିରଫ ଓ ନିଶା କାରବାର ବେଧଡକ୍ ଚାଲିଥିବା ବେଳେ ତାକୁ ରୋକିବା ପାଇଁ ଜିଲ୍ଲା ପୋଲିସ ପ୍ରଶାସନ ତରଫରୁ କୌଣସି ପଦକ୍ଷେପ ନିଆଯାଉନାହିଁ । ସ୍ଥାନୀୟ ବିଜେଡି ଦଳ ନେତାମାନେ ଏ ସବୁ ଅସାମାଜିକ ତତ୍ୱଙ୍କୁ ପ୍ରଚ୍ଛଦ ପଟରୁ ସବୁ ପ୍ରକାର ସାହାଯ୍ୟ ଯୋଗାଉଛନ୍ତି ଏବଂ ପୋଲିସ ମଧ୍ୟ ସେମାନଙ୍କର ହାତ ବାରିଶି ସାଜିଛି ବୋଲି ଆଜି ଏକ ପ୍ରେସ ବିବୃତ୍ତି ମାଧ୍ୟମରେ ବଲାଙ୍ଗିର ବିଧାୟକ ତଥା ବିଧାନସଭାରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ ଦୁଇ ଦିନ ପୂର୍ବରୁ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ପଛପଟେ ଏକ ହତ୍ୟାକାଣ୍ଡ ଘଟାଇ ଅଭିଯୁକ୍ତମାନେ ତାର ଲାଇଭ୍ ଭିଡିଓ ଭାଇରାଲ କରିଥିଲେ ।  ଯେହେତୁ କଳାହାଣ୍ଡି ମମିତା ମେହେର ହତ୍ୟାକାଣ୍ଡର ଅଭିଯୁକ୍ତ ଏବଂ ସଂପୃକ୍ତ ଥିବା ନେତା ମନ୍ତ୍ରୀମାନଙ୍କୁ  ଘଣ୍ଟ ଘୋଡାଇବା ପାଇଁ ପୋଲିସ ସମସ୍ତ ପ୍ରକାର ପ୍ରଚେଷ୍ଟା କରୁଛି ଏବଂ ତଦନ୍ତକୁ ବାଟବଣା କରିବା ପାଇଁ  ଚେଷ୍ଟା ଜାରି ରଖିଛି, ଏହି ଘଟଣାରୁ ଅପରାଧିମାନେ ଆହୁରି ଉତ୍ସାହିତ ହୋଇ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ପଛ ପଟରେ ଅପରାଧିମାନେ ସ୍ପଷ୍ଟ ଦିବାଲୋକରେ ଠିକ୍ ଏହି ପରି ଏକ ହତ୍ୟା ଘଟଣା ଘଟାଇଛନ୍ତି । କିଛି ଦିନ ପୂର୍ବରୁ ବଲାଙ୍ଗିର ଜିଲ୍ଲା ଦାୟିତ୍ୱରେ ଥିବା ଜଣେ ମନ୍ତ୍ରୀଙ୍କ ଗୁଣ୍ଡାମାନେ ସୋନପୁର ଠାରେ ଛାତ୍ର କଂଗ୍ରେସ ନେତାମାନଙ୍କୁ ମରଣାନ୍ତ୍ରଣ ଆକ୍ରମଣ କରିଛନ୍ତି । ଏହି ଘଟଣାରେ ମଧ୍ୟ ପୋଲିସ ନିରବଦ୍ରଷ୍ଟା ସାଜି ବିଜେଡି ଦଳର ହାତ ବାରିଶି ସାଜିଛି । ଆହୁରି ମଧ୍ୟ ବିଜୁ ଜନତା ଦଳର ନିର୍ବାଚନ ହାରି ଯାଇଥିବା ବରିଷ୍ଠ ରାଜ୍ୟ ଉପ-ସଭାପତି ଏବଂ ତାଙ୍କ ଦୁଇ ପୁଅ ଅନଧିକାର ଭାବରେ ପୂର୍ବରୁ ବିଧିବଦ୍ଧ ଭାବେ ସରକାରୀ ସ୍ତରରେ ସମସ୍ତ ଅଧିକାରୀଙ୍କ ଉପସ୍ଥିତିରେ ଉଦ୍‌ଘାଟନ ହୋଇସାରିଥିବା ସକମା ସ୍କୁଲର ଖେଳ ପଡିଆକୁ ବେଆଇନ ଭାବେ ପୁନଃ ଉଦ୍‌ଘାଟନ କରିଛନ୍ତି । ସେଠାରେ ସେ ଲୋକଙ୍କୁ ଭୟଭିତ କରିବା ପାଇଁ ନିଜ ଦଳର ଅନେକ

