-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME    ଅନ୍ୟାନ୍ୟ

ମାନ୍ୟବର ବାଚସ୍ପତି ଡଃ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଦିଗପହଣ୍ଡି ବ୍ଲକ ଗସ୍ତ

07-Nov-2020



(ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ)ମାନ୍ୟବର ବାଚସ୍ପତି ଡଃ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଦିଗପହଣ୍ଡି ବ୍ଲକ ଗସ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ଏନ.ଏ.ସି. ନିକଟ ବସ ଷ୍ଟାଣ୍ଡରେ ପହଂଚି ଗ୍ରୀନ ଫିଲଡ ସ୍ମାର୍ଟ ଏଲ.ଇ.ଡି. ପ୍ରକଳ୍ପର ଭିର୍ତ୍ତି ପ୍ରସ୍ତର ସ୍ଥାପନ କରିଥିଲେ। ଅଙ୍କୋରଡା ଠାରେ କଲ୍ୟାଣ ମଣ୍ଡପ ଉଦ୍ଘାଟନ,ଉଚ୍ଚବିଦ୍ୟାଳୟ ଘର ଉଦ୍ଘାଟନ, ଗୁଡ଼ିଆ ସମାଜ କୋଠଘର ଉଦ୍ଘାଟନ ଏବଂ ହିତାଧୀକାରୀଙ୍କୁ ଭତ୍ତା ବଣ୍ଟନ କରିଥିଲେ । ଚାଞ୍ଚଡାପଲ୍ଲୀ ଠାରେ ଅଙ୍ଗନାବାଡ଼ି କେନ୍ଦ୍ର ଓ ରୋଷେଇ ଘରର ଉଦ୍ଘାଟନ , ଉଚ୍ଚବିଦ୍ୟାଳୟ ଘର ଉଦ୍ଘାଟନ ଏବଂ ହିତାଧୀକାରୀଙ୍କୁ ଭତ୍ତା ବଣ୍ଟନ କରିଥିଲେ । 

ନବରଙ୍ଗପୁର ଠାରେ କଲ୍ୟାଣ ମଣ୍ଡପ , କମ୍ୟୁନିଟି ହଲର ଉଦ୍ଘାଟନ କରିଥିଲେ । ସେହିପରି କୈଠଡା ପଞ୍ଚାୟତର କଲ୍ୟାଣପୁର ଗ୍ରାମ ଠାରେ ମାର୍କେଟ କମ୍ପ୍ଲେକ୍ସ ଉଦ୍ଘାଟନ , ହିତାଧୀକାରୀଙ୍କୁ ଭତ୍ତା ବଣ୍ଟନ କରିଥିଲେ ଏବଂ କୋଭିଡ ଯୋଦ୍ଧାଙ୍କୁ ସମ୍ମାନିତ କରିଥିଲେ । ସିଦ୍ଧେଶ୍ଵର ଠାରେ କମ୍ୟୁନିଟି ହଲର ଉଦ୍ଘାଟନ ସହ ହିତାଧୀକାରୀଙ୍କୁ ଭତ୍ତା ବଣ୍ଟନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like