-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର : ସଡକ ସୁରକ୍ଷା ସଂସଦୀୟ କମିଟି ବୈଠକ

27-Nov-2021



ସୋନପୁର (ମନୋରଞ୍ଜନ ତ୍ରିପାଠୀ):  ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ମାନ୍ୟବର ସାଂସଦ ବାଲାଙ୍ଗୀର ଶ୍ରୀମତୀ ସଂଗୀତା କୁମାରୀ ସିଂ ଦେଓଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ସଡକ ସୁରକ୍ଷା ସଂସଦୀୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛିl ଜିଲ୍ଲପାଳ, ସୁବର୍ଣ୍ଣପୁର ଶ୍ରୀମତୀ ଅଵୋଲୀ ସୁନିଲ ନରୱଣେ ସ୍ୱାଗତ ବକ୍ତବ୍ୟ ରଖିବା ସହିତ ବୈଠକ ର ତାତ୍ପର୍ଯ୍ୟ ଓ ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲେ l ପରେ ପରେ ଜିଲ୍ଲାପାଳ ଙ୍କ ନିର୍ଦେଶ କ୍ରମେ ଜିଲ୍ଲା ପରିବହନ ଅଧିକାରୀ ରବୀନ ପଟ୍ଟନାୟକ କାର୍ଯ୍ୟସୂଚୀ ଅନୁଯାୟୀ ବୈଠକରେ ଆଲୋଚନା ନିମନ୍ତେ ବିଷୟ ବସ୍ତୁ ଉପସ୍ଥାପନ କରିଥିଲେ l ସେ ଏହି ପରିପ୍ରେକ୍ଷୀରେ ଜିଲ୍ଳା ପରିବହନ ବିଭାଗ ତରଫରୁ ନିଆଯାଇଥିବା ସଡ଼କ ସୁରକ୍ଷା ଓ ତାର ପ୍ରତିକାର ତଥା ରାଜ୍ୟ ସରକାର ତଥା କେନ୍ଦ୍ର ସରକାରଙ୍କ ପରିବହନ ଓ ସଡକ ସୁରକ୍ଷା ସଂକ୍ରାନ୍ତୀୟ ଯୋଜନା, ବିଭିନ୍ନ ଆଇନ ସମ୍ୱନ୍ଧୀୟ ସୂଚନା ଓ କାର୍ଯ୍ୟକାରିତା ଉପରେ ବୈଠକରେ ବିସ୍ତୃତ ବିବରଣୀ ପ୍ରଦାନ କରଥିଲେ l ସେ ବିଶେଷ କରି ସଡକ ସୁରକ୍ଷା ଯୋଜନା ଉପରେ ଉତ୍ତମ ସମରୀୟ ନୀତି, ସୋଲାଟିୟମ୍ ସ୍କିମ୍,ରକ୍ଷକ ଯୋଜନା ପ୍ରଭୁତି ର ପ୍ରାଞ୍ଜଳ ଭାବେ ବୈଠକରେ ସୂଚନା ଦେଇଥିଲେ l ସଡ଼କ ଦୁର୍ଘଟଣା କୁ ରୋକିବା ସହ ସୁଗମ ଯାତାୟାତ ନିମନ୍ତେ  ସୋନପୁର ସହରରେ ଦୁଇଟି ରୋଡ୍ ଟ୍ରାଫିକ୍ ସିଗନାଲ୍ ଲାଇଟ୍ ସିଷ୍ଟମ୍ ଗୋଟିଏ ବ୍ଲକ୍ ଛକ ଏବଂ ଗୋଟିଏ ନଲିନୀ ଛକ ଠାରେ ସ୍ଥାପନ କରିବା ଉପରେ ବୈଠକରେ ଗୁରୁତ୍ୱାରୋପ କରାଯାଇଛି |ପୁନଶ୍ଚ ସୁବର୍ଣ୍ଣପୁର ଜିଲ୍ଲାରେ ଏକ  ଟ୍ରମା କେୟାର ସେଣ୍ଟର  କରିବାକୁ ବୈଠକରେ ଆଲୋଚନା କରାଯାଇଛିl ଜିଲ୍ଲାରେ ଯଦିଓ ସଡ଼କ ଦୁର୍ଘଟଣା ଆଗ ତୁଳନାରେ କମ ରହିଛି ତଥାପି ଦୁର୍ଘଟଣାକୁ ହ୍ରାସ କରିବା ନିମନ୍ତେ ବ୍ୟାପକ ସଚେତନତା କରାଯିବ ସହ ଯାତାୟାତକୁ ଜାତୀୟ ରାଜପଥ ହେଉ ବା ରାଜ୍ୟ ରାଜପଥରେ ସୁଗମ କରିବା ଉପରେ ଗୁରୁତ୍ୱ ପ୍ରଦାନ କରିଛନ୍ତି l ସଡକ ଦୁର୍ଘଟଣା ହ୍ରାସ ତଥା ସଡକ ସୁରକ୍ଷା ଆଇନ ଏବଂ ନିୟମ ବିଷୟରେ ସଚେତନତା ପାଇଁ ନିଆଯାଇଥିବା ବିଭିନ୍ନ ସମୁଚିତ ପଦକ୍ଷେପ ନିମନ୍ତେ ଜିଲ୍ଲା ପ୍ରଶାସନକୁ ଅଧ୍ୟକ୍ଷl ପ୍ରଶଂସା କରିବା ସହ ଆନନ୍ଦ ପ୍ରକାଶ କରିଛନ୍ତି। ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ଉପଜିଲ୍ଲାପାଳ ସୋନପୁର ନିହାର ରଞ୍ଜନ କଁହର, କମିଟିର ସଦସ୍ୟ ସଦସ୍ୟା ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ l ଶେଷରେ ଆର ଟି ଓ ଶ୍ରୀ ପଟ୍ଟନାୟକ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like