କର୍ମୀଙ୍କୁ ନେଇ ଦଳୀୟ ସଭା କରି ତାଙ୍କର କେହି କିଛି କରିପାରିବେ ନାହିଁ ବୋଲି ଲୋକଙ୍କୁ ଆହ୍ୱାନ କରୁଛନ୍ତି ଏବଂ ଆଶ୍ଚର୍ଯ୍ୟ କଥା ଏହି ସବୁ ବେଆଇନ କାର୍ଯ୍ୟକ୍ରମ ବିରୁଦ୍ଧରେ ନା ସ୍କୁଲ କର୍ତ୍ତୃପକ୍ଷ ନା ବ୍ଲକ କର୍ତ୍ତୃପକ୍ଷ କାର୍ଯ୍ୟାନୁଷ୍ଠାନ ନେଇ ପାରୁଛନ୍ତି । ଏ ସବୁ ଘଟଣାରୁ ସ୍ପଷ୍ଟ ଜଣାପଡୁଛି ଯେ ବଲାଙ୍ଗିରରେ ବର୍ତ୍ତମାନ ସରକାରୀ ଦଳର ନେତା, ମନ୍ତ୍ରୀ ଏକ ଅଶାନ୍ତ ବାତାବରଣ ସୃଷ୍ଟି କରିବାରେ ଲାଗିଛନ୍ତି ଏବଂ ଏ ସବୁ କୁ ପୋଲିସ ପ୍ରଶାସନ ସମ୍ପୁର୍ଣ୍ଣ ସମର୍ଥନ ଅଛି ବୋଲି ଆଲୋଚନା ହେଲାଣି । କାରଣ ଏଇ କିଛି ମାସ ଭିତରେ ଅନେକ ଜାଗାରେ ଦିନ ଦିପହରରେ ହତ୍ୟା, ଲୁଣ୍ଠନ, ଦାଦାଗିରି,  ନିଶା କାରବାର ଚାଲିଥିଲେ ହେଁ ଅପରାଧିମାନଙ୍କୁ ଗିରଫ କରିବାରେ ପୋଲିସ ପକ୍ଷରୁ ସେପରି କିଛି ତତ୍ପରତା ଦେଖାଉନାହିଁ । ଏପରି ଯଦି ଆଉ କିଛି ଦିନ ଚାଲେ ତେବେ ଶାନ୍ତ ବଲାଙ୍ଗିରରେ ସାଧାରଣ ଜିବନ ଯାପନ ବ୍ୟାଘାତ ହେବା ଆଶଂକା ଦେଖାଦେଇଛି । ତେଣୁ ପୋଲିସ ପ୍ରଶାସନ ଆଉ ସରକାରୀ ଦଳର ହାତ ବାରିଶ ନ ସାଜି ଲୋକଙ୍କ ସେବାରେ ମନପ୍ରାଣ ଦେଉ ବୋଲି ବିଧାୟକ ଶ୍ରୀ ମିଶ୍ର କହିଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ   10-May-2026
  ଜିଲ୍ଲା  
ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ   10-May-2026
  ଜିଲ୍ଲା  
ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ   10-May-2026
  ଜିଲ୍ଲା  
*ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   10-May-2026
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026

You Might Also Like